Browsing Tag

padampur news

ବ୍ରାହ୍ମଣଡିହିରେ ୧୫ତମ ଶୀତଳ ଷଷ୍ଠୀ ପାଳିତ

ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ୨୫ ଜଣଙ୍କୁ ସମ୍ବର୍ଦ୍ଧନା ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଧିନସ୍ଥ ବ୍ରାହ୍ମଣଡିହି ଗ୍ରାମରେ ୧୫ତମ ଶୀତଳ ଷଷ୍ଠୀ ମହା ସମାରୋହରେ ପାଳିତ ହୋଇଯାଇଛି । କନ୍ୟା ପିତା ମାତା ଭାବରେ ହେମନ୍ତ ପାତ୍ର ସପତ୍ନିକ କାର୍ଯ୍ୟନିର୍ବାହ କରଥିବା ବେଳେ ବର
Read More...

ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଫିରିଙ୍ଗିମାଲକୁ ପ୍ରକୃତି ମିତ୍ର ପୁରସ୍କାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଫିରିଙ୍ଗିମାଲକୁ ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ତରଫରୁ ପ୍ରକୃତି ମିତ୍ର ୨୦୨୨ ପୁରସ୍କାର ମିଳିଛି । ଏଥିରେ ସଂପୃକ୍ତ ବିଦ୍ୟାଳୟକୁ ଏକ ମାନପତ୍ର ସହ କୋଡ଼ିଏ ହଜାର ଟଙ୍କା
Read More...

କନସିଂହାଠାରେ ସପ୍ତମ ଶୀତଳ ଷଷ୍ଠୀ ଶିବ ବିବାହ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଲକ୍ କନସିଂହା ଗ୍ରାମ ସ୍ଥିତ ବାବା ଚନ୍ଦ୍ରଶେଖର ପୀଠରେ ମହାନ୍ ପୌରାଣିକ କଥାବସ୍ଥୁ ଉପରେ ଆଧାରିତ ଦେବଦେବ ମହାଦେବ ଓ ମାତା ପାର୍ବତୀଙ୍କ ବିବାହୋତ୍ସବ ନିରାଡମ୍ବର ଭାବେ ପାଳିତ ହୋଇଛି । ଚଳିତ ବର୍ଷ ଏହା ସପ୍ତମ ଶୀତଳ ଷଷ୍ଠୀ
Read More...

ନବ ନିର୍ମିତ ଶ୍ରୀ ଶ୍ରୀ ବିଶେଶ୍ଵର ମହାଦେବ ମନ୍ଦିର ପ୍ରତିଷ୍ଠା ପାଇଁ କଳସ ଶୋଭାଯାତ୍ରା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଜାମସେଠ ଗ୍ରାମ ପଞ୍ଚାୟତ ଚେରଙ୍ଗାଝାଞ୍ଜି ନିବାସୀ ତଥା ଅବସରପ୍ରାପ୍ତ ଶିକ୍ଷକ ସଦାନନ୍ଦ ସାହୁଙ୍କ ଦ୍ଵାରା ନବ ନିର୍ମିତ ଶ୍ରୀ ଶ୍ରୀ ବିଶେଶ୍ୱର ମହାଦେବ ମନ୍ଦିର ପ୍ରତିଷ୍ଠା ପାଇଁ ଆଜି ଅଙ୍ଗନଦୀରୁ ୨୧୬ ପବିତ୍ର ପୂର୍ଣ୍ଣ
Read More...

ପ୍ରଧାନମନ୍ତ୍ରୀ ଫସଲ ବୀମା ଜାଲିଆତି ଅଭିଯୋଗରେ ରାଜ ବୋଡାସମ୍ବର କୃଷକ ସଂଗଠନ ପଞ୍ଚାୟତ ସଭାପତି ବେଦବର ସାହୁଙ୍କୁ…

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ରାଜ ବୋଡାସମ୍ବର କୃଷକ ସଂଗଠନ ପାଇକମାଲ ବ୍ଲକ ଆନୁକୂଲ୍ୟରେ ସଭାପତି ବିଶ୍ୱନାଥ ରଣା ସଭାପତିତ୍ୱରେ ଏକ ଚାଷୀ ସମାବେଶ ଅନୁଷ୍ଠିତ ହୋଇଥିଲା । ଅନୁଷ୍ଠିତ ଚାଷୀ ସମାବେଶ ୨୦୨୧ ମସିହାର ପ୍ରଧାନମନ୍ତ୍ରୀ ଫସଲ ବୀମା ଜୁନ ୧୨ ତାରିଖ ସୁଦ୍ଧା ପ୍ରଦାନ
Read More...

ପ୍ରଧାନ ଶିକ୍ଷକ ନୀଳମଣି ସ୍ୱାଇଁଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ୍ ଅନ୍ତର୍ଗତ କନସିଂହା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିଳମଣି ସ୍ୱାଇଁଙ୍କୁ ଆଜି ତାଙ୍କ ଚାକିରିରୁ ଅବସର ଗ୍ରହଣ କରିଥିବା ଯୋଗୁଁ ଏକ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ପଦ୍ମପୁର
Read More...

ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପାଇକମାଲ ବ୍ଲକ ବରତୁଣ୍ତା ଇନ୍ଦିରା ପ୍ରିୟଦର୍ଶନୀ ଉଚ୍ଚ ବିଦ୍ୟାଳୟ ସହକାରୀ ଶିକ୍ଷକ ଗଣେଶ ଚନ୍ଦ୍ର ସାହୁଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ ଯୋଶୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ
Read More...

ନୃସିଂହନାଥଠାରେ ମୋଦୀ ସରକାରଙ୍କ ୮ବର୍ଷ ପୂର୍ତ୍ତି ଅବସରରେ “ଗରିବ କଲ୍ୟାଣ ସମ୍ମେଳନ” ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଶ୍ଚିମ ଓଡ଼ିଶାର ପବିତ୍ର ତୀର୍ଥସ୍ଥଳୀ ଶ୍ରୀ ଶ୍ରୀ ନୃସିଂହନାଥ ପୀଠର ଆଇଓସିଏଲ ଅତିଥି ଭବନ ପରିସରରେ ବିଜେପି ରାଜ୍ୟ କୃଷକ ମୋର୍ଚ୍ଚା ଦ୍ବାରା କେନ୍ଦ୍ରରେ ପ୍ରତିଷ୍ଠିତ "ମୋଦୀ ସରକାର"ଙ୍କ ୮ ବର୍ଷ ପୂର୍ତ୍ତି ଉତ୍ସବ ଅବସରରେ 'ଗରିବ କଲ୍ୟାଣ ସମ୍ମେଳନ'
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହା ବିଦ୍ୟାଳୟରେ ଆଜି ପୂର୍ବାହ୍ନ ନଅଟା ବେଳେ ବିଶ୍ଵ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଅଛି । ଏହି ଉପଲକ୍ଷେ ଏକ ତର୍କ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀ ମାନେ ଅଂଶ
Read More...

ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସମାରୋହ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ବିଜେପୁର ବ୍ଲକ ଅନ୍ତର୍ଗତ ଧୂମାପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ସମାରୋହ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁରେଶ କୁମାର ରାଉତରାୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଅବସର
Read More...