Browsing Tag

padampur news

ଝାରବନ୍ଧ ଡିଗ୍ରୀ କଲେଜକୁ ବରଗଡ଼ ସାଂସଦ ସୁରେଶ ପୂଝାରୀଙ୍କ ପରିଦର୍ଶନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ନିର୍ବାଚନ ମଣ୍ଡଳୀ ଝାରବନ୍ଧ ବ୍ଲକକୁ ଆଜି ବରଗଡ଼ ସାଂସଦ ସୁରେଶ ପୂଝାରୀ ଗସ୍ତ କରି ଝାରବନ୍ଧ ସ୍ଥିତ ପଞ୍ଚାୟତ ଡିଗ୍ରୀ ମହାବିଦ୍ୟାଳୟକୁ ପରିଦର୍ଶନ କରିଛନ୍ତି । ସାଂସଦଙ୍କ ଗସ୍ତ ସମୟରେ ପଦ୍ମପୁର ପୂର୍ବତନ ବିଧାୟକ ତଥା ବିଜେପି କୃଷକ ମୋର୍ଚ୍ଚା
Read More...

ସ୍ୱତନ୍ତ୍ର କୋଶଳ ରାଜ୍ୟ ଦାବୀରେ ପଦ୍ମପୁର ଉପଖଣ୍ଡ ବନ୍ଦ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : କୋଶଳ ସେବା ଓ କୋଶଳ ରାଜ୍ୟ ମୁକ୍ତି ମୋର୍ଚ୍ଚାର ଆହ୍ୱାନ କ୍ରମେ ପଦ୍ମପୁର ଉପଖଣ୍ଡ ପଦ୍ମପୁର, ପାଇକମାଲ, ଝାରବନ୍ଧ, ଗାଇସିଲେଟ ଆଦି ଅଞ୍ଚଳର ସହରରେ ଥିବା ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସମସ୍ତ ଦୋକାନ ବଜାର ବନ୍ଦ ରହିଥିବା ବେଳେ ସରକାରୀ ଓ ବେସରକାର ଅଫିସ
Read More...

ପାଇକମାଲ ହାଇସ୍କୁଲରେ ଗୁରୁ ପୂଜା ସହ ସମ୍ବର୍ଦ୍ଧନା ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଗୁରୁ ଦିବସ ଓ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଦ୍ୱାଦଶ କୁମାର ପ୍ରଧାନ ଅତିଥି ପରିଚୟ ପ୍ରଦାନ ସହ ତ୍ରିଲୋଚନ ପ୍ରଧାନ ମଞ୍ଚ ପରିଚାଳନା କରିଥିଲେ । ମୁଖ୍ୟ ଅତିଥି ଭାବେ ସହ ଗୋଷ୍ଠୀ
Read More...

ନିଜର ହକ ପାଇଁ ବିକ୍ଷୋଭ ଓ ପ୍ରତିବାଦ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜ୍ୟ ସରକାର ସାଧାରଣ ଜନତାଙ୍କୁ ତଥା ଗରିବ ନିଷ୍ପେସିତ ଅସହାୟ ଲୋକମାନଙ୍କୁ ସହାୟତା ପ୍ରଦାନ ଓ ନ୍ୟାୟ ପ୍ରଦାନ କରିବା ପାଇଁ ପ୍ରଶାସନିକ ଅଧିକାରୀ ମାନଙ୍କୁ ନିଯୁକ୍ତ କରିଛନ୍ତି । ମାତ୍ର ଏ କ୍ଷେତ୍ରରେ କେତେକାଂଶରେ ବ୍ୟତିକ୍ରମ ଦେଖା ଯାଇଥାଏ । ଏପରି ଏକ
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ଅର୍ଥନୀତି ବିଭାଗରେ ଶିକ୍ଷକ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ଅର୍ଥନୀତି ବିଭାଗରେ ବିଭାଗୀୟ ମୁଖ୍ୟ ପ୍ରଧ୍ୟାପକ ଡ. ବିରଞ୍ଚି ସାହୁଙ୍କ ସଭାପତିତ୍ୱରେ ଶିକ୍ଷକ ଦିବସ ପାଳିତ ହୋଇଯାଇଛି । ବିଭାଗର ସମସ୍ତ ଛାତ୍ରଛାତ୍ରୀ ଉପସ୍ଥିତ ରହି ଶିକ୍ଷକମାନଙ୍କର ଆଶୀର୍ବାଦ ଓ ଗୁରୁଦାୟିତ୍ୱ ଉପରେ ନିଜ
Read More...

