ବିନ୍ଧ୍ୟବାସିନୀ ଡିଗ୍ରୀ ମହାବିଦ୍ୟାଳୟରେ ରାଷ୍ଟ୍ରୀୟ ଯୁବ ଦିବସ ପାଳିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବିନ୍ଧ୍ୟବାସିନୀ ଡିଗ୍ରୀ ମହାବିଦ୍ୟାଳୟରେ ଯୁବ ରେଡକ୍ରସ ଓ ରେଡ଼୍ ରିବନ୍ କ୍ଲବ ପକ୍ଷରୁ ରାଷ୍ଟ୍ରୀୟ ଯୁବ ଦିବସ ପାଳିତ ହୋଇଯାଇଛି । ଏହି ସଭାରେ ଯୁବ ରେଡକ୍ରସର ସଂଯୋଜିକା ପୁଷ୍ପ ମଞ୍ଜରୀ ପ୍ରଧାନ ସଭାପତିତ୍ଵ କରିଥିଲେ ।ମହାବିଦ୍ୟାଳୟର ଅଧ୍ୟକ୍ଷ!-->…
Read More...
Read More...