Browsing Tag

padampur news

ସମ୍ୱଲପୁରୀ ଦିନ, ନାଟ୍ୟ ମହୋତ୍ସବ ଓ କ୍ଷୁଦ୍ର ଫିଲ୍ମ ପ୍ରତିଯୋଗିତା ପାଇଁ ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସିରଜିନା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପଦ୍ମପୁରର କାର୍ଯ୍ୟକାରୀ ସଭାପତି ସୁଶ୍ରୀ ଜିତେଶ୍ୱରୀ ଦାଶଙ୍କ ସଭାପତିତ୍ୱରେ ପଦ୍ମପୁର ସ୍ଥିତ ଶ୍ରୀ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରରେ ସମ୍ୱଲପୁରୀ ଦିନ ପାଳନର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
Read More...

ରେଳ ଦୁର୍ଘଟଣାରେ ମୃତ ଓ ସନ୍ଥ ରଘୁନାଥ ଜୀଙ୍କ ସ୍ମୃତିରେ ବିଶ୍ଵ ପରିବେଶ ଦିବସ ଅବସରରରେ ବୃକ୍ଷ ରୋପଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ପକ୍ଷରୁ ଗତକାଲି ବିଶ୍ୱ ପରିବେଶ ଦିବସ ଅବସରରେ ବାଲେଶ୍ଵର ବାହାନାଗାରେ ରେଳ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତି ଓ ସନ୍ଥ ରଘୁନାଥ ଜୀ ସ୍ମୃତି ଉଦ୍ଦେଶ୍ୟରେ ବୃକ୍ଷରୋପଣ କରାଯାଇଛି । ଶ୍ରୀ ଶ୍ରୀ ନୃସିଂହନାଥ
Read More...

ବାହାନଗା ରେଳ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସହରର ଜଣାଶୁଣା ଯୁବ ଆଇନଜୀବୀ ଅଜିତ କୁମାର ଶତପଥିଙ୍କ ଆହ୍ୱାନ କ୍ରମେ ଭେଉଁରିଆ ଛକରେ ରେଳ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀମାନଙ୍କର ଅମର ଆତ୍ମାର ସଦ୍‌ଗତି କାମନା ଉଦ୍ଦେଶ୍ୟରେ ସାମୁହିକ ଦୀପଦାନ ଓ ଶୋକ ପ୍ରାର୍ଥନା କରାଯାଇଥିଲା । ଏହି
Read More...

ଶିକ୍ଷକ ସୁବାଷ ଚନ୍ଦ୍ର ସାହୁ ପ୍ରକୃତି ବନ୍ଧୁ ସମ୍ମାନରେ ସମ୍ମାନିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ପୁଝାରୀପାଲି ନିବାସୀ ଶିକ୍ଷକ ସୁବାଷ ଚନ୍ଦ୍ର ସାହୁଙ୍କୁ ଆଜି ବିଶ୍ଵ ପରିବେଶ ଦିବସ କାର୍ଯ୍ୟକ୍ରମ ଅବସରରେ ବରଗଡ଼ଠାରେ ଓଡ଼ିଶା ସରକାରଙ୍କ ଜଙ୍ଗଲ ପରିବେଶ ଓ ଜଳବାୟୁ ବିଭାଗ ତରଫରୁ ୨୦୨୩ ମସିହାର ପ୍ରକୃତି
Read More...

ନୃସିଂହନାଥ ଝରଣାରେ ବୁଡି ଯୁବକଙ୍କ ମୃତ୍ୟୁ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିର ପାଦ ଦେଶରେ ପ୍ରବାହିତ ହେଉଥିବା ଝରଣାରେ ଗାଧୋଇବା ପାଇଁ ଆଜି କେତେକ ଯୁବକ ଭୀମଧାରରେ ପହଞ୍ଚି ଗାଧୋଉ ଥିବା ବେଳେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ ହେଲେ ଚକୁଳି
Read More...

ଝାରବନ୍ଧ ମଣ୍ଡଳର କାର୍ଯ୍ୟକାରିଣୀ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ମଣ୍ଡଳର ବିଜେପି କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମୋଦୀ ସରକାରଙ୍କ ୯ ବର୍ଷ ପୂର୍ତ୍ତି ଉପଲକ୍ଷେ ଜନସମ୍ପର୍କ ଅଭିଯାନ ଓ କେନ୍ଦ୍ର ସରକାରଙ୍କ ଲୋକାଭିମୁଖୀ ଯୋଜନା ଗୁଡିକ ବିଷୟରେ ଆଲୋଚନା ହୋଇଥିଲା । ଏହି
Read More...

ଜେନିଥ ବିଜ୍ଞାନ କଲେଜରେ ଶତ ପ୍ରତିଶତ ସଫଳତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାରେ ପଦ୍ମପୁର ବ୍ଲକ ଅନ୍ତର୍ଗତ ଝାକରପାଲି ସ୍ଥିତ ଜେନିଥ କଲେଜରେ ସମସ୍ତ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇ କଲେଜକୁ ଗୌରବାନ୍ଵିତ କରିଛନ୍ତି । ଛାତ୍ର କେଦାର ଭୋଇ ୮୨% ରଖି ଉପଖଣ୍ଡ ସ୍ତରରେ ଟପ୍ପର ହୋଇଛନ୍ତି । ସୂଚନା ଅନୁସାରେ
Read More...

ଦହିତା ମଣ୍ଡଳର କାର୍ଯ୍ୟକାରିଣୀ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଦହିତାଠାରେ ଦହିତା ମଣ୍ଡଳର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୋଦୀ ସରକାରଙ୍କ ୯ ବର୍ଷ ପୂର୍ତ୍ତି ଉପଲକ୍ଷେ ଜନସମ୍ପର୍କ ଅଭିଯାନ ଓ କେନ୍ଦ୍ର ସରକାରଙ୍କ ଲୋକାଭିମୁଖୀ ଯୋଜନାଗୁଡିକ ବିଷୟରେ
Read More...

ଜନସମ୍ପର୍କ ଅଭିଯାନ ପାଇଁ ବିଜେପି ସର୍ଗିବାହାଲ ମଣ୍ଡଳସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ମେ' ୩୦ରୁ ଜୁନ ୩୦ ପର୍ଯ୍ୟନ୍ତ ନରେନ୍ଦ୍ର ମୋଦୀ ସରକାରଙ୍କ ୯ ବର୍ଷ ପୂର୍ତ୍ତି ଉପଲକ୍ଷେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନାଭିମୁଖୀ ଯୋଜନାଗୁଡିକୁ ଘରକୁ ଘର ପହଞ୍ଚାଇବା ପାଇଁ ସର୍ଗିବାହାଲ ମଣ୍ଡଳ ସଭାପତି ନିରାକାର ବରିହାଙ୍କ ସଭାପତିତ୍ୱରେ ଏକ ସଭା
Read More...

ମାଣ୍ଡୋସିଲ ମଣ୍ଡଳର କାର୍ଯ୍ୟକାରିଣୀ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଭାରତୀୟ ଜନତା ପାର୍ଟି ମାଣ୍ଡୋସିଲ ମଣ୍ଡଳର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବରଗଡ ଜିଲ୍ଲା ଉପ ସଭାପତି ସରୋଜ ସାମଲ, ବିଜେପି କୃଷକ ମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଗୋବର୍ଦ୍ଧନ ଅଗ୍ରୱାଲ ଓ ମନ କି
Read More...