ପାଇକମାଲ କସ୍ତୁରବା ଗାନ୍ଧୀ ମାତୃନିକେତନରେ ଯୋଗ ଦିବସ ପାଳିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : କସ୍ତୁରବା ଗାନ୍ଧୀ ମାତୃନିକେତନ ପାଇକମାଲରେ ଅନ୍ତଃରାଷ୍ଟ୍ରୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗଗୁରୁ ଦେବଦର୍ଶନ ତ୍ରିପାଠୀ ଯୋଗ ଦେଇ ଅନୁଷ୍ଠାନର ଅନ୍ତେବାସୀଙ୍କୁ ଅତି ସୁନ୍ଦର ଭାବରେ ଯୋଗାଭ୍ୟାସ କରାଇଥିଲେ । ଏହି ଅବସରରେ ମୁଖ୍ୟ ଅତିଥି ଭାବରେ!-->…
Read More...
Read More...