Browsing Tag

padampur news

ବିଜେପି ଏସ୍‌ଏଚ୍‌ଜି ମହିଳା ସମାବେଶ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ଅନ୍ତର୍ଗତ ମହୁଲପାଲିଠାରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ଏସ୍‌ଏଚ୍‌ଜି ମହିଳା ସମାବେଶ ଅନୁଷ୍ଠିତ ହୋଇଯାଇଛି । ୨୦ଟି ଏସ୍ଏଚ୍‌ଜିର ପାଖାପାଖି ୨୦୦ ସଦସ୍ୟାଙ୍କ ଉପସ୍ଥିତିରେ ଅନୁଷ୍ଠିତ । ଏହି ସମାବେଶରେ ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷା
Read More...

ବୋଡାସମ୍ବର ଜମିଦାରଙ୍କୁ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ଜିଲ୍ଲା ପରିଷଦ ଜୋନ ୨ ନମ୍ବରର ଜିଲ୍ଲା ପରିଷଦ ସଭ୍ୟ ଭାବେ ବୋରାସମ୍ବରର ଜମିଦାର ସୁରେନ୍ଦ୍ର ପ୍ରତାପ ସିଂହ ବରିହା ବିଜୟୀ ହେବା ପରେ ପଲସଦା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖଇରା ଗ୍ରାମକୁ ଆଜି ପ୍ରଥମ ଗ୍ରସ୍ତ
Read More...

ବିଜେପି ପକ୍ଷରୁ ହିତାଧିକାରୀ କୃଷକ ସମାବେଶ ଆୟୋଜିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଅନ୍ତର୍ଗତ ଜଗଦଲପୁର ମଣ୍ଡଳ ଦେଏତି ଗ୍ରାମର ଆମ୍ବ ତୋଟାରେ ଭାରତୀୟ ଜନତା ପାର୍ଟି ପଦ୍ମପୁର ନିର୍ବାଚନ ମଣ୍ଡଳୀ ପକ୍ଷରୁ ହିତାଧିକାରୀ କୃଷକ ସମାବେଶ ଅନୁଷ୍ଠିତ ହୋଇଯାଇଛି । ଜଗଦଲପୁର ମଣ୍ଡଳ ସଭାପତି ହରେକୃଷ୍ଣ ପଟେଲଙ୍କ
Read More...

ବ୍ରାହ୍ମଣଡିହିରେ ୧୫ତମ ଶୀତଳ ଷଷ୍ଠୀ ପାଳିତ

ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ୨୫ ଜଣଙ୍କୁ ସମ୍ବର୍ଦ୍ଧନା ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଧିନସ୍ଥ ବ୍ରାହ୍ମଣଡିହି ଗ୍ରାମରେ ୧୫ତମ ଶୀତଳ ଷଷ୍ଠୀ ମହା ସମାରୋହରେ ପାଳିତ ହୋଇଯାଇଛି । କନ୍ୟା ପିତା ମାତା ଭାବରେ ହେମନ୍ତ ପାତ୍ର ସପତ୍ନିକ କାର୍ଯ୍ୟନିର୍ବାହ କରଥିବା ବେଳେ ବର
Read More...

ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଫିରିଙ୍ଗିମାଲକୁ ପ୍ରକୃତି ମିତ୍ର ପୁରସ୍କାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଫିରିଙ୍ଗିମାଲକୁ ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ତରଫରୁ ପ୍ରକୃତି ମିତ୍ର ୨୦୨୨ ପୁରସ୍କାର ମିଳିଛି । ଏଥିରେ ସଂପୃକ୍ତ ବିଦ୍ୟାଳୟକୁ ଏକ ମାନପତ୍ର ସହ କୋଡ଼ିଏ ହଜାର ଟଙ୍କା
Read More...

