ଯୋଖିପାଲି ରଥଯାତ୍ରାର ନିଆରା ପରମ୍ପରା ୧୦ଦିନ ପର୍ଯ୍ୟନ୍ତ ରଥାଋଢ଼ ହୁଅନ୍ତି ତିନି ଠାକୁର
ପଦ୍ମପୁର, (ନିରୋଜ କୁମାର ପାଣୀ) : ମହାପ୍ରଭୁ ଜଗନ୍ନାଥଙ୍କ ଲୀଳା ସବୁଠାରୁ ନିଆରା । ଆଷାଢ଼ ଶୁକ୍ଳପକ୍ଷ ଦ୍ଵିତୀୟା ତିଥିରେ ମହାପ୍ରଭୁ ତାଙ୍କ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କ ସହ ଶ୍ରୀଗୁଣ୍ଡିଚାକୁ ରଥରେ ଯାଇଥାନ୍ତି । ପୁରୀ ରଥଯାତ୍ରା ପରି ପୁରପଲ୍ଲୀରେ ରଥଯାତ୍ରା ଆୟୋଜନ ହୋଇଥାଏ ।!-->…
Read More...
Read More...