ଟୁର୍ଚାରେ ପାଇପ ଜଳ ଯୋଗାଣ : ନିମ୍ନ ମାନର କାମ ଯୋଗୁଁ ପାଇପ ଫାଟି ପାଣି ଲିକ୍
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲାଟ ବ୍ଲକ ଗୌରେନମୁଣ୍ଡା ଗ୍ରାମ ପଞ୍ଚାୟତ ଟୁର୍ଚାରେ ହୋଇଥିବା ଜଳ ଯୋଗାଣରେ ନିମ୍ନ ମାନର କାମ ଯୋଗୁଁ ବିଭିନ୍ନ ସ୍ଥାନରେ ପାଣି ଲିକ ହେଉଛି । ଏହାଦ୍ୱାରା ଜଳ ଯୋଗାଣ ବନ୍ଦ ହୋଇଥିବାରୁ ଲୋକେ ବହୁ ଅସୁବିଧାର ସମ୍ମୁଖିନ ହେଉଥିବା!-->…
Read More...
Read More...