Browsing Tag

padampur news

ଜଗଦଲପୁର ମଣ୍ତଳରେ ବିଜେପିର ପ୍ରତିଷ୍ଠା ଦିବସ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ବିଧାନସଭା ଜଗଦଳପୁର ମଣ୍ଡଳରେ ବଜାର ଛକ ସ୍ଥିତ ଅଘରିଆ ଧର୍ମଶାଳାଠାରେ ଭାରତୀୟ ଜନତା ପାର୍ଟି ମଣ୍ଡଳ ସଭାପତି ହରେକୃଷ୍ଣ ପଟେଲଙ୍କ ନେତୃତ୍ୱରେ "ପ୍ରତିଷ୍ଠା ଦିବସ" ପାଳନ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଦିନେଶ ପଟେଲ, ଦୁବରାଜ
Read More...

୧୧ରେ ରୋପ୍ୟ ଜୟନ୍ତୀ ଉତ୍ସବରେ ମହାମହିମ ରାଜ୍ୟପାଳଙ୍କୁ ସ୍ୱାଗତ ପାଇଁ ପ୍ରସ୍ତୁତି

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ସ୍ଥିତ ଯମୁନା କାନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟର ରୋପ୍ୟ ଜୟନ୍ତୀ ଉତ୍ସବ ଚଳିତ ମାସ ୧୧ / ୪ ଦିନ ପାଳନ ପାଇଁ ଜୋରଦାର ପ୍ରସ୍ତୁତି ଚାଲିଛି । ଏହି ଉତ୍ସବରେ ମହାମହିମ ରାଜ୍ୟପାଳ ଗଣେଶୀ ଲାଲ ଯୋଗଦେବାର ସ୍ଥିର
Read More...

ବରିହାପାଲିରେ ରାମନବମୀ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଲକ ଅନ୍ତର୍ଗତ ବରିହାପାଲି ଗ୍ରାମରେ ପବିତ୍ର ଶ୍ରୀରାମ ନବମୀ ପୂଜା ମହୋତ୍ସବ ବେଶ ଧୁମ୍‌ଧାମ୍‌ରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଚଳିତ ମାସ ଏକ ତାରିଖରୁ ଆରମ୍ଭ ହୋଇ ୫ ତାରିଖ ପର୍ଯ୍ୟନ୍ତ ଚାଲିଥିଲା ।ପ୍ରଥମ ଦିନରେ
Read More...

ବାସନ୍ତିକ ରାମଚଣ୍ଡୀ ମହୋତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗନ୍ଧମାର୍ଦ୍ଦନ ପର୍ବତ ପାଦ ଦେଶରେ ଥିବା ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ନୃସିଂହନାଥ ମନ୍ଦିର ନିକଟରେ ବିଷା ଶହେ କୁଳ କୁଲତା ସମାଜର ଇଷ୍ଟ ଦେବୀ ମା' ରଣେଶ୍ୱରୀ ରାମଚଣ୍ଡୀ ମନ୍ଦିର ଅବସ୍ଥିତ । ଏହି ପ୍ରସିଦ୍ଧ ମନ୍ଦିର ପରିସରରେ ବୁଧବାର ବାସନ୍ତିକ ଚଣ୍ଡୀ
Read More...

ବୈଶାଖ ମେଳା ପରିଚାଳନା କମିଟି ଓ ପ୍ରଶାସନିକ ଅଧିକାରୀଙ୍କ ମିଳିତ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡିଶାର ପ୍ରସିଦ୍ଧ ତୀର୍ଥ କ୍ଷେତ୍ର ଶ୍ରୀ ଶ୍ରୀ ନୃସିଂହନାଥ ମହାପ୍ରଭୁଙ୍କ ଜନ୍ମ ମହୋତ୍ସବ ତଥା ବୈଶାଖ ମେଳା ଆସନ୍ତା ମଇ ଏକ ତାରିଖରୁ ପାଞ୍ଚ ତାରିଖ ଯାଏଁ ଅନୁଷ୍ଠିତ ହେବ । ଏହି ମେଳା ସୁନ୍ଦର ଭାବରେ ପରିଚାଳନା କରିବା ପାଇଁ ମଙ୍ଗଳବାର ଭୋଗ
Read More...

