Browsing Tag

padampur news

ଆଦର୍ଶ ଗାଁରେ ବସୁଧା ଯୋଜନା ଫେଲ ମାରିଥିବା ଅଭିଯୋଗ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଦର୍ଶ ଗାଁରେ ବସୁଧା ଯୋଜନା ଫେଲ ମାରିଥିବା ଅଭିଯୋଗ ହେଉଛି । ସୂଚନା ଅନୁସାରେ ବରଗଡ ଜିଲ୍ଲା ପଦ୍ମପୁର ବ୍ଲକ ଦହିଗାଁ ଗ୍ରାମ ପଞ୍ଚାୟତର ବ୍ରାହ୍ମଣଡିହି ଗାଁକୁ ସରକାର ଆଦର୍ଶ ଗ୍ରାମ ଘୋଷଣା କରିଥିଲେ । ପ୍ରାୟ ୧୨୦୦ ଜନସଂଖ୍ୟା ବିଶିଷ୍ଟ ଏହି ଗାଁ…
Read More...

ପଦ୍ମପୁରରେ ପ୍ରଥମ ଶୀତଳ ଷଷ୍ଠୀ ପାଇଁ ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପବିତ୍ର ଜ୍ୟେଷ୍ଠ ଷଷ୍ଠୀକୁ ଶୀତଳ ଷଷ୍ଠୀ ରୂପରେ ସାରା ବିଶ୍ୱରେ ପାଳନ କରାଯାଉଥିବା ବେଳେ ମାତା ପାର୍ବତୀ ଏବଂ ବାବା ଭୋଳା ଶଙ୍କରଙ୍କ ବିବାହ ପରେ ଏହିଦିନ ହିଁ ଯୁଗଳ ମୂର୍ତି ଭକ୍ତଙ୍କୁ ଦର୍ଶନ ଦେବାର ମାନ୍ୟତା ଏବଂ ପରମ୍ପରା ବହୁ ପୁରାତନ । ଏଣୁ ଏହି…
Read More...

ଗୁଦେରପାଲି କଲ୍ୟାଣ ମଣ୍ଡପ କାର୍ଯ୍ୟ ସମ୍ପୂର୍ଣ୍ଣ କେବେ ?

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ଅନ୍ତର୍ଗତ ଗୁଦେରପାଲି ଗାଁରେ ୨୦୧୬ ମସିହାରୁ ଆରମ୍ଭ ହୋଇଥିବା ନିମ୍ନ ମାନର ଏକ ମାତ୍ର କଲ୍ୟାଣ ମଣ୍ଡପ ଅର୍ଦ୍ଧ ନିର୍ମିତ ହୋଇ ପଡ଼ିରହିଥିବା ବେଳେ ସ୍ଥାନୀୟ ଜନ ପ୍ରତିନିଧି ଓ ପ୍ରଶାସନ ଗାଁକୁ ଅଣଦେଖା କରୁଥିବା ଅଭିଯୋଗ…
Read More...

ପୁରେନାରେ ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ବରତୁଣ୍ଡା ଗ୍ରାମ ପଞ୍ଚାୟତ ପୁରେନା ଗ୍ରାମବାସୀଙ୍କ ଉଦ୍ୟମରେ ତିନିଦିନ ବ୍ୟାପୀ ଷୋହଳ ପ୍ରହରୀ ଅଖଣ୍ଡ ନାମଯଜ୍ଞ ଆରମ୍ଭ ହୋଇଯାଇଛି । ଆଜି ପ୍ରଥମ ଦିନରେ ଶିବ ମନ୍ଦିର ବନ୍ଧ ମଧ୍ୟରୁ ୧୦୮ ପବିତ୍ର ପୂର୍ଣ୍ଣ କଳସ ଆଣି ଏକ ଶୋଭାଯାତ୍ରାରେ ଘଣ୍ଟ,…
Read More...

ପ୍ରଶାସନ ପକ୍ଷରୁ ହରିଶଙ୍କରରେ ପଡ଼ିଥିବା ଅଳିଆ ଆବର୍ଜନା ସଫେଇ କାର୍ଯ୍ୟକ୍ରମ

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗୀର ଜିଲ୍ଲା ତଥା ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥସ୍ଥଳୀ ହରିଶଙ୍କର ଠାରେ ଆୟୋଜିତ ହରିଶଙ୍କର ମହୋତ୍ସବ ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ମେଳା ଶେଷ ହେବା ପରେ ସେଠାରେ ପଡ଼ିଥିବା ଅଳିଆ ଆବର୍ଜନା ସଫାକରାଯାଇନଥିଲା । ଏନେଇ ସବିଶେଷ ଖବର ପ୍ରକାଶ…
Read More...