ପରବାସୀ କୁଟୁମ ଓ ଉତାଲଗଡର ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପରବାସୀ କୁଟୁମ ଓ ଉତାଲଗଡ ନାଟ୍ୟ ସଂସଦର ମିଳିତ ଆୟୋଜନରେ ବରଗଡ ଜିଲ୍ଲା ବିଜେପୁର ବ୍ଲକ ତାଳପଦର ସ୍ଥିତ ଖଗେଶ୍ୱର ମଣ୍ଡପଠାରେ ନୂଆଁଖାଇ ଭେଟ୍‌ଘାଟ୍‌ ପାଳିତ ହୋଇଯାଇଛି । ରବିବାର ସକାଳେ ସାଂସ୍କୃତିକ ଶୋଭାଯାତ୍ରା ଗ୍ରାମ ପରିକ୍ରମା ପରେ ଭେଟ୍‌ଘାଟ୍‌
Read More...

କୋସଲ ରାଜ୍ୟ ଦାବୀ ନେଇ ଦୀର୍ଘ ବର୍ଷ ହେଲା ଆନ୍ଦୋଳନ ତେଜିବାରେ ଲାଗିଛି

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗତ ଜୁଲାଇ ୫ରେ ବିଧାନସଭା ଘେରାଓ ଏବଂ ୬ ଘଣ୍ଟିଆ ରାସ୍ତା ଅବରୋଧ କରାଯାଇଛି ହେଲେ ସରକାର ଏହି ଦାବି କୁ ଗୁରୁତ୍ୱ ଦେଉ ନାହାନ୍ତି ବୋଲି କୋସଲ ରାଜ୍ୟ ପକ୍ଷରୁ କୁହାଯାଇଛି । ଆହୁରି ମଧ୍ୟ କୁହାଯାଇଛି ଯେ, ଆମ ପଶ୍ଚିମ ଓଡ଼ିଶାର ଜନତାଙ୍କୁ ଓଡିଶା ସରକାର
Read More...

ରାଜବୋଡ଼ାସମ୍ବର ପ୍ରାଥମିକ ଶିକ୍ଷକଙ୍କ ତେଜିଲା ପୁରୁଣା ପେନସନ ଦାବୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଲ୍‌ ଓଡିଶା ପ୍ରାଥମିକ ଶିକ୍ଷକ ସଂଘ, ରାଜବୋଡାସମ୍ବର କାର୍ଯ୍ୟକାରୀ କମିଟିଙ୍କ ନିଷ୍ପତ୍ତି କ୍ରମେ ପ୍ରତ୍ୟେକ ବିଦ୍ୟାଳୟରେ ଗୁରୁଦିବସ ପାଳନ କରିବା ପରେ ସରକାରଙ୍କୁ ଅଭିନବ ଉପାୟରେ ପୁରୁଣା ପେନସନ ଲାଗୁ ନେଇ ବିଦ୍ୟାଳୟରେ ଥାଇ ସରକାରଙ୍କୁ
Read More...

ଗୁରୁଦିବସ ଉପଲକ୍ଷେ ବୈତାଳି କ୍ଲଷ୍ଟର ସିଆର୍‌ସିସିଙ୍କ ନିଆରା ଉଦ୍ୟମ : ୧୨ ଶିକ୍ଷକଙ୍କୁ କଲେ ସମ୍ବର୍ଦ୍ଧିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପବିତ୍ର ଗୁରୁଦିବସ ଅବସରରେ ବରଗଡ଼ ଜିଲ୍ଲା ବୈତାଳି କ୍ଲଷ୍ଟରର ସିଆର୍‌ସିସି ଦିବସ କୁମାର ସାହୁଙ୍କ ଉଦ୍ୟମରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ବୈତାଳିଠାରେ ଏକ ଶିକ୍ଷକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗୁରୁଦିବସ ଦିନ ରାଜ୍ୟ
Read More...

ବୈତାଳି କ୍ଲଷ୍ଟରରେ ଛାତ୍ରଛାତ୍ରୀଙ୍କ ‘ଏକାଗ୍ରତା ବୃଦ୍ଧି’ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ବୈତାଳି କ୍ଲଷ୍ଟର ସିଆର୍‌ସିସି ଦିବସ କୁମାର ସାହୁଙ୍କ ତତ୍ତ୍ୱାବଧାନରେ କ୍ଲଷ୍ଟର ସମସ୍ତ ବିଦ୍ୟାଳୟରେ ସରକାରୀ ମାର୍ଗଦର୍ଶିକା ଅନୁଯାୟୀ ଏକାଗ୍ରତା ବୃଦ୍ଧି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସେପ୍ଟେମ୍ବର
Read More...