Browsing Tag

padampur news

୫ ମାସ ହେଲା ଅଚଳ ପଡ଼ିଛି ପାନୀୟ ଜଳ ପ୍ରକଳ୍ପ : ଶୀଘ୍ର ମରାମତି ନ କଲେ ଆନ୍ଦୋଳନକୁ ଓହ୍ଲାଇବେ ଯୁବନେତା ଦେବେନ୍ଦ୍ର…

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଯୋଖିପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସଦର ଗ୍ରାମ ଯୋଖିପାଲିର ଲିଟିପାଲି ରାସ୍ତା କଡରେ ଥିବା ଗଭୀର ନଳକୂପ ଦୀର୍ଘମାସ ଧରି ଅଚଳ ହୋଇପଡିଛି ଯାହାଦ୍ୱାରା ୨ ନମ୍ବର ୱାର୍ଡବାସୀ ହଇରାଣ ହେଉଥିବା ଅଭିଯୋଗ ହେଉଛି । ଏହି କାମ
Read More...

ସ୍ୱୟଂ ସହାୟକ ଗୋଷ୍ଟୀ ପକ୍ଷରୁ ସ୍ୱଚ୍ଛତା ଅଭିଯାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଳକ ବରିକେଲ ପଞ୍ଚାୟତ ସିଂହନପୁର ଗ୍ରାମରେ ସ୍ୱୟଂ ସହାୟକ ଗୋଷ୍ଟୀ ପକ୍ଷରୁ ଗ୍ରାମରେ ସ୍ୱଚ୍ଛ ଅଭିଯାନ । ସଭାନେତ୍ରୀ ପଦ୍ମିନୀ ପୁରୋହିତ ଏବଂ ସମ୍ପାଦିକା ପଦ୍ମିନୀ ପାଣ୍ଡେଙ୍କ ନେତୃତ୍ୱରେ ପ୍ରାୟ ୧୮ ଜଣ ମହିଳା ଉପସ୍ଥିତ ରହି ସଫେଇ
Read More...

ଜିଲ୍ଲାସ୍ତରୀୟ ଗୋଲଡେନ ଷ୍ଟାର କ୍ରିକେଟ ଟୁର୍ଣ୍ଣାମେଣ୍ଟ ପାଇଁ ଜୋରଦାର ଚାଲିଛି ପ୍ରସ୍ତୁତି

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଉ ଦିନ କେଇଟା ପରେ ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଲକ ଅନ୍ତର୍ଗତ ଖଇରପାଲି ହାଇସ୍କୁଲ ପଡ଼ିଆଠାରେ ଆରମ୍ଭ ହେବ ୯ ତମ ଜିଲ୍ଲାସ୍ତରୀୟ ଗୋଲଡେନ ଷ୍ଟାର କ୍ରିକେଟ କପ୍‌ । ଏନେଇ ଜୋରଦାର ଚାଲିଛି ପ୍ରସ୍ତୁତି । ଆସନ୍ତା ୫ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ କ୍ରିକେଟ
Read More...

ନିଆରା ଢଙ୍ଗରେ ନୂଆ ବର୍ଷ ପାଳନ କଲେ ଯୁବ ସମାଜ ସେବୀ ରୂପେନ୍ଦ୍ର ପାଣ୍ଡେ

ନିଃସହାୟଙ୍କୁ ସାହାଯ୍ୟ କରିବା ମଣିଷର ଧର୍ମ : ରୂପେନ ପାଣ୍ଡେ ପଦ୍ମପୁର, (ନିରୋଜ କୁମାର ପାଣୀ) : ଏବେ ଆସିଛି ନୂତନ ବର୍ଷ, ଗାଁଠାରୁ ସହର ଯାଏଁ ସମସ୍ତେ ନୂଆ ବର୍ଷରେ ଚଳ ଚଞ୍ଚଳ ଥିବା ବେଳେ ଗତକାଲି ପଦ୍ମପୁର ବ୍ଲକ ଅନ୍ତର୍ଗତ ବରିକେଲ ପଞ୍ଚାୟତ ଚାରପାଲି ଗ୍ରାମର ଯୁବ ସମାଜସେବୀ
Read More...

ବରିଷ୍ଠ ସାମ୍ବାଦିକ ସ୍ୱର୍ଗତ ବିଜୟ କୁମାର ଦାଶଙ୍କ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗାଇସିଲାଟ ୟୁଥ କ୍ଲବଠାରେ ବୋଡାସମ୍ବର ସାମ୍ବାଦିକ ସଂଘ ସଭାପତି ସ୍ବର୍ଗତ ବିଜୟ କୁମାର ଦାଶଙ୍କୁ ଗତକାଲି ସାମ୍ବାଦିକ ସଂଘ ତରଫରୁ ଏକାଦଶାହରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଇଛି । ସତ୍ୟ ପଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଶ୍ରଦ୍ଧାଞ୍ଜଳି ପ୍ରସ୍ତାବ
Read More...

ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କ ମଣ୍ତି ପରିଦର୍ଶନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ପୂର୍ବତନ ବିଧାୟକ ତଥା ବିଜେପି କୃଷକ ମୋର୍ଚ୍ଚାର ରାଜ୍ୟ ସଭାପତି ପ୍ରଦୀପ ପୁରୋହିତ ପଦ୍ମପୁର ଅଞ୍ଚଳର ଝିଟିକି, ଛନ୍ଦେଇକେଲା, ବରତୁଣ୍ତା, ମାଣ୍ଡୋସିଲ, ପାଇକମାଲ, ମାଣ୍ତିଆଢିପା ବିଭିନ୍ନ ମଣ୍ତି ପରିଦର୍ଶନ କରିବା ପରେ ମଣ୍ତିମାନଙ୍କରୁ ତୁରନ୍ତ
Read More...

ଗନ୍ଧମାର୍ଦ୍ଦନ ପର୍ବତକୁ ଜାତୀୟ ସଂପତ୍ତି ଘୋଷଣା ଦାବୀ : ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗନ୍ଧମାର୍ଦ୍ଦନ ପର୍ବତକୁ ଜାତୀୟ ସଂପତ୍ତି ଘୋଷଣା ସହ ପାହାଡର ଶୀଖରରେ ଗୌତମବୁଦ୍ଧଙ୍କ ପଟ୍ଟଶିଷ୍ୟ ନାଗାର୍ଜୁନଙ୍କ ଦ୍ବାରା ସ୍ଥାପିତ ଧ୍ବଂସ ପ୍ରାପ୍ତ ବୌଦ୍ଧ ବିଶ୍ବ ବିଦ୍ୟାଳୟ ସୁରକ୍ଷା, ରକ୍ଷଣା ବେକ୍ଷଣ ସହ ଗନ୍ଧମାର୍ଦ୍ଦନ ପର୍ବତର ଉପଲବ୍ଧ ୨ ହଜାର
Read More...

ବିଦାୟୀ ବର୍ଷ ଅବସରରେ କବିତା ପାଠୋତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଶିକ୍ଷକ ଡୋଲାମଣୀ ତ୍ରିପାଠୀଙ୍କ ବାସଭବନରେ ଠାରେ ବିଦାୟୀ ବର୍ଷ ଅବସରରେ ଏକ କବିତା ପାଠୋତ୍ସବ ଶୁକ୍ରବାର କବି ବିଜୟ ପ୍ରଧାନଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି । କବି ଜଗନାଥ ପ୍ରଧାନ, ପ୍ରଦିପ କୁମାର ଦେୱାନ, ମନିସା
Read More...

ଦୀପାଙ୍କ ପ୍ରୟାସ ପରେ ଆଶୀର୍ବାଦ ଯୋଜନାରେ ସାମିଲ ହେଲେ ମୃତ ଶିକ୍ଷକଙ୍କ ଦୁଇ ଶିଶୁକନ୍ୟା

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ଭଟିଗାଁ ଗ୍ରାମର ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଥିବା ପ୍ରଧାନ ଶିକ୍ଷକ ଭୁବନେଶ୍ଵର ସାହୁଙ୍କ ମୃତ୍ୟୁ ଗତ ଅଗଷ୍ଟ ମାସ ୨୮ ତାରିଖରେ ହୋଇଥିଲା, ତାଙ୍କ ମୃତ୍ୟୁ ପରେ ତାଙ୍କ ପତ୍ନୀ ଏବଂ ଦୁଇ ଶିଶୁକନ୍ୟା ଅସହାୟ
Read More...

ଛିନ୍ଦେଇକେଲା ସହଦେବ ମେମୋରିଆଲ କ୍ରିକେଟ : ବଲାଙ୍ଗିର ଚାମ୍ପିୟନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ଛିନ୍ଦେଇକେଲାରେ ଚାଲିଥିବା ସହଦେବ ମେମୋରିଆଲ ଛିନ୍ଦେଇକେଲା କ୍ରିକେଟ କପ୍‌ରେ ବଲାଙ୍ଗିର ଚାମ୍ପିୟନ ହୋଇଛି । ବଲାଙ୍ଗିର ଓ କଟାପାଲି ମଧ୍ୟରେ ଅନୁଷ୍ଠିତ ଫାଇନାଲ ମ୍ୟାଚରେ କଟାପାଲି ପ୍ରଥମ ବ୍ୟାଟିଂ କରି ୧୫ ଓଭରରେ ୧୨୯
Read More...