Browsing Tag

padampur news

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ଅର୍ଥନୀତି ବିଭାଗର ପାରଦର୍ଶିତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ଅର୍ଥନୀତି ବିଭାଗ ପାଞ୍ଚଜଣ ଛାତ୍ରଛାତ୍ରୀ ଅର୍ଥନୀତିର ସ୍ନାତକୋତ୍ତର ଏମ୍‌ଏରେ ନାମ ଲେଖାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି । ତନ୍ମୟ ଶିଖା, ସ୍ନେହଲତା ବେହେରା, ମାନସ ସେଠ ସମ୍ବଲପୁର ବିଶ୍ୱ ବିଦ୍ୟାଳୟ, ଗଙ୍ଗାଧର ମେହେର
Read More...

ବରଗଡ ଜିଲ୍ଲା ତୈଳିକ ବେଶ୍ୟ ସାହୁ ସମାଜ ପଦାଧିକାରୀଙ୍କ ନୂଆଁଖାଇ ଭେଟ୍‌ଘାଟ୍‌

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥିତ ରାଜୀବ ଟାଉନ ହଲଠାରେ ବରଗଡ ଜିଲ୍ଲା ତୈଳିକ ବୈଶ୍ୟ ସାହୁ ସମାଜର ପଦାଧିକାରୀମାନଙ୍କ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଜିଲ୍ଲା ସଭାପତି ମନୋରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଦୀପ ପ୍ରଜ୍ୱଳନ ଓ ସମାଜର
Read More...

ହଳଦିଆ ତେଲି ସମାଜର ନୂଆଁଖାଇ ଭେଟ୍‌ଘାଟ୍‌ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଓଡିଶା ଓ ଛତିଶଗଡ ହଳଦିଆ ତେଲି ସମାଜ ତରଫରୁ ବରଗଡ ଜିଲ୍ଲା ପୁଞ୍ଜିପଥରଠାରେ ଖୁବ ଯାକ ଯମକରେ ନୂଆଁଖାଇ ଭେଟ୍‌ଘାଟ୍‌ ଉତ୍ସବ ସମାପନ ହୋଇଯାଇଛି । ଏହି ଶାଶ୍ୱତ ମହାସମାରୋହରେ ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମନ୍ତ୍ରୀ ରିତା ସାହୁ ମୁଖ୍ୟ ଅତିଥି ଭାବେ ଓ
Read More...

ବୈତାଳି କ୍ଲଷ୍ଟରରେ ଇକୋ କ୍ଲବ ପୁନର୍ଗଠନ ସହ ପରିଚୟ ପତ୍ର ପ୍ରଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ବୈତାଳି କ୍ଲଷ୍ଟରର ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଭାବେ ଦିବସ କୁମାର ସାହୁ ଯୋଗ ଦେବା ପରେ କ୍ଲଷ୍ଟରର ବିଭିନ୍ନ ବିଦ୍ୟାଳୟମାନଙ୍କୁ ସ୍ୱତନ୍ତ୍ର ଧ୍ୟାନ ଦେଉଥିବା ପରିଲକ୍ଷିତ ହେଉଛି । ଖାସ କରି ବିଦ୍ୟାଳୟ
Read More...

ସନଦାଦର ବିଦ୍ୟାଳୟରେ ପୋଷଣ ମାସ ଶୋଭାଯାତ୍ରା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଅନ୍ତର୍ଗତ ବୈତାଳି କ୍ଲଷ୍ଟର ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଦିବସ କୁମାର ସାହୁଙ୍କ ମାର୍ଗଦର୍ଶନରେ କ୍ଲଷ୍ଟରର ସମସ୍ତ ବିଦ୍ୟାଳୟରେ ପୋଷଣ ମାସ ପାଇଁ ବିଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି । ଏହି କ୍ରମରେ ବୈତାଳି
Read More...

