ବିଭିନ୍ନ ଦାବୀ ନେଇ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନରେ ବସିଲେ ୪ ଜଣ ଆଦିବାସୀ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଅନିର୍ଦ୍ଧିଷ୍ଟ କାଳ ପାଇଁ ୧୩ ଦଫା ଦାବୀ ନେଇ ପଶ୍ଚିମ ଓଡ଼ିଶା ଆଦିବାସୀ ମହାସଂଘ ବରଗଡ଼ ଜିଲ୍ଲା କମିଟି ଆମରଣ ଅନଶନ ଓ ଧାରଣାରେ ବସିଥିବା ଜଣାପଡିଛି । ଭାଗିରଥି ଭୁଏ, ଭୂମି ଭୁଏ, ତପିସା ଭୁଏ, ସେବତୀ ଭୁଏ!-->…
Read More...
Read More...