Browsing Tag

padampur news

ଉଦୟନାଥ ଫର୍ଣ୍ଣିଚର ତରଫରୁ ମାସିକ କିସ୍ତି ଯୋଜନାର ୯ମ ଲକି ଡ୍ର ଉଠାଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସହର କପସିଲା ରୋଡ଼ସ୍ଥିତ ଉଦୟନାଥ ଫର୍ଣ୍ଣିଚର ତରଫରୁ ଆରମ୍ଭ ହୋଇଥିବା ମାସିକ କିସ୍ତି ଯୋଜନାର ୯ମ ଲକି ଡ୍ର ଉଠାଣ ଗତକାଲି ସଂଧ୍ୟାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉଠାଣର ବିଜେତା ହେଉଛନ୍ତି ପାଟଣାଗଡ଼ର ରାମୁ ବାଗ । ଏହି କାର୍ଯ୍ୟକ୍ରମରେ
Read More...

ଦଳିତ ସାମ୍ବାଦିକଙ୍କୁ ଆକ୍ରମଣକାରୀକୁ ଗିରଫ ଦାବୀରେ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ଆମ୍ବେଦକର ୱାରିୟର ସଂଗଠନର…

ପଦ୍ମପୁର, (ନିରୋଜ କୁମାର ପାଣୀ) : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଆଚରଣ ବିଧି ଉଲଘଂନ ପ୍ରସଙ୍ଗରେ ଖବର ପ୍ରକାଶିତ କରି ରାଜ୍ୟର ବିଭିନ୍ନ ଜିଲ୍ଲାରେ କାର୍ଯ୍ୟରତ ସାମ୍ବାଦିକମାନେ ମରଣାନ୍ତକ ଆକ୍ରମଣର ଶିକାର ହୋଇଛନ୍ତି, ଯାହା ଗଣମାଧ୍ୟମର କଣ୍ଠରୋଧ ଅଟେ । କେତେକ ଘଟଣାର
Read More...

ପାଇକମାଲ ପଞ୍ଚାୟତରେ ନବ ନିର୍ବାଚିତ ସରପଞ୍ଚ ଶ୍ରୀମତୀ ତୁଲାବତୀ ତାଣ୍ଡିଙ୍କ ଦାୟିତ୍ଵ ଗ୍ରହଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ସଦର ଗ୍ରାମ ପଞ୍ଚାୟତରେ ନବ ନିର୍ବାଚିତ ସରପଞ୍ଚ ଶ୍ରୀମତୀ ତୁଲାବତୀ ତାଣ୍ଡି ଆଜି ଦାୟିତ୍ଵ ଗ୍ରହଣ କରିଛନ୍ତି । ଆଜି ପାଇକମାଲ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ଅନୀଲ କୁମାର ପାଣିଗ୍ରାହୀଙ୍କ ଠାରୁ ସେ
Read More...

ଟ୍ରକ ଚକ ତଳେ ଚାପି ହୋଇ ଛାତ୍ରୀଙ୍କ ମୃତ୍ୟୁ, ଘଟଣା ସ୍ଥଳେ ଗାଡି ଚାଳକ ଓ ପୋଲିସକୁ ନିସ୍ତୁକ ମାଡ଼

ପଦ୍ମପୁର, (ନିରୋଜ କୁମାର ପାଣୀ) : ଟ୍ରକ ଚକ ତଳେ ଚାପି ହୋଇ ଜଣେ ଯୁକ୍ତ ଦୁଇ ଛାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଟ୍ରକ ଚାଲକ ଓ ପୋଲିସକୁ ନିସ୍ତୁକ ମାଡ଼ ମାରିଛନ୍ତି ଜନସାଧାରଣ । ଏମିତି ଏକ ଦୃଶ୍ୟ ଆସିଛି ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ଥାନା ଶରଧାପାଲି ଗିରିଧାରୀ କଲେଜ ପାଖରେ
Read More...

କ୍ଷୁଦ୍ର ଉଦ୍ୟୋଗ ବିକାଶ ତାଲିମ କାର୍ଯ୍ୟକ୍ରମ ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲାଟ ବ୍ଲକ ଅନ୍ତର୍ଗତ ଗୁଣ୍ଡୋଲମାଲ ସ୍ୱୟଂସହାୟିକା ଗୋଷ୍ଠୀରୁ ୩୦ ଜଣ ପ୍ରାପ୍ତ ବୟସ୍କା ମହିଳାମାନଙ୍କୁ ନେଇ ଚାଲିଥିବା କ୍ଷୁଦ୍ର ଉଦ୍ୟୋଗ ବିକାଶ ତାଲିମ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ନାବାର୍ଡ ସହାୟତାରେ ଓ ଦେବଦତ୍ତ କ୍ଲବ
Read More...