ଓଡିଶା କମ୍ପ୍ୟୁଟର ଏଜୁକେସନ ମିଶନର ବାର୍ଷିକ ଉତ୍ସବରେ ସମ୍ମାନିତ ହେଲେ ଯୁବ ସାମ୍ବାଦିକ ରଜନୀକାନ୍ତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଓଡିଶା କମ୍ପ୍ୟୁଟର ଏଜୁକେସନ ମିଶନ (ଓସିଇଏମ୍) ପକ୍ଷରୁ ପ୍ରଥମ ବାର୍ଷିକ ଉତ୍ସବ କଳାହାଣ୍ଡି ଭବାନୀପାଟଣା କୃଷି ମହାବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଥିଲା । ନିଆରା ତଥା ସ୍ୱଚ୍ଛ ନିର୍ଭିକ ଭାବରେ ସମ୍ବାଦ ପରିବେଷଣ କରୁଥିବାରୁ ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ…
Read More...

ସଂକ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ସମୀକ୍ଷା ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗତ ମଇ ୨ ତାରିଖରୁ ଆରମ୍ଭ ହୋଇ ମଇ ୬ ତାରିଖ ପର୍ଯ୍ୟନ୍ତ ପାଞ୍ଚଦିନି ବ୍ୟାପୀ ହୋଇଥିବା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଅମଠି ଗ୍ରାମ ପଞ୍ଚାୟତ ସଂକ୍ରୀ ଗ୍ରାମରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବର ସମୀକ୍ଷା ତଥା ଆୟବ୍ୟୟର ଅଟକଳ ହୋଇ ଏକ ବୈଠକ…
Read More...

ରଣେଶ୍ୱର ରାମଚଣ୍ଡୀ ମନ୍ଦିର ପ୍ରାଙ୍ଗଣରେ କୁଲତା ଯୁବ ସଂଗଠନର ସମୀକ୍ଷା ବୈଠକ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ନୃସିଂହନାଥ ପୀଠ ସ୍ଥିତ ଶ୍ରୀ ରଣେଶ୍ୱର ରାମଚଣ୍ଡୀ କୁଲତା ସମାଜର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ କର୍ମୁ ବିଶ୍ୱାଳ ସଭାପତିତ୍ୱ କରିଥିଲେ । ଏହି ସଭାରେ ବିଗତ ବୈଶାଖ ମେଳା ଉପଲେକ୍ଷ ଖୋଲା ଯାଇଥିବା ଅନ୍ନଛତ୍ରର ଆୟବ୍ୟୟ ବିଷୟରେ ଆଲୋଚନା ସହିତ…
Read More...

ଟେମରିମାଲରେ ଚବିଶ ପ୍ରହରୀ ନାମଯଜ୍ଞ ପାଇଁ କଳସ ଯାତ୍ରା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ଟେମରିମାଲରେ ଚବିଶ ପ୍ରହରୀ ନାମଯଜ୍ଞ ପାଇଁ ସୋମବାର କଳସ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଗାଁର ତଥା ଆଖପାଖ ଗ୍ରାମର ମାଆ ଭଉଣୀ ମାନେ ଶହ ଶହ ସଂଖ୍ୟାରେ ଏକତ୍ରିତ ହୋଇ ସଂକୀର୍ତନ ଦଳ ସହ ଶଙ୍ଖ ଘଣ୍ଟ ଗିନି ମୃଦଙ୍ଗ ବଜାଇ ହୁଳ ହୁଳି ଦେଇ ଏକ…
Read More...

ପଟ୍ଟନାୟକ ପରିବାର ପକ୍ଷରୁ ଅଷ୍ଟ ପ୍ରହରୀ ନାମଯଜ୍ଞ ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ବରତୁଣ୍ତା ନିବାସୀ ବିଜୟାନନ୍ଦ ପଟ୍ଟନାୟକ (ଲିଟୁ)ଙ୍କ ନିଜସ୍ୱ ଉଦ୍ୟମରେ ତାଙ୍କ ବାସଭବନଠାରେ ଅଷ୍ଟ ପ୍ରହରୀ ନାମଯଜ୍ଞ ଉଦ୍‌ଯାପିତ ହୋଇଯାଇଛି । ନାମଯଜ୍ଞରେ କର୍ତ୍ତା ଭାବରେ ବିଜୟାନନ୍ଦ ପଟ୍ଟନାୟକ ତାଙ୍କ ଧର୍ମପତ୍ନୀ…
Read More...