ସତୀଭଟା ହାଇସ୍କୁଲର ଛାତ୍ରୀ କଲ୍ୟାଣୀ ସାହୁ ଜାତୀୟ ସ୍ତରରେ ପୁରସ୍କୃତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସତୀଭଟା ଉଚ୍ଚ ବିଦ୍ୟାଳୟର ଛାତ୍ରୀ କଲ୍ୟାଣୀ ସାହୁ ଜାତୀୟ ସ୍ତରରେ ପୁରସ୍କୃତ ହୋଇଛନ୍ତି । ଦିଲ୍ଲୀ ପ୍ରଗତି ମୈଦାନ ବିଜ୍ଞାନ ଭବନରେ ଅନୁଷ୍ଠିତ ଇନ୍ସପାଏର ଆୱାର୍ଡ ପ୍ରତିଯୋଗିତାରେ ସତୀଭଟା ହାଇସ୍କୁଲର ବିଜ୍ଞାନ ଶିକ୍ଷକ ଧନଞ୍ଜୟ ସାହୁଙ୍କ ପରିକଳ୍ପିତ
Read More...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୨ତମ ଜନ୍ମ ଜୟନ୍ତୀରେ ୭୨ ୟୁନିଟ ରକ୍ତ ସଂଗ୍ରହ କଲା ପଦ୍ମପୁର ବିଜେପି

ପଦ୍ମପୁର, (ନିରୋଜ କୁମାର ପାଣୀ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମ ଦିନ ୧୭ ସେପ୍ଟେମ୍ବରରୁ ମହାତ୍ମା ଗାନ୍ଧୀଙ୍କ ଜନ୍ମ ଦିନ ୨ ଅକ୍ଟୋବର ପର୍ଯ୍ୟନ୍ତ ସର୍ବ ଭାରତୀୟ ସ୍ତରରେ ସେବା ପାଳନ କରିବା ପାଇଁ ଭାରତୀୟ ଜନତା ପାର୍ଟି ରାଷ୍ଟ୍ରୀୟ ସ୍ତରର ନିଷ୍ପତ୍ତି ଅନୁସାରେ ଆଜି ପଦ୍ମପୁର
Read More...

ଜମଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପରିବେଶ ସଚେତନତା କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ୍ ଅନ୍ତର୍ଗତ ଜମଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସୁରକ୍ଷିତ ଭବିଷ୍ୟତ ପାଇଁ ଗଛଟିଏ ଲଗାଇବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ଏକ ସଭାରେ ବିଦ୍ୟାଳୟ ଅଧ୍ୟକ୍ଷ ବିରଜା ପ୍ରସାଦ ଦଳପତି ସଭାପତିତ୍ୱ କରିଥିବା ବେଳେ
Read More...

ଭାରତୀୟ ମହିଳା ଶକ୍ତି ଟ୍ରଷ୍ଟର ବାର୍ଷିକ ଉତ୍ସବ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଭାରତୀୟ ମହିଳା ଶକ୍ତି ଟ୍ରଷ୍ଟର ବାର୍ଷିକ ଉତ୍ସବ ପଦ୍ମପୁର ସ୍ଥିତ ଓଡିଶା ରାଜ୍ୟ କାର୍ଯ୍ୟାଳୟଠାରେ ପାଳନ ହୋଇଯାଇଛି । ଏହି ବାର୍ଷିକ ଉତ୍ସବରେ ଓଡିଶା ରାଜ୍ୟ ସଂଯୋଜିକା ଶ୍ରୀମତୀ ସରସ୍ଵତୀ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ମହିଲାଙ୍କ ଉତ୍ଥାନ
Read More...

ମରଣଯନ୍ତା ପାଲଟିଛି ପାଇକମାଲ ମୁଖ୍ୟଛକ ରାସ୍ତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସହରର ବିଜୁ ଏକ୍ସପ୍ରେସ ୱେ ରାସ୍ତାରୁ ଝାରବନ୍ଧ ପଟକୁ ସଂଯୋଗ କରିଥିବା ରାସ୍ତାଟି ଏବେ ମରଣଯନ୍ତା ପାଲଟିଛି । ସୂଚନା ଅନୁସାରେ ପାଇକମାଲ ମୁଖ୍ୟଛକ ଝାରବନ୍ଧ ପଟକୁ ଯାଉଥିବା ରାସ୍ତାରେ ଖାଲ ସୃଷ୍ଟି ହୋଇ ବର୍ଷା ପାଣି ଜମି ରହିଛି
Read More...