ପଦ୍ମପୁରର ଐତିହାସିକ ରାଜ ବୋଡାସମ୍ବର ଉଚ୍ଚ ବିଦ୍ୟାଳୟରେ ୭୪ତମ ବନ ମହୋତ୍ସବ ପାଳିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜ ବୋଡାସମ୍ବର ଉଚ୍ଚ ବିଦ୍ୟାଳୟରେ ୭୪ତମ ବନ ମହୋତ୍ସବ ପାଳିତ ହେବା ସହ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପଦ୍ମପୁର ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିନାୟକ ମିଶ୍ର ମୁଖ୍ୟ ଅତିଥି, ବନପାଳ ସରୋଜ ସାହୁ ଓ ସମାଜସେବୀ!-->…
Read More...
Read More...