Browsing Tag

padampur news

ରାସ୍ତାର କାମ ତଦାରଖ କଲେ ବିଧାୟିକା ବର୍ଷା ସିଂ ବରିହା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଦ୍ମପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଝାରବନ୍ଧ ବ୍ଲକ ସାରମସିଲିରୁ ସାନକୁଞ୍ଜାରୀ ପର୍ଯ୍ୟନ୍ତ ନିର୍ମାଣ ହେଉଥିବା ରାସ୍ତାର କାମ ତଦାରଖ କରିଛନ୍ତି ବିଧାୟିକା ବର୍ଷା ସିଂ ବରିହା ।
Read More...

ରାଜବୋଡାସମ୍ବର ଧନୁଯାତ୍ରା : ଶ୍ରୀକୃଷ୍ଣ ଜନ୍ମ

ପଦ୍ମପୁର, (କେପିଏନ୍‌ଏସ୍‌) : ପାଇକମାଲ ବ୍ଲକ ଗୋଇବାହାଲିଠାରେ ଅନୁଷ୍ଠିତ ହେଉଥିବା ୫ମ ରାଜବୋଡାସମ୍ବର ଧନୁଯାତ୍ରା ମହୋତ୍ସବା ୨ୟ ସଂଧ୍ୟାରେ ଦେବକୀ -ବସୁଦେବଙ୍କ ବିବାହ, କଂସଙ୍କୁ ବୈବବାଣୀ, କୃଷ୍ଣ ଜନ୍ମ ଆଦି ଦୃଶ୍ୟ ଅଭିନୀତ ହୋଇଥିଲା । ଦରବାରରେ ଅତିଥି ଭାବରେ ଶିକ୍ଷକ ଗୋବିନ୍ଦ ଅଜଗର,
Read More...

ପୃଥ୍ୱୀରାଜ ଓ ଚିତ୍ତ ସ୍ମାରକୀ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ : ଖଲିଆପାଲି ସେମିଫାଇନାଲ୍‌ରେ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ନିକଟସ୍ଥ ବାଦିମାଲ ଠାରେ ଏମଏଲସିସି ଦ୍ଵାରା ଆୟୋଜିତ ୧୯ତମ ପୃଥ୍ୱୀରାଜ ଓ ଚିତ୍ତ ସ୍ମାରକୀ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ଗୁଡ୍ଡୁ ଅଗ୍ରୱାଲ ମୁଖ୍ୟ ଅତିଥି ଓ ସୁଦାମ ମେହେର ଓ ଲକ୍ଷ୍ମୀ ନାରାୟଣ ବନଛୋର
Read More...

ଗାଇସିଲେଟ ପୋଲିସକୁ ବଡ଼ ସଫଳତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପୋଲିସ କବଜାରେ ଲୁଟେରା । ଜନତାଙ୍କ ସହଯୋଗରେ ପୋଲିସ ହାତରେ ଧରା ପଡ଼ିଛନ୍ତି ଲୁଟେରା । ସୂଚନା ଅନୁସାରେ ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ଥାନା ଅନ୍ତର୍ଗତ କଣ୍ଟାଝୁଡା ଗ୍ରାମର ରାହୁଲ ସାହୁ ଗତ ରବିବାର ଗାଇସିଲେଟ ପେଟ୍ରୋଲ ପମ୍ପକୁ ତେଲ ଆଣିବା
Read More...

ଅଖିଳ କ୍ଷେତ୍ରୀୟ ଗୋଣ୍ଡ ସମାଜର ବାର୍ଷିକ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ୍ ଅନ୍ତର୍ଗତ ବରତୁଣ୍ଡା ପଞ୍ଚାୟତ ପୁରେନା ସର୍କଲରେ ବାର୍ଷିକ ବୈଠକ ଅନୁଷ୍ଠିତ ହୋଇଛି । ମୁଖ୍ୟବକ୍ତା ଭାବେ ଧନେଶ୍ଵର ଧରୁଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଦୁର୍ଯ୍ୟୋଧନ ପୁଟା ସଭା ପରିଚାଳନା କରିଥିବା ବେଳେ ମୁଖ୍ୟବକ୍ତା ଭାବେ
Read More...

ନୃସିଂହନାଥ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ୍ ନୃସିଂହନାଥ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଏହି ଉତ୍ସବରେ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ମୋହିନୀ ଦଳପତୀ ସଭାପତିତ୍ୱ କରିଥିବା ବେଳେ
Read More...

ବରିଷ୍ଠ ବିଜେପି ନେତା ନିତ୍ୟାନନ୍ଦ ହୋତାଙ୍କ ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଲଖମରା ପଞ୍ଚାୟତର କୁଧେରନପାଲି ଗ୍ରାମର ବରିଷ୍ଠ ବିଜେପି ନେତା ନିତ୍ୟାନନ୍ଦ ହୋତା(୬୩)ଙ୍କ ଆଜି ସକାଳ ୯ଟା ସମୟରେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ପରଲୋକ ହୋଇଯାଇଛି । ସ୍ଵର୍ଗତ ଶ୍ରୀ ହୋତା
Read More...

ସରସ୍ୱତୀ ପୂଜା, ସାର୍ବଜନୀନ ଖଡ଼ିଛୁଆ ଉତ୍ସବ ଓ ବିଦ୍ୟାରମ୍ଭ ସଂସ୍କାର କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ସରସ୍ୱତୀ ପୂଜା ମହା ଆଡ଼ମ୍ବରରେ ପାଳିତ ହୋଇ ଯାଇଛି । ମୁଦିରଥ ପଣ୍ଡା ଓ ଯଦୁମଣି ମିଶ୍ର ପୂଜକ ଦାୟିତ୍ୱ ତୁଲାଇଥିଲେ । ଏହି ଅବସରରେ ବିଦ୍ୟା ମନ୍ଦିର ପରିସରରେ ଶିଶୁ ବାଟିକା ବିଭାଗର ବିଦ୍ୟାରମ୍ଭ ସଂସ୍କାର
Read More...

୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି ।ପୃଥ୍ୱୀରାଜ ସାହୁ ସ୍ଥାନୀୟ ସଭାପତି ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପତାକା ଉତ୍ତୋଳନ କରି ପ୍ୟାରେଡ଼ରେ ଅଭିଭାଦନ ଗ୍ରହଣ କରିଥିଲେ । ଚୈତନ୍ୟ ଭୋଇ ଗୁରୁଜୀ ସ୍ୱାଗତ
Read More...

ମହର୍ଷି ଦୟାନନ୍ଦ କ୍ଲବ୍‌ର ୭୭ତମ ବାର୍ଷିକ ଯଜ୍ଞ ଓ ସତସଙ୍ଗ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ବରିହାପାଲି ଗ୍ରାମର ପଙ୍କେଲପଡ଼ାଠାରେ ମହର୍ଷି ଦୟାନନ୍ଦ କ୍ଲବ୍‌ର ୭୭ତମ ବାର୍ଷିକ ଯଜ୍ଞ ଓ ସତସଙ୍ଗ ଅନୁଷ୍ଠିତ ହୋଇଯାଇଛି । ୨୨ ତାରିଖ ରବିବାର ଦିନ ଯଜ୍ଞ ଆରମ୍ଭ ହୋଇଥିବା ବେଳେ ୨୪ ତାରିଖ ଦିନ ପୂର୍ଣ୍ଣାହୂତି ପଡ଼ିଥିଲା । ଏହି
Read More...