Browsing Tag

padampur news

ରାଜ୍ୟ ସରକାରଙ୍କ ଚାଷୀମାରଣ ନୀତି ବିରୁଦ୍ଧରେ ବ୍ୟାପକ ଜନଆନ୍ଦୋଳନ କରିବ ବିଜେପି : ସମୀର ମହାନ୍ତି

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜ୍ୟ ସରକାରଙ୍କ ଚାଷୀମାରଣ ନୀତି ବିରୁଦ୍ଧରେ ବ୍ୟାପକ ଜନଆନ୍ଦୋଳନ କରିବ ବିଜେପି ବୋଲି କହିଛନ୍ତି ସମୀର ମହାନ୍ତି । ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଭାରତୀୟ ଜନତା ପାର୍ଟି ରାଜ୍ୟରେ ଚାଷୀଙ୍କ ହକ୍‌ ପାଇଁ ସବୁବେଳେ ରାଜନୈତିକ ଲଢେ଼ଇ ଲଢ଼ି ଆସିଛି ।
Read More...

ଗନ୍ଧମାର୍ଦ୍ଦନ ସୁରକ୍ଷା ଆନ୍ଦୋଳନର ପ୍ରମୁଖ ଆନ୍ଦୋଳନ କର୍ମୀ ଚନ୍ଦ୍ରା ମାଝୀଙ୍କ ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗନ୍ଧମାର୍ଦ୍ଦନ ସୁରକ୍ଷା ଆନ୍ଦୋଳନର ପ୍ରମୁଖ ଆନ୍ଦୋଳନ କର୍ମୀ ଚନ୍ଦ୍ରା ମାଝୀଙ୍କ ୭୫ ବର୍ଷ ବୟସରେ ଆଜି ସକାଳେ ପରଲୋକ ହୋଇଯାଇଛି । ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ ଅନ୍ତର୍ଗତ ପୁରେନା ଗ୍ରାମର ସ୍ୱର୍ଗତ ମାଝୀ ଗନ୍ଧମାର୍ଦ୍ଦନ ସୁରକ୍ଷା ଆନ୍ଦୋଳନର ପ୍ରମୁଖ
Read More...

ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶୃତି ସତ୍ୱେ ବାର ବର୍ଷ ହେଲା ପଡିରହିଛି ଭିତ୍ତିପ୍ରସ୍ତର, ଇଟା ଖଣ୍ଡେ ବି ପଡ଼ିନି

ପଦ୍ମପୁର, (ନିରୋଜ କୁମାର ପାଣୀ) : ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରତିଶୃତି ସତ୍ୱେ ବାର ବର୍ଷ ହେଲା ପଡିରହିଥିବା ଭିତ୍ତି ପ୍ରସ୍ତର ପାଇଁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ଏଥର ଉପନିର୍ବାଚନ ନିମନ୍ତେ ଲୋକଙ୍କୁ ପ୍ରଲୋଭିତ କରିବା ପାଇଁ ଶହ ଶହ ନେତାମନ୍ତ୍ରୀ ଗାଁ
Read More...

ବୁରୋମୁଣ୍ଡା ଉଚ୍ଚ ବିଦ୍ୟାଳୟରେ ଶିଶୁ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗାଇସିଲାଟ ବୁରୋମୁଣ୍ଡାସ୍ଥିତ ସରକାରୀ ରାଜକୁମାର ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ପ୍ରେମାନନ୍ଦ ବେହେରାଙ୍କ ଅଧ୍ୟକ୍ଷତାରେ ବିଦ୍ୟାଳୟସ୍ତରୀୟ ଶିଶୁ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବିଦ୍ୟାଳୟର ପୂର୍ବତନ
Read More...

ପଦ୍ମପୁର ଉପନିର୍ବାଚନ ପାଇଁ ପୁରୀ ଜିଲ୍ଲାର ବର୍ଷା ହେଲେ ବିଜେଡି ପ୍ରାର୍ଥୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି । ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକର ସ୍ମୃତି ସୌରଭ ବଳିୟାର ସିଂଙ୍କ ପତ୍ନୀ ବର୍ଷାରାଣୀ ବରିହାଙ୍କୁ ଦଳ ପ୍ରାର୍ଥୀ କରିଛି । ଦିବଙ୍ଗତ ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଝିଅ ହେଉଛନ୍ତି
Read More...

