ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ଫିରିଙ୍ଗିମାଲ ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଫିରିଙ୍ଗିମାଲ ଠାରେ ଅପରାହ୍ନ ୩ ଘଣ୍ଟା ସମୟରେ ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧିମାନଙ୍କୁ ନେଇ ଏକ ସ୍ୱାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା । ଉକ୍ତ ସଭାରେ!-->…
Read More...
Read More...