କନସିଂହାଠାରେ ସପ୍ତମ ଶୀତଳ ଷଷ୍ଠୀ ଶିବ ବିବାହ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଲକ୍ କନସିଂହା ଗ୍ରାମ ସ୍ଥିତ ବାବା ଚନ୍ଦ୍ରଶେଖର ପୀଠରେ ମହାନ୍ ପୌରାଣିକ କଥାବସ୍ଥୁ ଉପରେ ଆଧାରିତ ଦେବଦେବ ମହାଦେବ ଓ ମାତା ପାର୍ବତୀଙ୍କ ବିବାହୋତ୍ସବ ନିରାଡମ୍ବର ଭାବେ ପାଳିତ ହୋଇଛି । ଚଳିତ ବର୍ଷ ଏହା ସପ୍ତମ ଶୀତଳ ଷଷ୍ଠୀ
Read More...

ନବ ନିର୍ମିତ ଶ୍ରୀ ଶ୍ରୀ ବିଶେଶ୍ଵର ମହାଦେବ ମନ୍ଦିର ପ୍ରତିଷ୍ଠା ପାଇଁ କଳସ ଶୋଭାଯାତ୍ରା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଜାମସେଠ ଗ୍ରାମ ପଞ୍ଚାୟତ ଚେରଙ୍ଗାଝାଞ୍ଜି ନିବାସୀ ତଥା ଅବସରପ୍ରାପ୍ତ ଶିକ୍ଷକ ସଦାନନ୍ଦ ସାହୁଙ୍କ ଦ୍ଵାରା ନବ ନିର୍ମିତ ଶ୍ରୀ ଶ୍ରୀ ବିଶେଶ୍ୱର ମହାଦେବ ମନ୍ଦିର ପ୍ରତିଷ୍ଠା ପାଇଁ ଆଜି ଅଙ୍ଗନଦୀରୁ ୨୧୬ ପବିତ୍ର ପୂର୍ଣ୍ଣ
Read More...

ପ୍ରଧାନମନ୍ତ୍ରୀ ଫସଲ ବୀମା ଜାଲିଆତି ଅଭିଯୋଗରେ ରାଜ ବୋଡାସମ୍ବର କୃଷକ ସଂଗଠନ ପଞ୍ଚାୟତ ସଭାପତି ବେଦବର ସାହୁଙ୍କୁ…

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ରାଜ ବୋଡାସମ୍ବର କୃଷକ ସଂଗଠନ ପାଇକମାଲ ବ୍ଲକ ଆନୁକୂଲ୍ୟରେ ସଭାପତି ବିଶ୍ୱନାଥ ରଣା ସଭାପତିତ୍ୱରେ ଏକ ଚାଷୀ ସମାବେଶ ଅନୁଷ୍ଠିତ ହୋଇଥିଲା । ଅନୁଷ୍ଠିତ ଚାଷୀ ସମାବେଶ ୨୦୨୧ ମସିହାର ପ୍ରଧାନମନ୍ତ୍ରୀ ଫସଲ ବୀମା ଜୁନ ୧୨ ତାରିଖ ସୁଦ୍ଧା ପ୍ରଦାନ
Read More...

ପ୍ରଧାନ ଶିକ୍ଷକ ନୀଳମଣି ସ୍ୱାଇଁଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ୍ ଅନ୍ତର୍ଗତ କନସିଂହା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିଳମଣି ସ୍ୱାଇଁଙ୍କୁ ଆଜି ତାଙ୍କ ଚାକିରିରୁ ଅବସର ଗ୍ରହଣ କରିଥିବା ଯୋଗୁଁ ଏକ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ପଦ୍ମପୁର
Read More...

ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପାଇକମାଲ ବ୍ଲକ ବରତୁଣ୍ତା ଇନ୍ଦିରା ପ୍ରିୟଦର୍ଶନୀ ଉଚ୍ଚ ବିଦ୍ୟାଳୟ ସହକାରୀ ଶିକ୍ଷକ ଗଣେଶ ଚନ୍ଦ୍ର ସାହୁଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ ଯୋଶୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ
Read More...