Browsing Tag

padampur news

ବରଗଡ ସାଂସଦ ପ୍ରଦୀପ ପୁରୋହିତଙ୍କ ମାନବିକତାର ଉଦାହରଣ : ଦୁର୍ଘଟଣାରେ ଆହତଙ୍କୁ ନିଜେ ହସ୍ପିଟାଲକୁ ପହଞ୍ଚାଇଲେ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ସାଂସଦ ପ୍ରଦୀପ ପୁରୋହିତଙ୍କର ମାନବିକତା ଓ ସେବାଭାବର ଦୃଢ ପ୍ରମାଣ ଦେଖିବାକୁ ମିଳିଛି । ଆଗଲପୁରରେ ଆୟୋଜିତ ସେବାପକ୍ଷ କାର୍ଯ୍ୟକ୍ରମକୁ ଯିବା ରାସ୍ତାରେ, ବିଜେପୁର ବ୍ଲକର ଗୁଡିମୁଣ୍ଡା ଠାରେ ଏକ ଭୟାବହ ଦୁର୍ଘଟଣା ଘଟିବା ପରେ ସାଂସଦ ନିଜର ଗାଡ଼ି
Read More...

ଲଗାଣ ବର୍ଷାରେ ଘର ଭାଙ୍ଗିଲା : ସହାୟତା ପାଇଁଁ ଦାବି

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକରେ ଲଗାଣ ବର୍ଷା ଲାଗି ରହିଥିଲା । ପ୍ରବଳ ବର୍ଷା ଯୋଗୁଁ କାଂସଡା ଗାଁର ରୁଦନା ମାଝୀଙ୍କ ରୋଷେଇ ଘର ଭାଙ୍ଗି ଯାଇଥିବାର ଅଭିଯୋଗ ହୋଇଛି । ଏନେଇ ପ୍ରଶାସନ ତରଫ ସରକାରୀ ସହାୟତା ଯୋଗାଇଦେବାକୁ ଦାବି ହୋଇଛି ।
Read More...

ଜର୍ଜଗଡ଼ରେ ୩୨ତମ ଦୁର୍ଗାପୂଜା କଳସ ଯାତ୍ରା

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ପାଇକମାଲ ବ୍ଲକ ନୃସିଂହନାଥ ରାସ୍ତାରେ ଥିବ। ଜର୍ଜଗଡ଼ରେ ୩୨ତମ ଦୁର୍ଗାପୂଜା ପାଇଁ ରବିବାର କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଗ୍ରାମର ମହିଳାପୁରୁଷ, ପୁଅଝିଅ ଜାତି, ଧର୍ମ ନିର୍ବିଶେଷରେ ସମସ୍ତେ ଏକତ୍ରିତ ହୋଇ ନିକଟସ୍ଥ
Read More...

ପଦ୍ମପୁର ବନଦୁର୍ଗା ମନ୍ଦିରରେ କାଳରାତ୍ରୀ ଦେବୀଙ୍କ ବିଶେଷ ପୂଜା ଓ ଆରାଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବଡ଼ବନ୍ଧ ପାଖ ବନଦୁର୍ଗା ମନ୍ଦିର ଠାରେ ଆଜି ରବିବାର ସକାଳ ୮ଟା ସମୟରେ ମୁଖ୍ୟ ପଣ୍ଡିତ ରଘୁନାଥ ତ୍ରିପାଠୀ, ମନ୍ଦିର ପୂଜକ ପ୍ରଶାନ୍ତ ପଣ୍ଡା, ପଣ୍ଡିତ ଗିରିଶ ଚନ୍ଦ୍ର ହୋତା, ପଣ୍ଡିତ ଅଶୋକ କୁମାର ପଣ୍ଡା, ପଣ୍ଡିତ ଦେବେନ୍ଦ୍ର ତ୍ରିପାଠୀ, ପଣ୍ଡିତ
Read More...

ପାଇକମାଲ ବ୍ଲକସ୍ତରୀୟ କୁଳିତା ସମାଜର ନୂଆଁଖାଇ ଭେଟଘାଟ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ସ୍ତରୀୟ କୁଳିତା ସମାଜର ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ବୁକୁରାମୁଣ୍ଡା ଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଏକ କଳସ ଶୋଭାଯାତ୍ରାରେ ପୋଖରୀରୁ ପବିତ୍ର ପାଣି ଆଣି କୁଳିତା ଜାତିର ଇଷ୍ଟଦେବୀ ରଣେଶ୍ୱରୀ
Read More...

