Browsing Tag

padampur news

ପଦ୍ମପୁର ଲୋକ ମହୋତ୍ସବର ସାଂସ୍କୃତିକ ପର୍ବ ଉଦଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଦ୍ମପୁର ସ୍ଥାନୀୟ ଅଶୋକ ଖେଳ ପଡିଆ ଠାରେ ଟାଉନ କ୍ଲବ, ପଦ୍ମପୁର ଆୟୋଜିତ ପଞ୍ଚମ ପଦ୍ମପୁର ଲୋକ ମହୋତ୍ସବ ଉଦଘାଟିତ ହୋଇଯାଇଛି । ଆଇ. ଜି. ହିମାଂଶୁ କୁମାର ଲାଲ ଓ ବରଗଡ଼ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସାହାଇ ମୀନା ଅତିଥି ଭାବରେ ଯୋଗଦେଇ
Read More...

ନୃସିଂହନାଥ ଧର୍ମଶାଳାରେ ମାଗଣା ସ୍ୱାସ୍ଥ୍ୟ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲାର ପଦ୍ମପୁର ଉପଖଣ୍ଡ ପାଇକମାଲ ସ୍ଥିତ ନୃସିଂହନାଥ ଧର୍ମଶାଳା ପରିସରରେ ମଙ୍ଗଳବାର ବିକାଶ ହସ୍ପିଟାଲ ତରଫରୁ ଓ ନୃସିଂହନାଥ ମନ୍ଦିର ଆନୁକୂଲ୍ୟରେ ଏକ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ମନ୍ଦିର ପରିଚାଳନା କମିଟିର
Read More...

ଲୋକସଭାରେ ବରଗଡ଼ରୁ ଭୁବନେଶ୍ୱର ସକାଳ ଟ୍ରେନ ଚଳାଚଳ ପ୍ରସଙ୍ଗ ଉଠିଲା

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ରୁ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରକୁ ଏକ ସକାଳ ଟ୍ରେନ ଶୁଭାରମ୍ଭ କରିବା ପାଇଁ ଆଜି ଲୋକସଭାରେ ଧାରା ୩୭୭ ଅଧିନିୟମ ଅନୁଯାୟୀ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ କେନ୍ଦ୍ର ରେଳମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ବରଗଡ଼ରୁ ନୂଆପଡା ପାଇଁ ଏକ ନୂତନ
Read More...

ପଞ୍ଚମ ପଦ୍ମପୁର ଲୋକ ମହୋତ୍ସବ ସାଂସ୍କୃତିକ ଶୋଭାଯାତ୍ରା ସହ ଶୁଭାରମ୍ଭ

ବୀରବାଦ୍ୟ ଘୁମରା, ବାଘନାଚ, ସମର କଳା ଓ ସାନ୍ତାଳୀ ନୃତ୍ୟ ପାଲଟିଲା ବିଶେଷ ଆକର୍ଷଣ ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥାନୀୟ ଟାଉନ୍ କ୍ଲବ ଦ୍ୱାରା ଆୟୋଜିତ ହେଉଥିବା ଲୋକ ମହୋତ୍ସବ ମଞ୍ଚରେ ପାଞ୍ଚ ଦିନ ଧରି ସାଂସ୍କୃତିକ କାର୍ଯ୍ୟକ୍ରମ ପର୍ବ ଆୟୋଜିତ ହେଉଥିବା ବେଳେ
Read More...

ଉଦଯାପିତ ହେଲା ପଦ୍ମପୁର ୨ୟ ବ୍ୟାଡମିଣ୍ଟନ ପ୍ରିମିୟର ଲିଗ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମ ଠାରେ ଶେଖ ହାଇଦରଙ୍କ ସ୍ମୃତିରେ ପଦ୍ମପୁର ବ୍ୟାଡମିଣ୍ଟନ ଅନୁଷ୍ଠାନ ଦ୍ୱାରା ୨ ଦିନ ଧରି ହେଉଥିବା ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଆଜି ସମାପ୍ତ ହୋଇଯାଇଛି । ପୂର୍ବରୁ ୬ ତାରିଖ ଦିନ ଆଉଟଡ଼ୋର ଟୁର୍ଣ୍ଣାମେଣ୍ଟ
Read More...

