Browsing Tag

padampur news

ପଞ୍ଚମ ପଦ୍ମପୁର ଲୋକ ମହୋତ୍ସବର ଗଣଦୌଡ ଓ ବାଣିଜ୍ୟ ମେଳା ଉଦଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଠାରେ ପ୍ରତିବର୍ଷ ଭଳି ଏଥର ମଧ୍ୟ ଟାଉନ୍ କ୍ଲବ ପଦ୍ମପୁର ତରଫରୁ ଲୋକ ମହୋତ୍ସବ ୨୦୨୫ର ବିଭିନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ସ୍ଥାନୀୟ ଟାଉନ କ୍ଲବ ଦ୍ୱାରା ଆୟୋଜିତ ହେଉଥିବା ପଦ୍ମପୁର ଲୋକ ମହୋତ୍ସବ ୨୦୨୫ ଆସନ୍ତା
Read More...

ଘର ଘର ବୁଲି ଅନ୍ତୋଦୟ ଓ ପ୍ରଧାନମନ୍ତ୍ରୀ ଆବାସ ଗୃହର ତଦାରଖ କଲେ ବିଡ଼ିଓ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମନୋଜ ଦେବତା ନିଜ ଅଧିକାରୀ ବିପିସି ବିକ୍ରମ ବାରିକ, ଗ୍ରାମପଞ୍ଚାୟତ ନିର୍ବାହୀ ଅଧିକାରୀ ଘନଶ୍ୟାମ ଟଟଙ୍ଗ, ଏ.ସି.ପି ରମେଶ ନାଏକ, ଗ୍ରାମ ରୋଜଗାର ସେବକ ରାଜ କୁମାର ଦୀପଙ୍କୁ ସାଙ୍ଗରେ ନେଇ ଆଜି
Read More...

ବି. ଆର୍‌. ଆମ୍ବେଦକରଙ୍କ ମହାପ୍ରୟାଣ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ସ୍ତରୀୟ ଲକ୍ଷେ ଘର ଗଣ୍ଡା ସମାଜ ସଙ୍ଘ ପଦ୍ମପୁର ପକ୍ଷରୁ ସମ୍ବିଧାନ ପ୍ରଣେତା ଡ. ବି. ଆର୍‌. ଆମ୍ବେଦକରଙ୍କ ୬୯ତମ ମହାପ୍ରୟାଣ ଦିବସ ପଦ୍ମପୁର ନିକଟସ୍ଥ କୁମୁନିବାହାଲି ଛକ ଠାରେ ଭାରପ୍ରାପ୍ତ ସଭାପତି ଯଶପାଳ କୁମ୍ଭାରଙ୍କ ସଭାପତିତ୍ୱରେ
Read More...

ତ୍ରେତୟା ଯୁଗର ଆରାଧ୍ୟ ଦେବୀ ମା’ ଦୁର୍ଗେଇ ଦେବୀଙ୍କ ବାର୍ଷିକ ପୂଜାନୋତ୍ସବ ସମ୍ପନ୍ନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମିଠାପାଲି ପଞ୍ଚାୟତ ମନଭଙ୍ଗ ଡ୍ୟାମ ଦେଇ ମା'ଙ୍କ ପୀଠସ୍ଥଳୀ ତ୍ରେତୟା ନୃସିଂହନାଥ ପର୍ବତମାଳା ଶିଖରରେ ଅବସ୍ଥିତ ମା' ଦୁର୍ଗେଇଦେବୀ (ବୁଢ଼ୀ)ଙ୍କ ବାର୍ଷିକ ପୂଜାନୋତ୍ସବ ସମ୍ପନ୍ନ ହୋଇଯାଇଛି । ୪ ତାରିଖରୁ
Read More...

