Browsing Tag

padampur news

ମେଳାପୀ ଶିକ୍ଷକ ବଳଦେବ ସେଠଙ୍କ ଦେହାନ୍ତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକର ଜଣେ ଜଣାଶୁଣା ଶିକ୍ଷକ ବଳଦେବ ସେଠଙ୍କ ଦେହାନ୍ତ ହୋଇଯାଇଛି । ତାଙ୍କର ମୃତ୍ୟୁ ବେଳକୁ ତାଙ୍କୁ ୫୧ ବର୍ଷ ବୟସ ହେଉଥିଲା । ସେ କିଛି ଦିନ ହେବ ରାୟପୁରର ଏକ ଘରୋଇ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିଲେ । ଆକସ୍ମିକ ଭାବରେ ଦେହ ଖରାପ ହେବା
Read More...

ସଂକୁଳସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର କୁସୁନାପାଲି ସ୍ଥିତ ବିଦ୍ୟା ମନ୍ଦିର ପରିସରରେ ସଂକୁଳସ୍ତରୀୟ ଜ୍ଞାନ ବିଜ୍ଞାନ ମେଳାକୁ ଶ୍ରୀମତୀ ଭାରତୀ ପଟ୍ଟନାୟକ (ଏନ୍‌ଏସି ଉପାଧ୍ୟକ୍ଷା) ଉଦ୍‌ଘାଟନ କରି ପ୍ରତିଭାଗୀ ଶିଶୁମାନଙ୍କୁ ଉତ୍ସାହିତ କରିଥିବା ବେଳେ
Read More...

ମହୁଲପାଲିରେ କୁଇଜ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ନିକଟସ୍ଥ ମହୁଲପାଲି ପଞ୍ଚାୟତ ହାଇସ୍କୁଲଠାରେ ଜଣାଅଜଣା କୁଇଜ୍ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ପଦ୍ମପୁର ଶିକ୍ଷକ ଏକାଦଶଙ୍କ ଦ୍ୱାରା ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଶିକ୍ଷକ ତାରାଚାନ୍ଦ ସାହୁ ମୁଖ୍ୟ ଅତିଥି ଏବଂ ପ୍ରଧାନ
Read More...

ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ବିଧାୟିକା ବର୍ଷା ସିଂ ବାରିହାଙ୍କୁ ଦାବୀପତ୍ର ପ୍ରଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବାରିହାଙ୍କୁ ଶନିବାର ଦିନ ଅପରାହ୍ନ ୧ ଘଟିକା ସମୟରେ ଝାରବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଏକ ଦାବୀପତ୍ର ପ୍ରଦାନ କରାଯାଇଛି
Read More...

ବୁରୋମୁଣ୍ଡା ସରକାରୀ ରାଜକୁମାର ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଅଭିଭାବକ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବୁରୋମୁଣ୍ଡାସ୍ଥିତ ସରକାରୀ ରାଜକୁମାର ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଦ୍ୱିତୀୟ ଅଭିଭାବକ ଓ ଶିକ୍ଷକ ଶିକ୍ଷୟିତ୍ରୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପ୍ରାୟ ୨୦୦ରୁ ଉର୍ଦ୍ଧ୍ବ ଅଭିଭାବକ ଓ ଅଭିଭାବିକା ଅଂଶଗ୍ରହଣ କରିଥିଲେ । ସଭାରେ ପ୍ରଧାନ ଶିକ୍ଷକ
Read More...

ସଂକୁଳସ୍ତରୀୟ ଜ୍ଞାନବିଜ୍ଞାନ ମେଳା ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର କୁସୁନାପାଲି ସ୍ଥିତ ବିଦ୍ୟା ମନ୍ଦିର ପରିସରରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଆଜି ସଂଧ୍ୟା ସମୟରେ ଉଦ୍‌ଘାଟିତ ହୋଇଯାଇଛି । ଉକ୍ତ ଉଦଘାଟନୀ ଉତ୍ସବରେ ଶ୍ରୀମତୀ ଭାରତୀ ପଟ୍ଟନାୟକ ଦୀପ ପ୍ରଜ୍ୱଳନ ପୂର୍ବକ
Read More...

ନୃସିଂହନାଥ ମନ୍ଦିରର କାର୍ଯ୍ୟନିର୍ବାହୀ ଅଧିକାରୀ ପୁରୁଷୋତ୍ତମ ପ୍ରଧାନଙ୍କ କନିଷ୍ଠ କନ୍ୟା ଅନିତା ପ୍ରଧାନଙ୍କ ଅକାଳ…

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ନୃସିଂହନାଥ ମନ୍ଦିରର କାର୍ଯ୍ୟନିର୍ବାହୀ ଅଧିକାରୀ ପୁରୁଷୋତ୍ତମ ପ୍ରଧାନଙ୍କ କନିଷ୍ଠ କନ୍ୟା ଅନିତା ପ୍ରଧାନଙ୍କ ଅକାଳ ବିୟୋଗ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୨୦ ବର୍ଷ ବୟସ ହୋଇଥିଲା । ଜଣେ ମେଧାବୀ
Read More...

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଅଭିଭାବକ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଦ୍ୱିତୀୟ ଅଭିଭାବକ ଓ ଶିକ୍ଷକ ଶିକ୍ଷୟିତ୍ରୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ୧୭୫ ଜଣ ଅଭିଭାବକ ଯୋଗଦାନ କରିଥିଲେ । ସଭାରେ କାର୍ଯ୍ୟକାରୀ ପ୍ରଧାନ ଶିକ୍ଷୟିତ୍ରୀ ଗୋପଳଜୀ ପ୍ରସାଦ ପାଣିଗ୍ରାହୀ
Read More...

ପାଇକମାଲ ପ୍ରାଥମିକ ଶିକ୍ଷକ ସମୂହ ସାଙ୍ଗଠନିକ ବୈଠକ ଅନୁଷ୍ଠିତ : ତିନି ଦଫା ଦାବୀ ନେଇ ବିଧାୟିକାଙ୍କୁ ଦେଲେ ଦାବୀପତ୍ର

ପଦ୍ମପୁର, (ନିରୋଜ କୁମାର ପାଣୀ) : ନୃସିଂହନାଥ ସ୍ଥିତ ଧର୍ମଶାଳାରେ ପାଇକମାଲ ବ୍ଲକର ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘର ସଭାପତି ଡୋଳାମଣି ମାହାରଙ୍କ ଅଧ୍ୟକ୍ଷତାରେ ସମସ୍ତ ବର୍ଗର ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ପାଇକମାଲ ବ୍ଲକ ନୂତନ
Read More...

ଝାରବନ୍ଧ କଲେଜରେ ‘ମେରି ମାଟି ମେରା ଦେଶ’ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଝାରବନ୍ଧ ପଞ୍ଚାୟତ ସମିତି ସ୍ନାତକ ମହାବିଦ୍ୟାଳୟରେ ଏନ୍‌ଏସ୍‌ଏସ୍‌ ୟୁନିଟ ତରଫରୁ 'ମେରି ମାଟି ମେରା ଦେଶ' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷ ଶ୍ୟାମସୁନ୍ଦର ବେହେରାଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ
Read More...