Browsing Tag

padampur news

ଫସଲବୀମା ରାଶି ପାଇବା ପରେ ବିଜେପିରେ ବହୁ ଚାଷୀଙ୍କ ଯୋଗଦାନ

କଂଗ୍ରେସର ପୂର୍ବତନ କେନ୍ଦ୍ରମନ୍ତ୍ରୀଙ୍କ ପୁତୁରା ଶିଶିର ଭୋଇ କଂଗ୍ରେସ ଛାଡି ବିଜେପିରେ ଯୋଗ ଦେଲେ ପଦ୍ମପୁର, (ନିରୋଜ କୁମାର ପାଣୀ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିକାଶ ନୀତି ଏବଂ ସର୍ବଦା କୃଷି ଓ କୃଷକର ଉନ୍ନତି ଚିନ୍ତା କରୁଥିବା ଭାରତୀୟ ଜନତା ପାର୍ଟି ପ୍ରତି ଆସ୍ଥା…
Read More...

ପଦ୍ମପୁର ଉପନିର୍ବାଚନ ପାଇଁ ବିଜେଡି, ବିଜେପି ଓ କଂଗ୍ରେସ ପ୍ରାର୍ଥୀଙ୍କ ସହ ୧୩ ଜଣ ପ୍ରାର୍ଥୀ ଭରିଲେ ନାମାଙ୍କନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପନିର୍ବାଚନ ପାଇଁ ବିଜେଡି, ବିଜେପି ଓ କଂଗ୍ରେସ ପ୍ରାର୍ଥୀଙ୍କ ସହ ୧୩ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଭରିଛନ୍ତି । ବିଜେପିରୁ ପ୍ରଦୀପ ପୁରୋହିତ, ବିଜେଡିରୁ ବର୍ଷା ସିଂ ବରିହା ଓ କଂଗ୍ରେସରୁ ସତ୍ୟ ଭୂଷଣ ସାହୁ ନାମାଙ୍କନ ଦାଖଲ କରିଥିବା ବେଳେ…
Read More...

ନାମାଙ୍କନ ପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ସତ୍ୟ ଭୂଷଣ ସାହୁ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନରେ ତିନିଦଳର ପ୍ରାର୍ଥୀଙ୍କ ସହ ଅନ୍ୟ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି । ବିରାଟ ଶୋଭାଯାତ୍ରାରେ ଆସି ନାମାଙ୍କନ ଭରିଛନ୍ତି କଂଗ୍ରେସ ପ୍ରାର୍ଥୀ ସତ୍ୟଭୁଷଣ ସାହୁ । ତାଙ୍କ ସାଥୀରେ ପିସିସି…
Read More...

ପଦ୍ମପୁର ଉପଜିଲ୍ଲାପାଳ କାର୍ଯ୍ୟାଳୟରେ ଦଳୀୟ ସମର୍ଥକଙ୍କ ସହିତ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡ଼ି ପ୍ରାର୍ଥିନୀ ବର୍ଷା…

ପଦ୍ମପୁର, (ନିରୋଜ କୁମାର ପାଣୀ) : ବିଜେଡ଼ି ପ୍ରାର୍ଥିନୀ ବର୍ଷା ସିଂ ବରିହା ଗତକାଲି ପ୍ରାର୍ଥୀପତ୍ର ଦାଖଲ କରିବାର ଥିଲା ହେଲେ ପ୍ରାର୍ଥୀପତ୍ର ଦାଖଲ କରି ନଥିଲେ । ଦଳୀୟ ନେତାଙ୍କ ସହ ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନକୁ ଯାଇ ପ୍ରଚାର କରିଥିଲେ । ଆଜି ପଦ୍ମପୁର ଉପଜିଲ୍ଲାପାଳଙ୍କ…
Read More...

ବଢୁଛି ପ୍ରଦୀପ ପୁରୋହିତଙ୍କ ଲୋକ ପ୍ରିୟତା : ବିଜେପିରେ ସାମିଲ ହେଉଛନ୍ତି ବିଜେଡି ଓ କଂଗ୍ରେସର ନେତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପନିର୍ବାଚନ ଅବସରରେ ପ୍ରଦୀପ ପୁରୋହିତଙ୍କ ପତିଆରା ଧୀରେ ଧୀରେ ବୃଦ୍ଧି ପାଇବାକୁ ଲାଗୁଛି । ତାଙ୍କର କାର୍ଯ୍ୟଶୈଳୀରେ ଅନୁପ୍ରାଣିତ ହୋଇ ଝାରବନ୍ଧ ବ୍ଲକ ଚଣ୍ଡୀଭଟା ଗ୍ରାମ ପଞ୍ଚାୟତ ଜାମପାଲି ଗ୍ରାମର ବରିଷ୍ଠ କଂଗ୍ରେସ ନେତା…
Read More...