୧୮୯ ବାଟାଲିୟନ ସିଆର୍‌ପିଏଫ୍‌ ତରଫରୁ ମହିଳା ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ୧୮୯ ବାଟାଲିୟନ ସିଆର୍‌ପିଏଫ୍‌ କମାଣ୍ଡେଣ୍ଟ ପବନ କୁମାର ତିବାରୀଙ୍କ ନିର୍ଦ୍ଦେଶନାରେ କସ୍ତୁରବା ଗାନ୍ଧୀ ମାଟ୍ରିକିନେଟାନ୍ ଅନାଥ ଆଶ୍ରମ ପାଇକମାଲରେ ଛୋଟ ଶିଶୁ ଏବଂ କର୍ମଚାରୀଙ୍କ ସହ ମହିଳା ଦିବସ ପାଳନ କରାଯାଇଥିଲା । ଓଡିଶା ଓପିଏସ୍ ବିଏନ୍‌
Read More...

ତାଲୁକ ଆଇନସେବା ପ୍ରାଧିକରଣ ଆନୁକୂଲ୍ୟରେ ପଦ୍ମପୁର ସବ୍ କଲେକ୍ଟର ସମ୍ମିଳନୀ କକ୍ଷରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ତାଲୁକ ଆଇନସେବା ପ୍ରାଧିକରଣ ଆନୁକୂଲ୍ୟରେ ପଦ୍ମପୁର ସବ୍ କଲେକ୍ଟର ସମ୍ମିଳନୀ କକ୍ଷରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହେବା ସହ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଛି । ଏହି ସଚେତନତା ଶିବିରରେ ଅତିରିକ୍ତ ଜିଲ୍ଲା ବିଚାରପତି ତଥା ତାଲୁକ
Read More...

ସାଇଡୁଙ୍ଗୁରିପାଲିରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲାଟ ବ୍ଳକର ସାଇଡୁଙ୍ଗୁରିପାଲିଠାରେ ନାବାର୍ଡ ସହାୟତାରୁ ଦେବଦତ୍ତ କ୍ଲବର ତତ୍ୱାବଧାନରେ ଅଞ୍ଚଳର ମହିଳାମାନଙ୍କୁ ନେଇ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ଗାଇସିଲାଟ ବ୍ଳକର ଜିଲ୍ଲା ପରିଷଦ ସଭ୍ୟା ଝରଣା
Read More...

ଗାଁର ବିକାଶ ପାଇଁ ମହିଳାମାନେ ଆଗେଇ ଆସନ୍ତୁ : ନବ ନିର୍ବାଚିତ ଜିଲ୍ଲା ପରିଷଦ ସଭ୍ୟା ତ୍ରିପୁରା ବରିହା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ବରତୁଣ୍ଡା ଗ୍ରାମ ପଞ୍ଚାୟତ ମର୍ଯ୍ୟାଦାପାଲି ଗାଁରେ ଆନ୍ତର୍ଜାତୀୟ ମହିଳା ଦିବସରେ ନବ ନିର୍ବାଚିତ ପାଇକମାଲ ଜୋନ ଜିଲ୍ଲା ପରିଷଦ ଶ୍ରୀମତୀ ତ୍ରିପୁରା ବରିହା ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ ଯେ ଗାଁର ମହିଳାମାନେ ଯୋଗ ଦେଇ ଆଗକୁ ଗାଁର
Read More...

ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ପାଇଁ ବିଜେପି ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଦାଖଲ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପୌର ପରିଷଦ ନିର୍ବାଚନ ଘୋଷଣା ପରେ ବର୍ତ୍ତମାନ ସହରମାନଙ୍କରେ ପୁଣି ରାଜନୈତିକ ମହୋଲ ସରଗରମ ହେବାକୁ ଲାଗିଛି । ସେହି ପରିପ୍ରେକ୍ଷୀରେ ଗତକାଲି ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ପାଇଁ ବିଜେପି ଦଳ ପକ୍ଷରୁ ମୋଟ ୧୧ଟି ୱାର୍ଡ ପାଇଁ ପ୍ରାର୍ଥୀପତ୍ର ଦାଖଲ
Read More...