Browsing Tag

padampur news

ମାଣ୍ଡୋସିଲ ଜୁନିଅର କଲେଜରେ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପନୀ ଦିବସ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମାଣ୍ଡୋସିଲ ଜୁନିୟର କଲେଜରେ ଅଧ୍ୟକ୍ଷ ନାରାୟଣ ନାଏକଙ୍କ ତତ୍ୱାବଧାନ ଓ ଉଦବୋଧନରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ପ୍ରାଧ୍ୟାପିକା ପୁଷ୍ପାଞ୍ଜଳି ମହାପାତ୍ର ସଭାପତିତ୍ୱ କରିଥିଲେ ଓ ଏହା
Read More...

ପଦ୍ମପୁରରେ ମିଲେଟ ଶକ୍ତି ନିଉଟ୍ରି ସେଣ୍ଟର ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ଏନ୍‌ଏସି କାର୍ଯ୍ୟାଳୟ ନିକଟରେ ଓଡିଶା ମିଲେଟ ମିଶନ ସାହାଯ୍ୟରେ ମିଲେଟ ଶକ୍ତି ନିଉଟ୍ରି ସେଣ୍ଟର ଉଦ୍‌ଘାଟିତ ହୋଇଯାଇଛି । ଏହି ସେଣ୍ଟରକୁ ଅନୁଷ୍ଠାନିକ ଭାବେ ପଦ୍ମପୁର ନିର୍ବାଚନ ମଣ୍ଡଳୀର ନବ ନିର୍ବାଚିତ ବିଧାୟିକା ବର୍ଷା ରାଣୀ ସିଂ ବରିହା
Read More...

ପିପିପି ହାଇସ୍କୁଲର ବାର୍ଷିକ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ଅନ୍ତର୍ଗତ ପିପିପି ହାଇସ୍କୁଲ ବରିହାପୁଖାପାଣିର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବକୁ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ଗିରିଶ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥି ଏବଂ ଏବିଇଓ ନେହେରୁ ଦାଶ,
Read More...

ମା’ଙ୍କୁ ସମ୍ମାନର ନିଦର୍ଶନ : ଅପରାଧିକୁ ସୁରକ୍ଷା ଦେବା ପାଇଁ ଧମକ ଚମକ ଦେଇ ଥାନାରେ ଏଫ୍‌ଆଇଆର୍‌ ବଦଳାଇଥିବା…

ପଦ୍ମପୁର, (ନିରୋଜ କୁମାର ପାଣୀ) : ଘରେ ପଶି ଜଣେ ମହିଳାଙ୍କୁ ଅସଦାଚରଣ କରି ମାଡି ପିଟ୍‌ କରିଥିବା ବିଜୁ ଜନତା ଦଳର ଜଣେ ଅପରାଧିକୁ ସୁରକ୍ଷା ଦେବା ପାଇଁ ପଦ୍ମପୁର ପୋଲିସ ଅଭିଯୋଗକାରୀକୁ ଥାନାରେ ଧମକ ଚମକ ଦେଇ ଏଫ୍‌ଆଇଆର୍‌ ବଦଲା ଯାଇଥିବା ନେଇ ପଦ୍ମପୁର ଏସ୍‌ଡିପିଓଙ୍କଠାରେ ଅଭିଯୋଗ ହୋଇଛି
Read More...

ପଲସଦା ହାଇସ୍କୁଲରେ କ୍ରୀଡା ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ପଲସଦା ହାଇସ୍କୁଲ ମିନି ଷ୍ଟାଡିୟମଠାରେ ପଲସଦା ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଦୁଇ ଦିନ ଧରି ଚାଲିଥିବା ଏହି ଖେଳରେ ଷଷ୍ଠରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲର ଅନେକ ଛାତ୍ର ଛାତ୍ରୀ ଅଂଶ
Read More...

ସ୍କୁଲରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ମାଣ୍ଡୋସିଲ ପଞ୍ଚାୟତ ଅନ୍ତର୍ଗତ ଡୁମ୍ବେରବାହାଲ ଗ୍ରାମର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଆଜି ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ହୃଷିକେଶ ବାଗଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି
Read More...

ଅବସରପ୍ରାପ୍ତ ଶିକ୍ଷକ ସ୍ୱର୍ଗତ ମାର୍କଣ୍ଡ ଦେବତାଙ୍କ ଗଙ୍ଗାଶ୍ରାଦ୍ଧ ଅବସରରେ ବୃକ୍ଷ ରୋପଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ମହୁଲପାଲି ଗ୍ରାମରେ ଅବସରପ୍ରାପ୍ତ ଶିକ୍ଷକ ସ୍ୱର୍ଗତ ମାର୍କଣ୍ଡ ଦେବତାଙ୍କ ଗଙ୍ଗାଶ୍ରାଦ୍ଧ ଅବସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରକୃତି ବନ୍ଧୁ ମୀନକେତନ ସାହୁ ମହୁଲପାଲି ଗ୍ରାମରେ
Read More...

ଏନ୍‌ଏନ୍‌ଏସ୍‌ ଶିବିର ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଜର୍ଜଗଡ଼ରେ ନୃସିଂହନାଥ ଆୟୁର୍ବେଦ ମହାବିଦ୍ୟାଳୟ ତରଫରୁ ଅନୁଷ୍ଠିତ ୭ ଦିନିଆଁ ଏନ୍‌ଏନ୍‌ଏସ୍‌ ଶିବିର ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି । ସନ୍ଧ୍ୟାରେ ଉଦ୍‌ଯାପନୀ ଉତ୍ସବରେ ମହା ବିଦ୍ୟାଳୟର ଅଧ୍ୟକ୍ଷା କେ.ଟି ରାଉତରାୟ
Read More...

ପାଇକମାଲ ବ୍ଲକରେ କୃଷକ ସଙ୍ଗଠନର ବୈଠକ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଚେତନା ଶ୍ରମିକ ସଂଗଠନ ପକ୍ଷରୁ କୃଷକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ପାଇକମାଲ ବ୍ଲକ ଅଞ୍ଚଳର ବିଭିନ୍ନ ଗ୍ରାମର ଚାଷୀ ସଂଗଠକ, ନେତୃବୃନ୍ଦ, କର୍ମୀ ଓ ଚାଷୀମାନେ ଯୋଗଦାନ କରିଥିଲେ । ଉକ୍ତ ବୈଠକରେ
Read More...

ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ଭାରପ୍ରାପ୍ତ ଅଧ୍ୟକ୍ଷ ଗଜରାଜ ପାତ୍ରଙ୍କ ସଭାପତିତ୍ୱରେ ଏକ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବରଗଡ ଆଞ୍ଚଳିକ ପରିବହନ ଅଧିକାରୀ ସବୁଆ ମାଝି ଏବଂ ସର୍ବ ଭାରତୀୟ ମାନବ
Read More...