Browsing Tag

padampur news

ଗ୍ରାମ୍ୟ ଇତିହାସ ଓ ଖାଦ୍ୟ ସଂସ୍କୃତି ସମ୍ପର୍କିତ କର୍ମଶାଳା

ଛାତ୍ରଛାତ୍ରୀ ଲେଖିବେ ନିଜ ଗ୍ରାମର ଇତିହାସ ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଦିଶା ମିଲେଟ୍ ମିଶନ ତରଫରୁ ଗ୍ରାମ୍ୟ ଇତିହାସ ଓ ଖାଦ୍ୟ ସଂସ୍କୃତି ସମ୍ପର୍କିତ କର୍ମଶାଳା ଆଜି ରବିବାର ଦିନ ଅନୁଷ୍ଠିତ
Read More...

ଶିମୁଲିଖୋଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଶିମୁଲିଖୋଲ ଯୁବକ ସଂଘ ଏବଂ ନେହେରୁ ଯୁବ କେନ୍ଦ୍ର ସଂଗଠନ ବରଗଡ଼ ତରଫରୁ ଶିମୁଲିଖୋଲ ପର୍ଯ୍ୟଟନ ସ୍ଥଳୀଠାରେ ଏକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ କରାଯାଇଥିଲା । ଯେଉଁଥିରେ ପଟୁଲି, ଅଳା, ଜାମୁକୋଳି, ଆମ୍ବ, ବଉଳ, ପିପଳ ପରି ୨୦୦ ଚାରା ରୋପଣ କରାଯାଇଥିଲା ।
Read More...

ସର୍ଗିବାହାଲ ଶିଶୁ ମନ୍ଦିରରେ ମାତୃ ସମ୍ମିଳନୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ସର୍ଗିବାହାଲ ଶିଶୁ ମନ୍ଦିରଠାରେ ମାତୃ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ଶିଶୁ ପ୍ରାରମ୍ଭଠାରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ଶିଶୁମାନଙ୍କ ଅଭିଭାବିକାମାନେ ଅଂଶ ଗ୍ରହଣ କରିଥିଲେ । ଏହି ଅବସରରେ ପ୍ରବଚିକା ଶ୍ରୀମତୀ ସ୍ନେହଲତା ସାହୁ
Read More...

ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଯାଇଛି । ଶିଶୁ ମନ୍ଦିର ପରିସରରେ ଶ୍ରୀମତୀ ଜୟନ୍ତୀ ବେହେରା ଦୀପ ପ୍ରଜ୍ୱଳନ ପୂର୍ବକ ଉଦ୍‌ଘାଟନ କରିଥିଲେ । ଶିଶୁ ବାଟିକା ଓ ପ୍ରାଥମିକ ବିଭାଗରୁ ୧୯୧
Read More...

ପାଇକମାଲ ହାଇ ସ୍କୁଲରେ ବୃକ୍ଷ ରୋପଣ ଉତ୍ସବ, ଜନ୍ମଦିନରେ ବୃକ୍ଷ ଲଗାଇବା ପାଇଁ ଶପଥ ନେଲେ ଛାତ୍ରଛାତ୍ରୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ସରକାରୀ ହାଇସ୍କୁଲ ପରିସରରେ ପ୍ରଧାନ ଶିକ୍ଷକ ଦ୍ୱାଦଶ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ବୃକ୍ଷ ରୋପଣ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବରଗଡ ଜିଲ୍ଲା ପରିବେଶ ସମିତିର ସମ୍ପାଦକ ମିନକେତନ ସାହୁ, ସମ୍ମାନିତ
Read More...

ସ୍କୁଲସ୍ତରୀୟ ବିଜ୍ଞାନମେଳା ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ୨୦୨୩-୨୪ ସ୍କୁଲସ୍ତରୀୟ ବିଜ୍ଞାନମେଳା ଉଦ୍‌ଯାପିତ ହୋଇଯାଇଛି । ଉଦଯାପନୀ ସଭାରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ପ୍ରାଧ୍ୟାପକ ଡକ୍ଟର ମନୋଜ କୁମାର ପ୍ରଧାନ ଓ ସମ୍ମାନୀତ ଅତିଥି ଭାବେ ପଦ୍ମପୁର ଉପଖଣ୍ଡ
Read More...

ପ୍ରତିଟି ଭୋଟ୍ ମୂଲ୍ୟବାନ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଭାରତୀୟ ଗଣତନ୍ତ୍ରକୁ ତୃଣମୂଳ ସ୍ତରରୁ ସୁଦୃଢ କରିବା ପାଇଁ ପଦ୍ମପୁର ଉପଖଣ୍ଡ ପ୍ରଶାସନ ସ୍ୱତନ୍ତ୍ର ଭାବରେ ପ୍ରୟାସ ଆରମ୍ଭ କରିଛି । ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହରେ ଉପଜିଲ୍ଲାପାଳ ସଦାକର କୁମ୍ଭାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ
Read More...

ପାଇକମାଲ ଲାୟନ୍ସ କ୍ଲବର ପ୍ରତିଷ୍ଠା ଦିବସ

ଲାୟନ କୀର୍ତ୍ତନ ସୋନୀଙ୍କ ଜନ୍ମ ଦିବସ ପାଳନ ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ଲାୟନ୍ସ କ୍ଲବର ପ୍ରତିଷ୍ଠା ଦିବସ ଓ ଲାୟନ କୀର୍ତ୍ତନ ସୋନୀଙ୍କ ୫୪ତମ ଜନ୍ମ ଦିବସ ନୃସିଂହନାଥ କସ୍ତୁରବା ମାତୃନିକେତନ ସମ୍ମିଳନୀ କକ୍ଷରେ ପାଳିତ ହୋଇଯାଇଛି । ପ୍ରଥମ ପାଇକମାଲ, ପଦ୍ମପୁର,
Read More...

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ଜିଲ୍ଲାସ୍ତରୀୟ କର୍ମଶାଳା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : କୃଷି ଓ କୃଷକଙ୍କ ହିତକୁ ଆଖି ଆଗରେ ରଖି ଆଜି ପଦ୍ମପୁର ଟାଉନ ହଲ୍‌ଠାରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ଏକ ଜିଲ୍ଲାସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ବରଗଡ଼ ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋ ଏଥିରେ
Read More...

ଅତିରିକ୍ତ ଜିଲ୍ଲାପାଳଙ୍କ ବୁଥ୍ ପରିଦର୍ଶନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଗାମୀ ସାଧାରଣ ନିର୍ବାଚନ ଓ ବିଧାନସଭା ନିର୍ବାଚନର ପୂର୍ବ ପ୍ରସ୍ତୁତି ସ୍ୱରୂପ ଆଜି ବରଗଡ଼ ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋ ପଦ୍ମପୁର ଉପଖଣ୍ଡର ବିଭିନ୍ନ ବୁଥ୍ ପରିଦର୍ଶନ କରିଛନ୍ତି । ପଦ୍ମପୁର ଉପଜିଲ୍ଲାପାଳ ସଦାକର କୁମ୍ଭାରଙ୍କ ସହ ଶ୍ରୀ ଟପ୍ପୋ
Read More...