Browsing Tag

padampur news

ପୁରେନା ଗ୍ରାମରେ ଅଚଳ ନଳକୂପ ମରାମତି ଦାବୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସରକାର ଲୋକଙ୍କ ପାଇଁ ଯୋଜନା ଉପରେ ଯୋଜନାମାନ ପ୍ରଣୟନ କରିଛନ୍ତି । ହେଲେ ଅଫିସ ତଥା ସରକାରୀ କର୍ମଚାରୀଙ୍କର ଆନ୍ତରିକତାର ଅଭାବ ଯୋଗୁଁ ସାଧାରଣ ଜନତା ବିଭିନ୍ନ ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏ ଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ପଦ୍ମପୁର…
Read More...

୧୨ରୁ ନୃସିଂହନାଥ ବୈଶାଖ ମେଳା ଆରମ୍ଭ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡିଶାର ସର୍ବ ବୃହତ ତୀର୍ଥକ୍ଷେତ୍ର ନୃସିଂହନାଥ ପୀଠରେ ଏକ ଦିନପରେ ଆରମ୍ଭ ହେବାକୁ ଯାଉଛି ପ୍ରସିଦ୍ଧ ବୈଶାଖ ମେଳା । ଶ୍ରୀ ଶ୍ରୀ ନୃସିଂହନାଥ ମହାପ୍ରଭୁଙ୍କ ଜନ୍ମୋତ୍ସବ ତଥା ବୈଶାଖ ମେଳା ପାଇଁ ଚଳଚଞ୍ଚଳ ନୃସିଂହନାଥ ପୀଠ । ପ୍ରଶାସନ ତଥା ମନ୍ଦିର…
Read More...

ମାନସିଂହ ସାହିତ୍ୟ ସଂସଦର ରାଜ୍ୟସ୍ତରୀୟ ସପ୍ତଦଶ କବିତା ଆସର ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ମାନସିଂହ ସାହିତ୍ୟ ସଂସଦ ଆନୁକୂଲ୍ୟରେ ରାଜ୍ୟ ସ୍ତରୀୟ ସପ୍ତଦଶ କବିତା ଆସର ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ଉପଦେଷ୍ଟା ବନବିହାରୀ ପଟ୍ଟନାୟକ ଆନୁଷ୍ଠାନିକ ଭାବରେ ପ୍ରାରମ୍ଭ କରିଥିଲେ । ଏହି ଆସରରେ ମୁଖ୍ୟ ଅତିଥି ଭାବେ ସୁସାହିତ୍ୟିକ ଦୁର୍ଗାଚରଣ…
Read More...

ବାଦିମାଲ ଗ୍ରାମରେ ଚନ୍ଦନ ଯାତ୍ରା ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଜ ଜିଲ୍ଲାର ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ବରତୁଣ୍ତା ଗ୍ରାମ ପଞ୍ଚାୟତ ବାଦିମାଲ ଗ୍ରାମରେ ଚନ୍ଦନ ଯାତ୍ରା ତିନିଦିନ ଧରି ପାଳିତ ହୋଇ ଗତକାଲି ଉଦ୍‌ଯାପିତ ହୋଇଯାଇଛି । ଦୁଇ ବର୍ଷ କରୋନା କଟକଣାକୁ ନେଇ ଚନ୍ଦନ ଯାତ୍ରା ମହୋତ୍ସବ ବନ୍ଦ ରହିଥିବା ବେଳେ…
Read More...

ମାସିକ ପତ୍ରିକା ‘ବିଶ୍ୱଖବର’ର ବୈଶାଖ ମେଳା ସଂଖ୍ୟା ଲୋକାର୍ପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲାର ପାଇକମାଲ ନିକଟରେ ଥିବା ପଶ୍ଚିମ ଓଡ଼ିଶାର ସର୍ବବୃହତ ପବିତ୍ର ତୀର୍ଥକ୍ଷେତ୍ର ନୃସିଂହନାଥ ପୀଠରେ ଦୁଇଦିନ ପରେ ଆରମ୍ଭ ହେବାକୁ ଯାଉଛି ପ୍ରସିଦ୍ଧ ବୈଶାଖ ମେଳା । ଶ୍ରୀ ଶ୍ରୀ ନୃସିଂହନାଥ ମହାପ୍ରଭୁଙ୍କ ଜନ୍ମୋତ୍ସବ ତଥା ବୈଶାଖ ମେଳା ପାଇଁ…
Read More...

