Browsing Tag

padampur news

ସଂକ୍ରୀରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବର ତୃତୀୟ ଦିବସ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଅମଠି ଗ୍ରାମ ପଞ୍ଚାୟତ ସଂକ୍ରୀ ଗ୍ରାମରେ ନବ ନିର୍ମିତ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବର ଆଜି ତୃତୀୟ ଦିନରେ ନୀଳଚକ୍ର ପୂଜାର୍ଚ୍ଚନା କରାଯାଇଥିଲା । ଏହା ସହିତ ଅନ୍ୟାନ୍ୟ ଦୀପ ଘଣ୍ଟକୁ ସ୍ନାନ କରାଯାଇଥିଲା ।
Read More...

ହନୁମାନ ମନ୍ଦିର ପ୍ରତିଷ୍ଠା ଓ ଷୋହଳ ପ୍ରହରୀ ନାମଯଜ୍ଞ : ହରିରାମ ଭକ୍ତି ଭାବରେ ବୁଡିଲେ ଭକ୍ତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଭେଙ୍ଗରାଜପୁର ପଞ୍ଚାୟତ ବନମାଲ ଗ୍ରାମଠାରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ ଓ ଷୋହଳ ପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ତା ୨/୫/୨୨ ରୁ ୪/୫/୨୨ ପର୍ଯ୍ୟନ୍ତ ଅନୁଷ୍ଠିତ ତିନି ଦିନ ଧରି ଷୋହଳ ପ୍ରହର
Read More...

ସଂକ୍ରୀରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବର ଦ୍ୱିତୀୟ ଦିବସ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଅମଠି ଗ୍ରାମ ପଞ୍ଚାୟତ ସଂକ୍ରୀ ଗ୍ରାମରେ ନବ ନିର୍ମିତ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ ଆଜି ଦ୍ଵିତୀୟ ଦିନରେ ପହଞ୍ଚିଛି । ଯଜ୍ଞ ମଣ୍ଡପରେ ପୂଜାର୍ଚ୍ଚନା ଜାରି ରହିଥିବା ବେଳେ ଚବିଶ ପ୍ରହରୀ ଅଖଣ୍ଡ ନାମ ଯଜ୍ଞ
Read More...

ଝାରବନ୍ଧରେ ଅକ୍ଷୟ ତୃତୀୟା ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ଝାରବନ୍ଧ ବ୍ଲକ ଭଇଁସାଦର୍ହା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ନଳାପାଣି ଠାରେ ରାଜ ବୋଡାସମ୍ବର କୃଷକ ସଙ୍ଗଠନ ଝାରବନ୍ଧ ତରଫରୁ ଅଖିମୁଠି ଅନୁକୂଳ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଏବିଡିଓ ଭୀଷ୍ମଦେବ ମାଝୀ,
Read More...

ବରିକେଲଠାରେ ରାଜ୍ୟ ସ୍ତରୀୟ ଅକ୍ଷୟ ତୃତୀୟା ଉତ୍ସବ ପାଳନ କଲା ରାଜ୍ୟ କୃଷକ ମୋର୍ଚ୍ଚା : ଯବାନ ଓ କିଷାନ ସମ୍ବର୍ଦ୍ଧିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ବରିକେଲ ଗ୍ରାମରେ ରାଜ୍ୟସ୍ତରୀୟ "ଅକ୍ଷୟ ତୃତୀୟା" ଉତ୍ସବ ପାଳିତ ହୋଇଯାଇଛି । ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ତଥା ପଦ୍ମପୁର ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଜମିକୁ ବିଧି ଅନୁଯାୟୀ
Read More...

ଅଖିଳ ଭାରତୀୟ ଗୋଣ୍ଡ ସମାଜର ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ଅଖିଳ ଭାରତୀୟ ଗୋଣ୍ଡ ସମାଜର ଶ୍ରୀ ଶ୍ରୀ ନୃସିଂହନାଥ ସ୍ଥିତ ବଡଦେଓ ମଣ୍ତପଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ସର୍ବ ପ୍ରଥମେ ଶ୍ରୀ ବୁଢାଦେଓ ଠାରେ ପୂଜାର୍ଚ୍ଚନା ପରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା । ସଭାରେ ନନ୍ଦ କିଶୋର
Read More...

ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଝାରବନ୍ଧ ବ୍ଲକ ଅମଠି ଗ୍ରାମ ସଂକ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଅବସରରେ ଆଜି କଳସ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଗ୍ରାମର ଭଦ୍ରବ୍ୟକ୍ତି ଓ ଭଦ୍ର ମହିଳା ସହିତ ଆଖପାଖ ଅଞ୍ଚଳ ଗାଁର ଜନ ସାଧାରଣ ଯୋଗଦାନ କରିଥିଲେ । ଶ୍ରୀ ଜଗନ୍ନାଥ ମନ୍ଦିର
Read More...

ମହିଳା ଡିଗ୍ରୀ ମହାବିଦ୍ୟାଳୟ କର୍ମଚାରୀଙ୍କ ବିୟୋଗ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ମହିଳା ଡିଗ୍ରୀ ମହା ବିଦ୍ୟାଳୟର କର୍ମଚାରୀ ବିଲାସିନୀ ବାରିକଙ୍କ ଅକାଳ ବିୟୋଗ ହୋଇଥିବା ଖବର ମିଳିଛି । ମୃତ୍ୟୁ ସମୟରେ ତାଙ୍କୁ ୩୩ ବର୍ଷ ବୟସ ହୋଇଥିଲା । ସେ ଏହି କଲେଜରେ ଚତୁର୍ଥ କର୍ମଚାରୀ ଭାବେ କାର୍ଯ୍ୟରତ ଥିଲେ । ସେ ମିଷ୍ଟଭାଷୀ ତଥା
Read More...

ଫ୍ରେଜରପୁର ପ୍ରଧାନ ଶିକ୍ଷକଙ୍କ ବିଦାୟ ସମ୍ବର୍ଦ୍ଧନା ସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ କୋଛଦାଦର ଗ୍ରାମ ପଞ୍ଚାୟତ ଫ୍ରେଜରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଦିଲ୍ଲୀପ କୁମାର ସାହୁଙ୍କ ସଭାପତିତ୍ୱରେ ପ୍ରଧାନ ଶିକ୍ଷକ ସୁକାନ୍ତ କୁମାର ସାହୁଙ୍କ ବିଦାୟକାଳୀନ ସଭା ଅନୁଷ୍ଠିତ ହୋଇଯାଇଛି
Read More...

ଉଦ୍‌ଯାପିତ ହେଲା ଦ୍ୱିତୀୟ ପଦ୍ମପୁର ଲୋକ ମହୋତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗତ ଏପ୍ରିଲ ୨୯ ତାରିଖରୁ ପଦ୍ମପୁର ଟାଉନ କ୍ଲବ ଆନୁକୂଲ୍ୟରେ ଅଶୋକ ଖେଳ ପଡିଆରେ ଆୟୋଜିତ ଦ୍ବିତୀୟ ପଦ୍ମପୁର ଲୋକ ମହୋତ୍ସବ ୧ ତାରିଖ ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଯାଇଛି । କେଶ ରଞ୍ଜନ ପ୍ରଧାନ ଓ ଅଶୋକ କୁମାର ବହିଦାରଙ୍କ ସଞ୍ଚାଳନାରେ ଅନୁଷ୍ଠିତ ଉଦ୍‌ଯାପନୀ
Read More...