Browsing Tag

padampur news

ସଂକ୍ରୀରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ ଉତ୍ସାହ ଉଦ୍ଦୀପନା ସହ ସମ୍ପର୍ଣ୍ଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଅମଠି ଗ୍ରାମ ପଞ୍ଚାୟତ ସଂକ୍ରୀ ଗ୍ରାମରେ ନବ ନିର୍ମିତ ଶ୍ରୀଜଗନ୍ନାଥ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବ ଓ ଚବିଶ ପ୍ରହର ଅଖଣ୍ଡ ନାମଯଜ୍ଞ ଉତ୍ସାହ ଉଦ୍ଦୀପନା ସହ ସମ୍ପର୍ଣ୍ଣ ହୋଇଯାଇଛି । ଗତ ମଇ ୨ରୁ ଆରମ୍ଭ ହୋଇ ମଇ ୬…
Read More...

ହଲଧର ନାଗଙ୍କ ରାମକାବ୍ୟ ଶୀର୍ଷକରେ ଆନ୍ତର୍ଜାତିକ ସଂପାନ ଅନୁଷ୍ଠିତ

ରାମକାବ୍ୟ ମାଧ୍ୟମରେ ହଲଧରଙ୍କ ସର୍ବୋକୃଷ୍ଟ ବିରଳ ଦର୍ଶନ ବିଶ୍ବବ୍ୟାପି ପହଂଚି ପାରିଛି ପଦ୍ମପୁର, (ନିରୋଜ କୁମାର ପାଣୀ) : ଭାରତୀୟ ସଂସ୍କୃତିର ସର୍ବୋତ୍କୃଷ୍ଟ କାବ୍ୟ ରାମାୟଣ । ଉକ୍ତ ରାମାୟଣରୁ ସଂଗୃହିତ ବିରଳ ଘଟଣାବଳୀ ଓ ଚରିତ୍ରକୁ ଆଧାର କରି ପଦ୍ମଶ୍ରୀ ହଲଧର ନାଗ ଅନେକ କାଳଜୟୀ…
Read More...

ପଦ୍ମପୁରରେ ବିପର୍ଯ୍ୟୟ ପ୍ରଶମନ ପ୍ରଶିକ୍ଷଣ ଓ ସଚେତନତା କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳ (ଏନ୍‌ଡିଆର୍‌ଏଫ୍‌), ମୁଣ୍ଡୁଲି, କଟକ ତରଫରୁ ବିପର୍ଯ୍ୟୟ ପ୍ରଶମନ ପ୍ରଶିକ୍ଷଣ ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟ ଅଧ୍ୟକ୍ଷ ଡକ୍ଟର…
Read More...

ସଂକ୍ରୀରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବର ତୃତୀୟ ଦିବସ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଅମଠି ଗ୍ରାମ ପଞ୍ଚାୟତ ସଂକ୍ରୀ ଗ୍ରାମରେ ନବ ନିର୍ମିତ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବର ଆଜି ତୃତୀୟ ଦିନରେ ନୀଳଚକ୍ର ପୂଜାର୍ଚ୍ଚନା କରାଯାଇଥିଲା । ଏହା ସହିତ ଅନ୍ୟାନ୍ୟ ଦୀପ ଘଣ୍ଟକୁ ସ୍ନାନ କରାଯାଇଥିଲା ।…
Read More...

ହନୁମାନ ମନ୍ଦିର ପ୍ରତିଷ୍ଠା ଓ ଷୋହଳ ପ୍ରହରୀ ନାମଯଜ୍ଞ : ହରିରାମ ଭକ୍ତି ଭାବରେ ବୁଡିଲେ ଭକ୍ତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଭେଙ୍ଗରାଜପୁର ପଞ୍ଚାୟତ ବନମାଲ ଗ୍ରାମଠାରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ ଓ ଷୋହଳ ପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ତା ୨/୫/୨୨ ରୁ ୪/୫/୨୨ ପର୍ଯ୍ୟନ୍ତ ଅନୁଷ୍ଠିତ ତିନି ଦିନ ଧରି ଷୋହଳ ପ୍ରହର…
Read More...

ସଂକ୍ରୀରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବର ଦ୍ୱିତୀୟ ଦିବସ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଅମଠି ଗ୍ରାମ ପଞ୍ଚାୟତ ସଂକ୍ରୀ ଗ୍ରାମରେ ନବ ନିର୍ମିତ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ ଆଜି ଦ୍ଵିତୀୟ ଦିନରେ ପହଞ୍ଚିଛି । ଯଜ୍ଞ ମଣ୍ଡପରେ ପୂଜାର୍ଚ୍ଚନା ଜାରି ରହିଥିବା ବେଳେ ଚବିଶ ପ୍ରହରୀ ଅଖଣ୍ଡ ନାମ ଯଜ୍ଞ…
Read More...

ଝାରବନ୍ଧରେ ଅକ୍ଷୟ ତୃତୀୟା ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ଝାରବନ୍ଧ ବ୍ଲକ ଭଇଁସାଦର୍ହା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ନଳାପାଣି ଠାରେ ରାଜ ବୋଡାସମ୍ବର କୃଷକ ସଙ୍ଗଠନ ଝାରବନ୍ଧ ତରଫରୁ ଅଖିମୁଠି ଅନୁକୂଳ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଏବିଡିଓ ଭୀଷ୍ମଦେବ ମାଝୀ,…
Read More...

ବରିକେଲଠାରେ ରାଜ୍ୟ ସ୍ତରୀୟ ଅକ୍ଷୟ ତୃତୀୟା ଉତ୍ସବ ପାଳନ କଲା ରାଜ୍ୟ କୃଷକ ମୋର୍ଚ୍ଚା : ଯବାନ ଓ କିଷାନ ସମ୍ବର୍ଦ୍ଧିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ବରିକେଲ ଗ୍ରାମରେ ରାଜ୍ୟସ୍ତରୀୟ "ଅକ୍ଷୟ ତୃତୀୟା" ଉତ୍ସବ ପାଳିତ ହୋଇଯାଇଛି । ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ତଥା ପଦ୍ମପୁର ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଜମିକୁ ବିଧି ଅନୁଯାୟୀ…
Read More...

ଅଖିଳ ଭାରତୀୟ ଗୋଣ୍ଡ ସମାଜର ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ଅଖିଳ ଭାରତୀୟ ଗୋଣ୍ଡ ସମାଜର ଶ୍ରୀ ଶ୍ରୀ ନୃସିଂହନାଥ ସ୍ଥିତ ବଡଦେଓ ମଣ୍ତପଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ସର୍ବ ପ୍ରଥମେ ଶ୍ରୀ ବୁଢାଦେଓ ଠାରେ ପୂଜାର୍ଚ୍ଚନା ପରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା । ସଭାରେ ନନ୍ଦ କିଶୋର…
Read More...

ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଝାରବନ୍ଧ ବ୍ଲକ ଅମଠି ଗ୍ରାମ ସଂକ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଅବସରରେ ଆଜି କଳସ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଗ୍ରାମର ଭଦ୍ରବ୍ୟକ୍ତି ଓ ଭଦ୍ର ମହିଳା ସହିତ ଆଖପାଖ ଅଞ୍ଚଳ ଗାଁର ଜନ ସାଧାରଣ ଯୋଗଦାନ କରିଥିଲେ । ଶ୍ରୀ ଜଗନ୍ନାଥ ମନ୍ଦିର…
Read More...