ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଅଭିଭାବକ ଶିକ୍ଷକ ବୈଠକ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଫ୍ରେଜରପୁରର ଶିକ୍ଷାବର୍ଷ ୨୦୨୩ - ୨୪ର ପ୍ରଥମ ଅଭିଭାବକ ଶିକ୍ଷକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷା ସୁଶ୍ରୀ ଦୀପ୍ତିମୟୀ ମହାରଣାଙ୍କ ସଭାପତିତ୍ୱରେ ବୈଠକ ଅନୁଷ୍ଷ୍ଠିତ ହୋଇଥିବା ବେଳେ ଶିକ୍ଷକ!-->…
Read More...
Read More...