Browsing Tag

padampur news

ଜନସମ୍ପର୍କ ଅଭିଯାନ ପାଇଁ ବିଜେପି ସର୍ଗିବାହାଲ ମଣ୍ଡଳସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ମେ' ୩୦ରୁ ଜୁନ ୩୦ ପର୍ଯ୍ୟନ୍ତ ନରେନ୍ଦ୍ର ମୋଦୀ ସରକାରଙ୍କ ୯ ବର୍ଷ ପୂର୍ତ୍ତି ଉପଲକ୍ଷେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନାଭିମୁଖୀ ଯୋଜନାଗୁଡିକୁ ଘରକୁ ଘର ପହଞ୍ଚାଇବା ପାଇଁ ସର୍ଗିବାହାଲ ମଣ୍ଡଳ ସଭାପତି ନିରାକାର ବରିହାଙ୍କ ସଭାପତିତ୍ୱରେ ଏକ ସଭା
Read More...

ମାଣ୍ଡୋସିଲ ମଣ୍ଡଳର କାର୍ଯ୍ୟକାରିଣୀ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଭାରତୀୟ ଜନତା ପାର୍ଟି ମାଣ୍ଡୋସିଲ ମଣ୍ଡଳର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବରଗଡ ଜିଲ୍ଲା ଉପ ସଭାପତି ସରୋଜ ସାମଲ, ବିଜେପି କୃଷକ ମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଗୋବର୍ଦ୍ଧନ ଅଗ୍ରୱାଲ ଓ ମନ କି
Read More...

‘ସଚେତନ ହେମା’ ଅନୁଷ୍ଠାନର ଶିଶୁ କଳାକାର ଜାତୀୟ ସାଂସ୍କୃତିକ ବୃତ୍ତି ପାଇବା ପାଇଁ ମନୋନୀତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ସଚେତନ ହେମା, ଢୋଲବନ୍ଧର ଶିଶୁ କଳାକାର ଦିବ୍ୟାରାଣୀ କଣ୍ଟା ସଂସ୍କୃତି ମନ୍ତ୍ରଣାଳୟ ଭାରତ ସରକାରଙ୍କ ସାଂସ୍କୃତିକ ସ୍ରୋତ ଏବଂ ପ୍ରଶିକ୍ଷଣ କେନ୍ଦ୍ରର ସାଂସ୍କୃତିକ ପ୍ରତିଭା ଖୋଜା ବୃତ୍ତି ପାଇଁ ମନୋନୀତ ହୋଇଛନ୍ତି । ନାଟ୍ୟକାର
Read More...

ଭିଜିଲାନ୍ସ ହାତରେ ଧରା ପଡିଲେ ଦହିତା ଆର୍‌ଆଇ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଦହିତା ରାଜସ୍ୱ ନିରୀକ୍ଷକ ଦାମୋଦର ସୁନା ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ନକ୍ସା କରାଇ ଦେବା ପାଇଁ ୧୧ ଜଣ ହିତାଧିକାରୀଙ୍କଠାରୁ ଜଣ ପିଛା ୩୦୦ ଟଙ୍କା ଲେଖାଏଁ ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ ଟିମ୍‌ ତାଙ୍କୁ
Read More...

ମୋଦୀ ସରକାରଙ୍କ ନଅ ବର୍ଷ ପୂର୍ତ୍ତି ଉପଲେକ୍ଷ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ନିର୍ବାଚନ ମଣ୍ଡଳୀ ଝାରବନ୍ଧ ବ୍ଲକ ଜଗଦଳପୁର ମଣ୍ଡଳରେ ଆଜି ମଣ୍ଡଳ ସଭାପତି ହରେକୃଷ୍ଣ ପଟେଲଙ୍କ ସଭାପତିତ୍ୱରେ ଲୋହରସିଙ୍ଗଠାରେ ମଣ୍ଡଳ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ ମୁଖ୍ୟ ଅତିଥି ଭାବେ ପଦ୍ମପୁର ବ୍ଲକ ସାଂସଦ
Read More...

