ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁଦିବସ ପାଳିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁଦିବସ ପାଳିତ ହୋଇଯାଇଛି । ବିଦ୍ୟା ମନ୍ଦିର ପରିସରରେ ଦଶମ ଶ୍ରେଣୀର ଭଉଣୀମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ମୁଖ୍ୟ ଅତିଥି ଭାବରେ ପ୍ରଧାନ ଆଚାର୍ଯ୍ୟ ଯୁବରାଜ ପଧାନ ଯୋଗ ଦେଇ ଦୀପ ପ୍ରଜ୍ୱଳନ!-->…
Read More...
Read More...