ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ପକ୍ଷରୁ କୃତୀ ଛାତ୍ରୀ ଲେଖିକା ସାହୁଙ୍କୁ ସମ୍ବର୍ଦ୍ଧନା
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଖଗେଶ୍ୱର ଦାଶଙ୍କ ସଭାପତିତ୍ୱରେ ଆଜି ମହାବିଦ୍ୟାଳୟ ପରିସରରେ ଏକ ଭବ୍ୟ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀଙ୍କଠାରୁ ରାଜ୍ୟସ୍ତରୀୟ ଗଳ୍ପ ଲିଖନ ପୁରସ୍କାର ପାଇ ମହାବିଦ୍ୟାଳୟକୁ!-->…
Read More...
Read More...