ବିଜେପିରୁ ପ୍ରାର୍ଥୀପତ୍ର ଦାଖଲ ପୂର୍ବରୁ ନୃସିଂହ ଭଗବାନଙ୍କ ଠାରେ ଆଶୀର୍ବାଦ ଭିକ୍ଷା କଲେ ପ୍ରଦୀପ ପୁରୋହିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପନିର୍ବାଚନରେ ବିଜେପି ତରଫରୁ ପ୍ରଦୀପ ପୁରୋହିତଙ୍କ ନାମ ଶନିବାର ଘୋଷଣା ହୋଇଥିବା ବେଳେ ରବିବାର ବିଜେପି ରାଜ୍ୟ ସଭାପତି ସମିର ମହାନ୍ତି, ବରଗଡ ସାଂସଦ ସୁରେଶ ପୁଝାରୀ, ରାଜ୍ୟ ସାଧାରଣ ସମ୍ପାଦକ ଟଙ୍କଧର ତ୍ରିପାଠୀ, ଗୋଲକ ମହାପାତ୍ର, ରାଜ୍ୟ
Read More...

ପଦ୍ମପୁର ଉପନିର୍ବାଚନରେ ସତ୍ୟ ଭୂଷଣ ସାହୁ କଂଗ୍ରେସ ପ୍ରାର୍ଥୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପନିର୍ବାଚନ ପାଇଁ ଗତକାଲି ବିଜେପି ତା’ର ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିବା ବେଳେ ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରାଯାଇଛି । ଆଜି କଂଗ୍ରେସ ପକ୍ଷରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି । ପଦ୍ମପୁର ଉପନିର୍ବାଚନ ପାଇଁ
Read More...

ଉପନିର୍ବାଚନ ପାଇଁ ଧରପଗଡ ଆରମ୍ଭ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପନିର୍ବାଚନ ପାଇଁ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଛି । ଏଥିପାଇଁ ଜିଲ୍ଲା ପ୍ରଶାସନର ବିଭିନ୍ନ ବିଭାଗ ପକ୍ଷରୁ ଯାଞ୍ଚ ଓ ଧରପଗଡ କରାଯାଇଛି । (ଏସ୍‌ଏସ୍‌ଟି) ଷ୍ଟାଟିଷ୍ଟିକ ସର୍ଭିଲାନ୍ସ ଟିମ୍ ପକ୍ଷରୁ ଯାନବାହାନ ଯାଞ୍ଚ୍ ଝାରବନ୍ଧ ଓ ନୂଆପଡା
Read More...

ପଦ୍ମପୁର ଉପଖଣ୍ଡକୁ ଜିଲ୍ଲା ଦାବୀ ଆନ୍ଦୋଳନ ତେଜିଲା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଦ୍ମପୁର ଓକିଲ ସଂଘର ଆହ୍ୱାନ କ୍ରମେ ପଦ୍ମପୁର ଅଞ୍ଚଳର ବିଭିନ୍ନ ଅନୁଷ୍ଠାନ, ସଂଘ, ରାଜନୈତିକ ଦଳ, ଜନ ପ୍ରତିନିଧି ଏବଂ ଜନସାଧାରଣଙ୍କୁ ନେଇ ଓକିଲ ସଂଘର କାର୍ଯ୍ୟାଳୟରେ ଓକିଲ ସଂଘର ସଭାପତି ଉମେଶ ଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଏକ ମିଳିତ ବୈଠକ
Read More...

ଆମ୍ବୁଲାନ୍ସ ଫାର୍ମାସିଷ୍ଟ ଅକ୍ଷୟ କୁମାର ସାହୁଙ୍କ ମାନବିକତା : ଫେରାଇଲେ ଆହତଙ୍କ ପଡିଯାଇଥିବା ଟଙ୍କା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ଅନ୍ତର୍ଗତ ଦାଦିମାଲ ଛକ ଠାରେ ଖଲବହାଲ ଗ୍ରାମର ଦେବାନନ୍ଦ ସରାଫ ମଟର ସାଇକେଲ ଦୁର୍ଘଟଣାରେ ଗୁରୁତର ଆହତ ହୋଇ ୧୦୮ ଯୋଗେ ଆସିବା ସମୟରେ ଆମ୍ବୁଲାନ୍ସ ଗାଡି ଭିତରେ ତାଙ୍କର ୧୪ ହଜାର ଟଙ୍କା ପଡିଯାଇଥିଲା । ଆମ୍ବୁଲାନ୍ସ ଫାର୍ମାସିଷ୍ଟ ଅକ୍ଷୟ
Read More...