Browsing Tag

padampur news

ବରିହାପାଲିରେ ରାମନବମୀ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଲକ ଅନ୍ତର୍ଗତ ବରିହାପାଲି ଗ୍ରାମରେ ପବିତ୍ର ଶ୍ରୀରାମ ନବମୀ ପୂଜା ମହୋତ୍ସବ ବେଶ ଧୁମ୍‌ଧାମ୍‌ରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଚଳିତ ମାସ ଏକ ତାରିଖରୁ ଆରମ୍ଭ ହୋଇ ୫ ତାରିଖ ପର୍ଯ୍ୟନ୍ତ ଚାଲିଥିଲା ।ପ୍ରଥମ ଦିନରେ
Read More...

ବାସନ୍ତିକ ରାମଚଣ୍ଡୀ ମହୋତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗନ୍ଧମାର୍ଦ୍ଦନ ପର୍ବତ ପାଦ ଦେଶରେ ଥିବା ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ନୃସିଂହନାଥ ମନ୍ଦିର ନିକଟରେ ବିଷା ଶହେ କୁଳ କୁଲତା ସମାଜର ଇଷ୍ଟ ଦେବୀ ମା' ରଣେଶ୍ୱରୀ ରାମଚଣ୍ଡୀ ମନ୍ଦିର ଅବସ୍ଥିତ । ଏହି ପ୍ରସିଦ୍ଧ ମନ୍ଦିର ପରିସରରେ ବୁଧବାର ବାସନ୍ତିକ ଚଣ୍ଡୀ
Read More...

ବୈଶାଖ ମେଳା ପରିଚାଳନା କମିଟି ଓ ପ୍ରଶାସନିକ ଅଧିକାରୀଙ୍କ ମିଳିତ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡିଶାର ପ୍ରସିଦ୍ଧ ତୀର୍ଥ କ୍ଷେତ୍ର ଶ୍ରୀ ଶ୍ରୀ ନୃସିଂହନାଥ ମହାପ୍ରଭୁଙ୍କ ଜନ୍ମ ମହୋତ୍ସବ ତଥା ବୈଶାଖ ମେଳା ଆସନ୍ତା ମଇ ଏକ ତାରିଖରୁ ପାଞ୍ଚ ତାରିଖ ଯାଏଁ ଅନୁଷ୍ଠିତ ହେବ । ଏହି ମେଳା ସୁନ୍ଦର ଭାବରେ ପରିଚାଳନା କରିବା ପାଇଁ ମଙ୍ଗଳବାର ଭୋଗ
Read More...

ସାରଙ୍ଗପୁରରେ ଚବିଶ ପ୍ରହରୀ ନାମଯଜ୍ଞ ଶୁଭାରମ୍ଭ : କଳସ ଯାତ୍ରାରେ ଶତାଧିକ ମହିଳାଙ୍କ ଯୋଗଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ବ୍ଲକ ଅଧିନସ୍ଥ ସାରଙ୍ଗପୁର ଗ୍ରାମରେ ୨୪ ପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ କଳସ ଯାତ୍ରାରେ ଶତାଧିକ ମହିଳାମାନେ ଯୋଗଦାନ କରିଥିଲେ । ଏହି ୨୪ ପ୍ରହରୀ ନାମଯଜ୍ଞ ୪ ଦିନ ବ୍ୟାପି ହେବାକୁ ଯାଉଥିବା
Read More...