ପଦ୍ମପୁର ବନଦୁର୍ଗା ମନ୍ଦିରରେ କାତ୍ୟାୟନୀ ଦେବୀଙ୍କ ପୂଜାର୍ଚ୍ଚନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବଡ଼ବନ୍ଧ ପାଖ ବନଦୁର୍ଗା ମନ୍ଦିରଠାରେ ଆଜି ଶନିବାର ସକାଳ ୮ଟା ସମୟରେ ମୁଖ୍ୟ ପଣ୍ଡିତ ରଘୁନାଥ ତ୍ରିପାଠୀ, ମନ୍ଦିର ପୂଜକ ପ୍ରଶାନ୍ତ ପଣ୍ଡା, ପଣ୍ଡିତ ଗିରିଶ ଚନ୍ଦ୍ର ହୋତା, ପଣ୍ଡିତ ଅଶୋକ କୁମାର ପଣ୍ଡା, ପଣ୍ଡିତ ଦେବେନ୍ଦ୍ର ତ୍ରିପାଠୀ, ପଣ୍ଡିତ
Read More...

ଟେମରୀ ଗ୍ରାମରେ ମର୍ମନ୍ତୁଦ ଦୁର୍ଘଟଣା : ଶିଶୁ କନ୍ୟା ମୃତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ମର୍ମନ୍ତୁଦ ଦୁର୍ଘଟଣା । ୨ ବର୍ଷର ଶିଶୁ କନ୍ୟା ମୃତ । ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଟେମରି ଗ୍ରାମରେ ଘଟିଛି ଏଭଳି ଏକ ହୃଦୟବିଦାରକ ଘଟଣା । ଶିଶୁ କନ୍ୟା ଜଣକ ଟେମରୀ ଗ୍ରାମର ନରେଶ କୁମାର ବନଛୋରଙ୍କ ୨ବର୍ଷ ୬ମାସର ଏକ ମାତ୍ର ଝିଅ ରିୟାନସି ବୋଲି
Read More...

କନସିଂହା ସତ୍ୟସେବା ସରକାରୀ ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନ ଶିକ୍ଷକଙ୍କୁ ଭବ୍ୟ ସ୍ୱାଗତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ନୂତନ ପ୍ରଧାନ ଶିକ୍ଷକ ଡକ୍ଟର ପ୍ରେମାନନ୍ଦ ବେହେରାଙ୍କ ଯୋଗଦାନ ଅବସରରେ ସତ୍ୟସେବା ସରକାରୀ ଉଚ୍ଚ ବିଦ୍ୟାଳୟ କନସିଂହା ଠାରେ ଏକ ସ୍ୱାଗତ ସଭାର ଆୟୋଜନ କରାଯାଇଥିଲା । ଶିକ୍ଷକ, କର୍ମଚାରୀ ଏବଂ ଛାତ୍ରଛାତ୍ରୀମାନେ ସେମାନଙ୍କର ଶୁଭେଚ୍ଛା ଏବଂ ଶୁଭକାମନା
Read More...

ଇଣ୍ଡକସନ ତଥା ସ୍ଵଚ୍ଛତା ପକ୍ଷ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟରେ ଯୁବ ରେଡକ୍ରସ ତଥା ଜାତୀୟ ସେବା ଯୋଜନା ମିଳିତ ଆନୁକୂଲ୍ୟରେ ଏକ ଇଣ୍ଡକସନ ତଥା ସ୍ୱଚ୍ଛତା ହିଁ ସେବାକୁ ନେଇ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ଅଧ୍ୟକ୍ଷ ଲୋହିତ କୁମାର ବାରିକ ଅଧ୍ୟକ୍ଷତା କରିବା
Read More...

ସ୍କନ୍ଧମାତା ବେଶରେ ଧରାପୃଷ୍ଠରେ ଅବତରଣ କଲେ ମା’ ଦୁର୍ଗା

ପଦ୍ମପୁର, (ନିରୋଜ କୁମାର ପାଣୀ): ପଦ୍ମପୁର ବଡ଼ବନ୍ଧ ପାଖରେ ଥିବା ବନଦୁର୍ଗା ମନ୍ଦିର ଠାରେ ଆଜି ସକାଳ ୮ଟା ସମୟରେ ମୁଖ୍ୟ ପଣ୍ଡିତ ରଘୁନାଥ ତ୍ରିପାଠୀ, ମନ୍ଦିର ପୂଜକ ପ୍ରଶାନ୍ତ ପଣ୍ଡା, ପଣ୍ଡିତ ଗିରିଶ ଚନ୍ଦ୍ର ହୋତା, ପଣ୍ଡିତ ଅଶୋକ କୁମାର ପଣ୍ଡା, ପଣ୍ଡିତ ଦେବେନ୍ଦ୍ର ତ୍ରିପାଠୀ, ପଣ୍ଡିତ
Read More...