ଆଜି ଗନ୍ଧମାର୍ଦ୍ଦନରେ ପ୍ରସିଦ୍ଧ ଦୁର୍ଗେଇ ଦେବୀଙ୍କ ଯାତ୍ରା ଆରମ୍ଭ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ନୃସିଂହନାଥ ପୀଠର ପୁରାଣ ପ୍ରସିଦ୍ଧ ଗନ୍ଧମାର୍ଦ୍ଦନ ପାହାଡର ଦୁର୍ଗେଇଖୋଲ ଠାରେ ଆଜି ପ୍ରସିଦ୍ଧ ଦୁର୍ଗେଇ ଦେବୀଙ୍କ ଯାତ୍ରା ଆରମ୍ଭ ହେବ । ତ୍ରେତୟା ଯୁଗରୁ ପୂଜା ପାଇ ଆସୁଥିବା ମା' ଦୁର୍ଗେଇ ଦେବୀଙ୍କ
Read More...

ପଦ୍ମପୁର ବ୍ୟାଡମିଣ୍ଟନ ପ୍ରିମିୟର ଲିଗ ୨.୦ ପାଇଁ ସାମ୍ବାଦିକ ସମ୍ମିଳନୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ୟାଡମିଣ୍ଟନ ଅନୁଷ୍ଠାନ ତରଫରୁ ମୀରାଇନ ଲଜ ଠାରେ କପିଲ ଅଗ୍ରୱାଲଙ୍କ ସଭାପତିତ୍ୱରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବାବୁଲୁ ଶେଖ, ହରିଶହଙ୍କର ସିଂହ, ଦେବାଶିଷ ପଣ୍ଡା, ରାଜା ଶେଖ, ବଂଶୀ ଅଗ୍ରୱାଲ ମଞ୍ଚାସୀନ ଥିଲେ ।
Read More...

ସଚେତନ ହେମା ଅନୁଷ୍ଠାନ ତରଫରୁ ଗୁରୁ ଭଗବାନ ସାହୁଙ୍କ ଶ୍ରାଦ୍ଧବାର୍ଷିକୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଢୋଲବନ୍ଧ ଗ୍ରାମରେ ଥିବା ସଚେତନ ହେମା ଅନୁଷ୍ଠାନ ତରଫରୁ ନାଟ୍ୟଗୁରୁ ଭଗବାନ ସାହୁଙ୍କ ୨୫ତମ ଶ୍ରାଦ୍ଧବାର୍ଷିକୀ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଅବସରରେ ଅବସରପ୍ରାପ୍ତ ରାଜସ୍ୱ ନିରୀକ୍ଷକ ସୁରେନ୍ଦ୍ର ସାହୁ ମୁଖ୍ୟ ଅତିଥି, କାର୍ତିକ
Read More...

ବିଶ୍ଵ ଏଡସ୍ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହା ବିଦ୍ୟାଳୟରେ ଅଧ୍ୟକ୍ଷ ଲୋହିତ କୁମାର ବାରିକଙ୍କ ଅଧ୍ୟକ୍ଷତାରେ ବିଶ୍ଵ ଏଡସ୍ ଦିବସ ଉପଲକ୍ଷେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ପାଇକମାଲ ବିଡିଓ ପ୍ରଫୁଲ୍ଲ କୁମାର ଉଦୁ ଏଡସ୍
Read More...

ପାଇକମାଲ ବିନ୍ଧ୍ୟ ବାସିନୀ ସ୍ନାତକ ମହା ବିଦ୍ୟାଳୟରେ ଚକ୍ଷୁ ଚିକିତ୍ସା ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହା ବିଦ୍ୟାଳୟରେ ଯୁବ ରେଡକ୍ରସ ପକ୍ଷରୁ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଥିଲା । ମହା ବିଦ୍ୟାଳୟର ଅଧ୍ୟକ୍ଷ ଲୋହିତ କୁମାର ବାରିକ ଶିବିରର ଉଦଘାଟନ କରିଥିଲେ । ତ୍ରିଲୋଚନ ନେତ୍ରାଳୟ
Read More...

କନସିଂହା ସରକାରୀ ସତ୍ୟସେବା ଉଚ୍ଚ ବିଦ୍ୟାଳୟର ଖେଳ ଶିକ୍ଷକଙ୍କ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ କନସିଂହା ସତ୍ୟସେବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଖେଳ ଶିକ୍ଷକ ଗୋବର୍ଦ୍ଧନ ମିଶ୍ରଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଡ଼. ପ୍ରେମାନନ୍ଦ ବେହେରାଙ୍କ ସଭାପତିତ୍ୱରେ
Read More...