ପଞ୍ଚମ ପଦ୍ମପୁର ଲୋକ ମହୋତ୍ସବ ସାଂସ୍କୃତିକ ପର୍ବକୁ ନେଇ ସାମ୍ବାଦିକ ସମ୍ମିଳନୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ସ୍ଥାନୀୟ ଟାଉନ କ୍ଲବ ତରଫରୁ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ କଳା ଓ ସଂସ୍କୃତିର ମହାମିଳନର ମଞ୍ଚ ଅନୁଷ୍ଠିତ ହେବାକୁ ଯାଉଛି । ତେବେ କମିଟି ତରଫରୁ ଆୟୋଜିତ ହେଉଥିବା ପଦ୍ମପୁର ଲୋକ ମହୋତ୍ସବର ବିଭିନ୍ନ ପର୍ଯ୍ୟାୟ ଥିବା ବେଳେ ଆସନ୍ତା
Read More...

ଝାରବନ୍ଧରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜି ବରଗଡ଼ ଜିଲ୍ଲା ପ୍ରଶାସନ ତରଫରୁ ଏକ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଆୟୋଜନ କରାଯାଇଥିଲା । ଏହି ଶିବିରର ଅଧ୍ୟକ୍ଷତା ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧୀକ୍ଷକ ପ୍ରହଲ୍ଲାଦ
Read More...

ମାଣ୍ଡୋସିଲ ବିଜେପି ମଣ୍ଡଳ ସ୍ତରୀୟ ବନ୍ଧୁ ମିଳନ ଓ ବୈଠକ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ମାଣ୍ଡୋସିଲ ମଣ୍ଡଳ ସ୍ତରୀୟ ବିଜେପି କାର୍ଯ୍ୟକର୍ତ୍ତା ମାନଙ୍କର ସାଇପଲା ଡ୍ୟାମ ପରିସରରେ ମାଣ୍ଡୋସିଲ ମଣ୍ଡଳ ସଭାପତି ଯତୀନ ସାହୁଙ୍କ ସଭାପତିତ୍ୱରେ ଏକ ବନ୍ଧୁ ମିଳନ ଓ ସଭା ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ଆଗାମୀ
Read More...

ୱିନର୍ ବ୍ରାଇଟ୍ ଫ୍ୟୁଚର୍ ସ୍କୁଲରେ ବାର୍ଷିକ ବିଜ୍ଞାନ ଓ କଳା ପ୍ରଦର୍ଶନୀ : ପ୍ରଦର୍ଶିତ ହେଲା ୪୪୬ ପ୍ରକଳ୍ପ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବିଜ୍ଞାନ ଏବଂ କଳା, ସଭ୍ୟତାର ଆରମ୍ଭରୁ ମନୁଷ୍ୟ ଜୀବନ ସହିତ ଅଙ୍ଗାଙ୍ଗୀ ଭାବରେ ଜଡ଼ିତ । ମନୁଷ୍ୟ ସମାଜର ଉନ୍ନତି ପାଇଁ ବିଜ୍ଞାନର ଆଭିମୁଖ୍ୟକୁ ଦେଖି ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀ ଜୟ ଜୱାନ୍ ଜୟ କିସାନ୍ ନାରା ସହିତ ଜୟ
Read More...

ଟେମରୀ ହାଇସ୍କୁଲରେ ୧୯୯୨ ମାଟ୍ରିକ୍ ବ୍ୟାଚ୍‌ର ବନ୍ଧୁମିଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଟେମରୀ ହାଇସ୍କୁଲର ୧୯୯୨ ବ୍ୟାଚ ଛାତ୍ରଛାତ୍ରୀଙ୍କ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଯାଇଛି । ଏହି ଉତ୍ସବରେ ଅବସର ପ୍ରାପ୍ତ ଶିକ୍ଷକ ସତ୍ୟ ନାରୟଣ ତ୍ରିପାଠୀ ଓ ଗୋବିନ୍ଦ ପାଣିଗ୍ରାହୀ ଯୋଗ ଦେଇଥିଲେ । ଛାତ୍ରଛାତ୍ରୀ
Read More...