ସର୍ଗିଜୁରୀ ଗ୍ରାମରେ ଜୈବିକ କୃଷି ଉପରେ କର୍ମଶାଳା

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ରାଜ ବୋଡାସମ୍ବର ବ୍ଲକ ଲୁହାରପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସର୍ଗିଜୁରୀ ଗ୍ରାମରେ ଜୈବିକ କୃଷିକୁ ନେଇ ତ୍ରିରଙ୍ଗା କୃଷକ ସଙ୍ଗଠନ ଦ୍ବାରା ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ତ୍ରିରଙ୍ଗା କୃଷକ ସଙ୍ଗଠନ ସଂପାଦକ ନନ୍ଦଲାଲ…
Read More...

ସର୍ଟ ସର୍କିଟରୁ ଘର ପୋଡିଥିବା ପରିବାରଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ସରପଞ୍ଚ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ଦିନ ଦ୍ୱିପ୍ରହରରେ ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ଫିରିଙ୍ଗିମାଲ ଗ୍ରାମପଞ୍ଚାୟତର ଛିନ୍ଦ୍ରାପାଲି ଗ୍ରାମରେ ହରେ ସାହୁଙ୍କ ଘରେ ବିଦ୍ୟୁତ ସର୍ଟ ସର୍କିଟରୁ ନିଆଁ ଲାଗିଯାଇଥିଲା । ଯାହାଫଳରେ ଘରେ ଥିବା ସମସ୍ତ ଆସବାବପତ୍ର ଏବଂ…
Read More...

ସଂସ୍କୃତ ଶିକ୍ଷକଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ବରତୁଣ୍ତା ଇନ୍ଦିରା ପ୍ରିୟଦର୍ଶିନୀ ଉଚ୍ଚ ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ସୁନ୍ଦରମଣି ସାହୁଙ୍କୁ ଆଜି ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ ଯୋଶୀଙ୍କ ସଭାପତିତ୍ବରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି ।…
Read More...

ମାଡପିଟ୍‌ ମାମଲାରେ ସରପଞ୍ଚଙ୍କ ସ୍ୱାମୀଙ୍କ ସମେତ ୭ ଜଣ ଗଲେ ଜେଲ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ଅନ୍ତର୍ଗତ ପୁରେନା ଛକରେ ଜଣେ ସମାଜସେବୀ ତଥା ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ଆବାହକ ଦୁର୍ଯ୍ୟୋଧନ ପୁଟା ଉପରେ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ ବରତୁଣ୍ତା ଗ୍ରାମ ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ରୀତା ସୁନାଙ୍କ…
Read More...

ଚାରପାଲି ଗ୍ରାମରେ ପାନୀୟ ଜଳ ଅଭାବ : ଲୋକେ ହନ୍ତସନ୍ତ

ଟ୍ୟାଙ୍କର ଯୋଗେ ପାନୀୟ ଜଳ ଯୋଗାଇଲେ ସରପଞ୍ଚ ଦୀନେଶ ସେଠ ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ବରିକେଲ ପଞ୍ଚାୟତ ଚାରପାଲି ଗ୍ରାମରେ ପାନୀୟ ଜଳ ଅଭାବ ଦେଖାଦେଇଛି । ଦୀର୍ଘ ଦିନ ଧରି ପାନୀୟ ଜଳର ଅଭାବ ଯୋଗୁଁ ଲୋକେ ପାନୀୟ ଜଳ ପାଇ ନାହିଁ ନଥିବା ଦୁର୍ଦ୍ଦଶା ଭୋଗୁଛନ୍ତି ।…
Read More...