ରସାୟନ ବିଜ୍ଞାନ ବିଭାଗରେ ବିଦାୟ ସମ୍ୱର୍ଦ୍ଧନା
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ରସାୟନ ବିଭାଗର ପ୍ରକୋଷ୍ଠରେ ଅଧ୍ୟକ୍ଷ ଡଃ ଲଳିତେନ୍ଦୁ ନାୟକଙ୍କ ସଭାପତିତ୍ଵରେ ଏକ ବିଦାୟକାଳୀନ ସମ୍ୱର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ବିଭାଗୀୟ ମୁଖ୍ୟ ଡ଼ଃ ମନୋଜ ପ୍ରଧାନକୁ ରସାୟନ ବିଭାଗ ତରଫରୁ ବିଦାୟ ସମ୍ବର୍ଦ୍ଧନା!-->…
Read More...
Read More...