ସ୍ୱପ୍ନେଶ୍ୱର ବାବାଙ୍କର ପତର ପେଣ୍ଡି ଉତ୍ସବ ସମ୍ପର୍ଣ୍ଣ
ପଦ୍ମପୁର, (ନିରୋଜ କୁମାର ପାଣୀ) : ଦେବାଦୀ ଦେବ ମହାଦେବ ଏବଂ ଜଗତ ଜନନୀ ମାତା ପାର୍ବତୀଙ୍କର ପବିତ୍ର ବିବାହ ଉତ୍ସବ ହେଉଛି ଶୀତଳ ଷଷ୍ଠୀ ଉତ୍ସବ । ଏହି ଉତ୍ସବକୁ ବହୁ ଆଡମ୍ବର ଏବଂ ଭକ୍ତି ଭାବରେ ପାଳନ କରିଥାନ୍ତି ଲୋକେ । ସେହି ପରିପ୍ରେକ୍ଷୀରେ ପଦ୍ମପୁର ସାର୍ବଜନୀନ ଶୀତଳ ଷଷ୍ଠୀ କମିଟି!-->…
Read More...
Read More...