ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଉଦ୍ଯାପିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଆଜି ଉଦ୍ଯାପିତ ହୋଇଯାଇଛି । ଦ୍ୱାଦଶ କୁମାର ପଧାନ ସଂକୁଳ ପ୍ରମୁଖ ଦୀପ ପ୍ରଜ୍ୱଳନ ପୂର୍ବକ ପୁଷ୍ପାର୍ଚ୍ଚନା କରି କୃତି ଭାଇ ଭଉଣୀମାନଙ୍କୁ ପୁରସ୍କୃତ କରି ମାର୍ଗଦର୍ଶନ!-->…
Read More...
Read More...