ସାରଙ୍ଗପୁରରେ ଚବିଶ ପ୍ରହରୀ ନାମଯଜ୍ଞ ଶୁଭାରମ୍ଭ : କଳସ ଯାତ୍ରାରେ ଶତାଧିକ ମହିଳାଙ୍କ ଯୋଗଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ବ୍ଲକ ଅଧିନସ୍ଥ ସାରଙ୍ଗପୁର ଗ୍ରାମରେ ୨୪ ପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ କଳସ ଯାତ୍ରାରେ ଶତାଧିକ ମହିଳାମାନେ ଯୋଗଦାନ କରିଥିଲେ । ଏହି ୨୪ ପ୍ରହରୀ ନାମଯଜ୍ଞ ୪ ଦିନ ବ୍ୟାପି ହେବାକୁ ଯାଉଥିବା
Read More...

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ପ୍ରଥମ ଦିନୋତ୍ସବ ଓ ଉତ୍କଳ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ପ୍ରଥମ ଦିନୋତ୍ସବ ଓ ଉତ୍କଳ ଦିବସ ପାଳିତ ହୋଇଯାଇଛି । ଶିଶୁ ମନ୍ଦିର ବିଭାଗରେ ନରେନ୍ଦ୍ର ଗୁରୁଜୀ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ । ମୁଦିରଥ ପଣ୍ଡା ଓ ଦୁର୍ବାଦଳ ସାହୁ ଗୁରୁଜୀ ଉତ୍କଳ ଦିବସ ବିଷୟରେ ବୌଦ୍ଧିକ
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଦୁଇ ମୃତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ପଦ୍ମପୁର ବିଜୁ ଏକ୍ସପ୍ରେସ ୱେ'ର ରଞ୍ଜିତପୁର ଛକ ନିକଟରେ ବୁଧବାର ମଧ୍ୟ ରାତ୍ରରେ ଦୁଇ ଗୋଟି ବାଇକ ମୁହାଁମୁହିଁ ଧକ୍କା ହେବାରୁ ଦୁଇ ବାଇକ ଚାଳକଙ୍କର ମୃତ୍ୟୁ ହୋଇଯାଇଥଲା । ପାଇକମାଳ ଥାନା ଅଧିକାରୀ ସୁଶାନ୍ତ କୁମାର ବଢ଼େଇଙ୍କ ଦ୍ୱାରା ମିଳିଥିବା
Read More...

ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଶ୍ରୀରାମ ନବମୀ ଉତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଶ୍ରୀରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି । ପ୍ରଧାନ ଆଚାର୍ଯ୍ୟ ଯୁବରାଜ ପଧାନଙ୍କ ଅଧ୍ୟକ୍ଷତାରେ ଗୋପାଳଜୀ ମନ୍ଦିରରୁ ଶ୍ରୀରାମ, ଲକ୍ଷ୍ମଣ, ସୀତା ଓ ହନୁମାନଙ୍କ ମୂର୍ତ୍ତିକୁ ଅଣାଯାଇ ଏକ ସୁସଜ୍ଜିତ ରଥରେ
Read More...

ସଚେତନ ହେମା ନାଟ୍ୟ ଅନୁଷ୍ଠାନ ତରଫରୁ ବିଶ୍ୱ ନାଟ୍ୟ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଢୋଲବନ୍ଧ ଗ୍ରାମରେ ଥିବା ସଚେତନ ହେମା ଅନୁଷ୍ଠାନ ତରଫରୁ ବିଶ୍ୱ ନାଟ୍ୟ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ନାଟ୍ୟକାର ରାଜକୁମାର ସାହୁ ବିଶ୍ୱ ନାଟକ ଦିବସର ମହତ୍ୱ କହିବା ସହ ଇଜିପ୍ଟ ଦେଶର ଅଭିନେତ୍ରୀ ସମିହା ଆୟୁବଙ୍କ ଦ୍ୱାରା
Read More...