ପାଇକମାଲ ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଜନଶୁଣାଣି
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକଠାରେ ଗତକାଲି ବରଗଡ ଜିଲ୍ଲାପାଳ ଶ୍ରୀମତୀ ମନୀଷା ବାନାର୍ଜୀଙ୍କର ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସମୁଦାୟ ୧୨୮ଗୋଟି ଅଭିଯୋଗର ଶୁଣାଣି ହୋଇଥିଲା । ପାଇକମାଲ ବ୍ଲକ ଅଧିନରେ ଥିବା ୨୨ ଗୋଟି!-->…
Read More...
Read More...