ସିରଜିନା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନର ମାସିକ ଆସର

ପଦ୍ମପୁର, (ନିରୋଜ କୁମାର ପାଣୀ) : ସୁଶ୍ରୀ ଜିତେଶ୍ୱରୀ ଦାଶଙ୍କ ପୌରୋହିତ୍ୟରେ ସମ୍ପାଦକ ରାଜେନ୍ଦ୍ର କୁମାର ମହାନ୍ତିଙ୍କ ସମ୍ପାଦନାରେ ରାଜବୋଡାସମ୍ବର ଉଚ୍ଚ ବିଦ୍ୟାଳୟରେ ଏହି ମାସର ମାସିକ ଆସର ଅନୁଷ୍ଠିତ ହୋଇଯାଇଛି । ସଂଯୋଜକ ଅଧ୍ୟାପକ ପୌଲସ୍ତ୍ୟ ସାହା ଗଳ୍ପ ସାହିତ୍ୟର ଉଦ୍ଦେଶ୍ୟ ଜ୍ଞାପନ
Read More...

ରାଜପୁତ କ୍ଷତ୍ରୀୟ ସମାଜର କାର୍ଯ୍ୟକାରିଣୀ କମିଟି ଗଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ରାଜପୁତ କ୍ଷତ୍ରୀୟ ସମାଜର ଏକ ବୈଠକ ସ୍ଥାନୀୟ ମାରୱାଡି ଧର୍ମଶାଳାଠାରେ ଫଗୁଲାଲ ସିଂହଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପଦ୍ମପୁର, ପାଇକମାଲ, ଝାରବନ୍ଧ ବ୍ଲକର ଆସିଥିବା ଶତାଧିକ ରାଜପୁତ ଭାଇ ଭଉଣୀ ମାଆମାନଙ୍କ ଉପସ୍ଥିତରେ ପ୍ରଥମେ
Read More...

ଆଗାମୀ ସାହିତ୍ୟ ସଂସଦ ଆନୁକୂଲ୍ୟରେ ଗୁରୁ ଜୟନ୍ତୀ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଆରବି ହାଇସ୍କୁଲ ପରିସରରେ ଗତକାଲି ଆଗାମୀ ସାହିତ୍ୟ ସଂସଦ ତରଫରୁ ପ୍ରଜ୍ଞା ପୁରୁଷ ସ୍ୱର୍ଗତ ଡଃ ଗଙ୍ଗାଧର ଗୁରୁଙ୍କ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସଂସଦର ସଭାପତି ଡଃ ପ୍ରମୋଦ କୁମାର ପାଢୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଜୟନ୍ତୀ ସଭାରେ
Read More...

ଭିନ୍ନକ୍ଷମ ଓ ବରିଷ୍ଠ ନାଗରିକ ଚିହ୍ନଟିକରଣ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅଫିସ ପରିସରରେ ଭିନ୍ନକ୍ଷମ ଓ ବରିଷ୍ଠ ନାଗରିକମାନଙ୍କର ଚିହ୍ନଟିକରଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ବରଗଡ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ତଥା ପାଇକମାଲ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଉପସ୍ଥିତ
Read More...

ମହାସମାରୋହରେ ପାଳିତ ହୋଇଯାଇଛି ଶୀତଳଷଷ୍ଠୀ ଯାତ୍ରା

ପଦ୍ମପୁର, (ନିରୋଜ କୁମାର ପାଣୀ) : ମହାସମାରୋହରେ ପଦ୍ମପୁରରେ ପାଳିତ ହୋଇଯାଇଛି ମହାଦେବ ଏବଂ ମାତା ପାର୍ବତୀଙ୍କ ପବିତ୍ର ବିବାହ ଉତ୍ସବ ବା ଶୀତଳଷଷ୍ଠୀ ଯାତ୍ରା । ହଜାର ହଜାର ଭକ୍ତଙ୍କ ସମାଗମରେ ଘଣ୍ଟ, ଶଙ୍ଖ, ଡମ୍ବରୁ ନାଦ ସହ ହର ହର ମହାଦେବ ଓ ଜୟ ମାତାଦୀର ଧ୍ୱନୀରେ ସମଗ୍ର ନଗର
Read More...