ବରଗଡ଼ ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ ଶିବିର “ସମ୍ଭବ”ର ପଞ୍ଚମ ଓ ଷଷ୍ଠ ପର୍ଯ୍ୟାୟ ଉଦଯାପିତ
ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ ଶିବିର "ସମ୍ଭବ"ର ପଞ୍ଚମ ଓ ଷଷ୍ଠ ପର୍ଯ୍ୟାୟ ସ୍ଥାନୀୟ ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦମପୁରରେ ଉଦଯାପିତ ହୋଇଯାଇଛି । ପ୍ରଧାନ ଶିକ୍ଷକଙ୍କ ଦକ୍ଷତା ଓ ନେତୃତ୍ୱ ବିକାଶ ନିମନ୍ତେ ଆୟୋଜିତ ଏହି ଶିବିରର!-->…
Read More...
Read More...