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ପ୍ରଥମ ଦିନୋତ୍ସବ ଓ ଉତ୍କଳ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ପ୍ରଥମ ଦିନୋତ୍ସବ ଓ ଉତ୍କଳ ଦିବସ ପାଳିତ ହୋଇଯାଇଛି । ଶିଶୁ ମନ୍ଦିର ବିଭାଗରେ ନରେନ୍ଦ୍ର ଗୁରୁଜୀ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ । ମୁଦିରଥ ପଣ୍ଡା ଓ ଦୁର୍ବାଦଳ ସାହୁ ଗୁରୁଜୀ ଉତ୍କଳ ଦିବସ ବିଷୟରେ ବୌଦ୍ଧିକ
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଦୁଇ ମୃତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ପଦ୍ମପୁର ବିଜୁ ଏକ୍ସପ୍ରେସ ୱେ'ର ରଞ୍ଜିତପୁର ଛକ ନିକଟରେ ବୁଧବାର ମଧ୍ୟ ରାତ୍ରରେ ଦୁଇ ଗୋଟି ବାଇକ ମୁହାଁମୁହିଁ ଧକ୍କା ହେବାରୁ ଦୁଇ ବାଇକ ଚାଳକଙ୍କର ମୃତ୍ୟୁ ହୋଇଯାଇଥଲା । ପାଇକମାଳ ଥାନା ଅଧିକାରୀ ସୁଶାନ୍ତ କୁମାର ବଢ଼େଇଙ୍କ ଦ୍ୱାରା ମିଳିଥିବା
Read More...

ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଶ୍ରୀରାମ ନବମୀ ଉତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଶ୍ରୀରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି । ପ୍ରଧାନ ଆଚାର୍ଯ୍ୟ ଯୁବରାଜ ପଧାନଙ୍କ ଅଧ୍ୟକ୍ଷତାରେ ଗୋପାଳଜୀ ମନ୍ଦିରରୁ ଶ୍ରୀରାମ, ଲକ୍ଷ୍ମଣ, ସୀତା ଓ ହନୁମାନଙ୍କ ମୂର୍ତ୍ତିକୁ ଅଣାଯାଇ ଏକ ସୁସଜ୍ଜିତ ରଥରେ
Read More...

ସଚେତନ ହେମା ନାଟ୍ୟ ଅନୁଷ୍ଠାନ ତରଫରୁ ବିଶ୍ୱ ନାଟ୍ୟ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଢୋଲବନ୍ଧ ଗ୍ରାମରେ ଥିବା ସଚେତନ ହେମା ଅନୁଷ୍ଠାନ ତରଫରୁ ବିଶ୍ୱ ନାଟ୍ୟ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ନାଟ୍ୟକାର ରାଜକୁମାର ସାହୁ ବିଶ୍ୱ ନାଟକ ଦିବସର ମହତ୍ୱ କହିବା ସହ ଇଜିପ୍ଟ ଦେଶର ଅଭିନେତ୍ରୀ ସମିହା ଆୟୁବଙ୍କ ଦ୍ୱାରା
Read More...

ପ୍ରଥମ ବାର୍ଷିକ ଉତ୍ସବ ପାଳନ କଲା ମାସିକ ପତ୍ରିକା ବିଶ୍ୱଖବର

ପଦ୍ମପୁର, (ନିରୋଜ କୁମାର ପାଣୀ) : ମାସିକ ପତ୍ରିକା ବିଶ୍ୱଖବର ତାର ପ୍ରଥମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳନ କରିଛି । ବରଗଡ଼ ଅମ୍ବାପାଲି ସ୍ଥିତ ଗଜପତି ମଣ୍ଡପ ପରିସରରେ ଉତ୍ସବ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ଗୀତା ମିଶ୍ର, ମୁଖ୍ୟବକ୍ତା ଭାବେ ଅଧ୍ୟାପିକା
Read More...

ଆଉ ନାହାନ୍ତି “ବିଜେ ଗୁପଚୁପ ଓ୍ଵାଲା”

ପଦ୍ମପୁର, (ନିରୋଜ କୁମାର ପାଣୀ) : ସମସ୍ତଙ୍କ ଅତି ପ୍ରିୟ "ବିଜେ ଗୁପଚୁପ ଓ୍ଵାଲା" ଆଉ ନାହାନ୍ତି । ହନୁମାନପଡା ନିବାସୀ ବିଜୟ କୁମାର ନାୟକଙ୍କ ୫୯ ବର୍ଷ ବୟସରେ ହୃଦ୍‌ଘାତରେ ପରଲୋକ ହୋଇଯାଇଥିବା ଜଣାପଡିଛି । ପଦ୍ମପୁରର ସମସ୍ତ ଗଳିକନ୍ଦି, ଛକ, ଚା' ଦୋକାନ, ବଜାର, ସବୁଠି ଚର୍ଚ୍ଚା "ବିଜେ
Read More...