ନେତାଜୀ ଉଚ୍ଚ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ କଟାବାହାଲ ସ୍ଥିତ ନେତାଜୀ ଉଚ୍ଚ ବିଦ୍ୟାଳୟରେ ଆଜି ସୁଦର୍ଶନ ବାରିକଙ୍କ ସଭାପତିତ୍ୱରେ ପ୍ରଧାନ ଶିକ୍ଷକ ଚନ୍ଦ୍ରଭାନୁ ବଢେଇଙ୍କ ଉଦ୍ଦେଶ୍ୟରେ ଅବସରକାଳୀନ ବିଦାୟୀ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା । ଉକ୍ତ!-->…
Read More...
Read More...