ପଦ୍ମପୁର ଜିଲ୍ଲା କ୍ରିୟାନୁଷ୍ଠାନ କମିଟିକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶୃତି ଏକ ଛଳନା : ଜୟନାରାୟଣ ମିଶ୍ର

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲାରେ ରାଜ୍ୟ ସରକାର ଓ ବୀମା କମ୍ପାନୀ ଦ୍ୱାରା ପ୍ରଦାନ କରାଯାଇ ଥିବା ତୃଟିପୂର୍ଣ୍ଣ ଅମଳ ପରୀକ୍ଷା ଉପରେ ଧର୍ମେନ୍ଦ୍ର ପ୍ରଧାନ ଦୃଷ୍ଟି ଆକର୍ଷଣ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପାଇଁ ବରଗଡ ଜିଲ୍ଲା ପଦ୍ମପୁରର ଚାଷୀ…
Read More...

ସ୍ଵର୍ଗତ ସାଇଧର ପାଣ୍ଡେଙ୍କ ଏକାଦଶାହରେ ଶ୍ରଦ୍ଧାଞ୍ଜଳି ସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଳକ ସରଗୁଲ ଗ୍ରାମର ନିବାସ ଗନ୍ଧମାର୍ଦ୍ଦନ ସୁରକ୍ଷା ଆନ୍ଦୋଳନର ତଥା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘ ସକ୍ରିୟ ସଭ୍ୟ ସ୍ଵର୍ଗତ ସାଇଧର ପାଣ୍ଡେଙ୍କ ଏକାଦଶାହରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ…
Read More...

ପ୍ରଧାନମନ୍ତ୍ରୀ ଫସଲବୀମାକୁ ନେଇ କେନ୍ଦ୍ର କୃଷିମନ୍ତ୍ରୀଙ୍କ ବଡ ଘୋଷଣା : ଧନ୍ୟବାଦ ଜଣାଇଲେ ବରଗଡ ଜିଲ୍ଲା ବିଜେପି…

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁରରେ ଫସଲବୀମାର କ୍ଷତିପୂରଣ ପାଇବାକୁ ନେଇ ଚାଷୀମାନେ ଅନେକ ଦିନଧରି ଆନ୍ଦୋଳନ କରୁଛନ୍ତି । ଚାଷୀଙ୍କ ସମସ୍ୟା ସମ୍ପର୍କରେ ଗତକାଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ “କୃଷକ ସଂଗଠନ” ଓ “ପ୍ରସ୍ତାବିତ ପଦ୍ମପୁର ଜିଲ୍ଲା କେନ୍ଦ୍ରୀୟ…
Read More...

ରାଜ୍ୟ ସରକାରଙ୍କ ଚାଷୀମାରଣ ନୀତି ବିରୁଦ୍ଧରେ ବ୍ୟାପକ ଜନଆନ୍ଦୋଳନ କରିବ ବିଜେପି : ସମୀର ମହାନ୍ତି

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜ୍ୟ ସରକାରଙ୍କ ଚାଷୀମାରଣ ନୀତି ବିରୁଦ୍ଧରେ ବ୍ୟାପକ ଜନଆନ୍ଦୋଳନ କରିବ ବିଜେପି ବୋଲି କହିଛନ୍ତି ସମୀର ମହାନ୍ତି । ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଭାରତୀୟ ଜନତା ପାର୍ଟି ରାଜ୍ୟରେ ଚାଷୀଙ୍କ ହକ୍‌ ପାଇଁ ସବୁବେଳେ ରାଜନୈତିକ ଲଢେ଼ଇ ଲଢ଼ି ଆସିଛି ।…
Read More...

ଗନ୍ଧମାର୍ଦ୍ଦନ ସୁରକ୍ଷା ଆନ୍ଦୋଳନର ପ୍ରମୁଖ ଆନ୍ଦୋଳନ କର୍ମୀ ଚନ୍ଦ୍ରା ମାଝୀଙ୍କ ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗନ୍ଧମାର୍ଦ୍ଦନ ସୁରକ୍ଷା ଆନ୍ଦୋଳନର ପ୍ରମୁଖ ଆନ୍ଦୋଳନ କର୍ମୀ ଚନ୍ଦ୍ରା ମାଝୀଙ୍କ ୭୫ ବର୍ଷ ବୟସରେ ଆଜି ସକାଳେ ପରଲୋକ ହୋଇଯାଇଛି । ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ ଅନ୍ତର୍ଗତ ପୁରେନା ଗ୍ରାମର ସ୍ୱର୍ଗତ ମାଝୀ ଗନ୍ଧମାର୍ଦ୍ଦନ ସୁରକ୍ଷା ଆନ୍ଦୋଳନର ପ୍ରମୁଖ…
Read More...