Browsing Tag

padampur news

୨୦୨୧-୨୨ର ପ୍ରଧାନମନ୍ତ୍ରୀ ଫସଲ ବୀମା ଟଙ୍କା ଯୋଗାଇବାରେ ଏଚ୍‌ଡିଏଫ୍‌ସି ବୀମା କମ୍ପାନୀର ଜାଲିଆତି, ଓଡ଼ିଶା ସରକାରର…

ପଦ୍ମପୁର, (ନିରୋଜ କୁମାର ପାଣୀ) : ଦୀର୍ଘ ଦିନ ଧରି କୃଷକମାନଙ୍କ ଆନ୍ଦୋଳନ ଓ ଜିଲ୍ଲା ପ୍ରଶାସନର ପ୍ରତିଶୃତି ସତ୍ୱେ ଏଚ୍‌ଡିଏଫ୍‌ସି, ଏଗ୍ରୋ ବୀମା କମ୍ପାନୀ ଚାଷୀମାନଙ୍କୁ ୨୦୨୧-୨୨ ବର୍ଷର ପ୍ରଧାନମନ୍ତ୍ରୀ ଫସଲ ବୀମା ଟଙ୍କା ଚାଷୀଙ୍କୁ ଯୋଗାଇ ଦେବାରେ ଜାଲିଆତି, ଟାଳଟୂଳ ନୀତି ଅବଲମ୍ବନ…
Read More...

ପଦ୍ମପୁର କେନ୍ଦୁପତ୍ର ଡିଏଫ୍‌ଓଙ୍କ ସହ କେନ୍ଦୁପତ୍ର କର୍ମଚାରୀ ସଂଘର ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ନୂତନ ଭାବେ ପଦ୍ମପୁର କେନ୍ଦୁପତ୍ର ଡିଭିଜନର ଡିଏଫ୍‌ଓ ଭାବେ ଯୋଗଦେଇ ଥିବା ବିଭୂତି ଭୂଷଣ ବେହେରାଙ୍କ ସହ ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘର ପଦ୍ମପୁର ଡିଭିଜନ କମିଟି ଏକ ବୈଠକ ପଦ୍ମପୁର କେନ୍ଦୁପତ୍ର ବଙ୍ଗଲାଠାରେ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା…
Read More...

ସ୍ଥାୟୀ ଶିକ୍ଷକ ନିଯୁକ୍ତି ଦାବୀ ନେଇ ସ୍କୁଲ ସମ୍ମୁଖରେ ତାଲା ପକାଇ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ଅନ୍ତର୍ଗତ ସର୍ଗିବାହାଲ ପଞ୍ଚାୟତ ଅଧିନରେ ଥିବା ଢୋଲବନ୍ଧ ଗ୍ରାମରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ପର୍ୟ୍ୟନ୍ତ ଶ୍ରେଣୀ ରହିଥିବା ବେଳେ ଚାରିଜଣ ଶିକ୍ଷକ କେମିତି ପାଠ ପଢାଇବେ ବୋଲି ସ୍ଥାନୀୟ ଅଞ୍ଚଳରେ ପ୍ରଶ୍ନ…
Read More...

ମାଣ୍ଡୋସିଲ ଜୁନିୟର କଲେଜରେ ବନ ମହୋତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ମାଣ୍ଡୋସିଲ ଜୁନିୟର କଲେଜରେ ଅଧ୍ୟକ୍ଷା ପୁଷ୍ପାଞ୍ଜଳି ମହାପାତ୍ରଙ୍କ ତତ୍ତ୍ୱାବଧାନରେ ବନ ମହୋତ୍ସବ ପାଳିତ ହୋଇଯାଇଛି । ଏଥିରେ ପରିବେଶ ପ୍ରତି ସଚେତନ ହୋଇ କିଭଳି ସବୁଜ ପରିବେଶ ସୃଷ୍ଟି ହେବ ସେଥିପ୍ରତି ଦୃଷ୍ଟି ଦେବା ସହ ବୃକ୍ଷ ରୋପଣ କରାଯାଇଛି ।…
Read More...

ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ସିଏସସି ଆସୋସିଆସନ ଗାଇସିଲେଟ ବ୍ଲକ ତରଫରୁ ଶ୍ରଦ୍ଧାକର ସାହୁଙ୍କର ନେତୃତ୍ୱରେ ଏକ ବୃକ୍ଷରୋପଣ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ଡାଙ୍ଗବାହାଲରୁ ଲେବିଡ଼ି ରାସ୍ତାରେ ପ୍ରାୟ ୧୦୦ରୁ ଅଧିକ ଚାରା ଲଗା ଯାଇଥିଲା । ସମାଜକୁ ପରିବେଶ ବଞ୍ଚାଅ…
Read More...

ମରଣଯନ୍ତା ସାଜିଛି ପ୍ରଧାନମନ୍ତ୍ରୀ ସଡକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ବୈରଖପାଲି ଗ୍ରାମରୁ ବୁଡାପାଲି ଗ୍ରାମକୁ ସଂଯୋଗ କରୁଥିବା ଦୁଇଟି ରାସ୍ତା ବର୍ତ୍ତମାନ ମରଣଯନ୍ତା ପାଲଟିଛି । ଏଠାରେ ସୂଚନା ଯୋଗ୍ୟ ଯେ, ଗଙ୍ଗାଧର୍ ମେହେର ଉଠା ଜଳସେଚନ ପ୍ରକଳ୍ପର କାମ ଚାଲିଥଲା । ରାସ୍ତାରେ ଗାତ ଖୋଳି ନଳ…
Read More...

ପାଇକମାଲଠାରେ ସମଲପୁରୀ ଦିନ ପାଇଁ ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲରେ ସମଲପୁରୀ ଦିନ ପାଇଁ ଅନ୍ତିମ ପ୍ରସ୍ତୁତି ବୈଠକ ପଦ୍ମପୁର ପୂର୍ବତନ ବିଧାୟକ ତଥା ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ପ୍ରଦୀପ କୁମାର ପୁରୋହିତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ସଂପାଦକ ରାଜେନ୍ଦ୍ର କୁମାର ମହାନ୍ତି ବୈଠକର…
Read More...

ବରିଷ୍ଠ ପ୍ରଧାନ ଶିକ୍ଷକ ଜତିନ୍ଦ୍ର ଦାଶଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ କଂସର ବିଦ୍ୟାଳୟରେ କାର୍ଯ୍ୟରତ ଥିବା ପ୍ରଧାନ ଶିକ୍ଷକ ଜତିନ୍ଦ୍ର କୁମାର ଦାଶ ଅବସର ଗ୍ରହଣ କରିଛନ୍ତି । ସେ ଜଣେ ଆଦର୍ଶ ଶିକ୍ଷକ ଭାବରେ ଅଞ୍ଚଳରେ ବେଶ ପରିଚିତ । ଏହି ଅବସରରେ ସଦାନନ୍ଦ ପୁରୋହିତଙ୍କ ସଭାପତିତ୍ୱରେ ସମ୍ବର୍ଦ୍ଧନା ସଭା…
Read More...

୧୮ ଜୁଲାଇରୁ ପଦ୍ମପୁର ସବଡିଭିଜନକୁ ଅଚଳ କରିବ ରାଜବୋଡାସମ୍ବର କୃଷକ ସଙ୍ଗଠନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ରାଜବୋଡାସମ୍ବର କୃଷକ ସଂଗଠନର ପକ୍ଷରୁ ଗୋରୁବଜାର ପ୍ରାଙ୍ଗଣରେ ସ୍ଥାୟୀ ସଭାପତି ବାଞ୍ଛାନିଧି ସାହୁଙ୍କ ସଭାପତିତ୍ୱରେ ଫସଲବୀମା ବିଭ୍ରାଟକୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଗତ ୨୦୨୧ ଖରିଫ ଋତୁରେ ଭୟଙ୍କର ମରୁଡି ସତ୍ୱେ…
Read More...

ପଦ୍ମପୁର ମହାବିଦ୍ୟାଳୟରେ ବନ ମହୋତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲାର ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ପରିସରରେ ବନ ମହୋତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି । ଯୁବ ରେଡକ୍ରସ୍,ଏନଏସଏସ, ଏନ୍‌ସିସି ଓ ଇକୋ କ୍ଲବ୍‌ର ମିଳିତ ଉଦ୍ୟମରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ପୂର୍ବରୁ ଛାତ୍ରଛାତ୍ରୀମାନଙ୍କ…
Read More...