ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ଜୟନ୍ତୀ ପାଳିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବିଦ୍ୟା ମନ୍ଦିର ବିଭାଗରେ ପ୍ରଧାନ ଆଚାର୍ଯ୍ୟ ଯୁବରାଜ ପଧାନଙ୍କ ଅଧ୍ୟକ୍ଷତାରେ ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ଜୟନ୍ତୀ ପାଳିତ ହୋଇଯାଇଛି । ଚୈତନ୍ୟ ଭୋଇ ଗୁରୁଜୀ (ବିଦ୍ୟା ମନ୍ଦିର ପ୍ରମୁଖ) ସ୍ୱାଗତ ଭାଷଣ ଓ!-->…
Read More...
Read More...