Browsing Tag

padampur news

ଆଜାଦି କା ଅମୃତ ମହୋତ୍ସବ ପାଳନ : ଶହିଦ ବୀର ମାଧୋ ସିଂଙ୍କ ପରିବାରକୁ ସମ୍ମାନିତ କଲା ବରଗଡ଼ ଜିଲ୍ଲା ବିଜେପି…

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜାଦି କା ଅମୃତ ମହୋତ୍ସବ ପାଳନ ଅବସରରେ ଆଜି ବରଗଡ଼ ଜିଲ୍ଲା ଯୁବମୋର୍ଚ୍ଚା ତରଫରୁ ଜିଲ୍ଲା ସଭାପତି ଅମିତ ପଣ୍ଡାଙ୍କ ନେତୃତ୍ୱରେ ଘେସଁ ଜମିଦାର ଶହୀଦ ବୀର ମାଧୋ ସିଂଙ୍କ ପରିବାରକୁ ସମ୍ମାନିତ କରି ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲା…
Read More...

ଏପ୍ରିଲ ୨୧ରୁ ୨୩ ତାରିଖ ପର୍ଯ୍ୟନ୍ତ ରାଜ ବୋଡାସମ୍ବର ଉଚ୍ଚ ବିଦ୍ୟାଳୟର ପ୍ଲାଟିନମ ଜୁବୁଲି

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜ ବୋଡାସମ୍ବର ଉଚ୍ଚ ବିଦ୍ୟାଳୟର ପ୍ଲାଟିନମ ଜୁବୁଲି ଏପ୍ରିଲ ୨୧ରୁ ୨୩ ତାରିଖ ପର୍ଯ୍ୟନ୍ତ ମହାସମାରୋହରେ ପାଳିତ ହେବ । ପ୍ରଥମ ଦିନରେ ମୁଖ୍ୟ ଅତିଥି ଭାବରେ ଗ୍ରାମ୍ୟ ବିକାଶ, ଶ୍ରମ, ନିଯୁକ୍ତ ମନ୍ତ୍ରୀ ସୁଶାନ୍ତ ସିଂ ଯୋଗଦେଇ ଉଦ୍‌ଘାଟନ କରିବେ ।…
Read More...

ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ପାଇଁ ଅନୀଲ କୁମାର କାଳିଆଙ୍କ ଅଧ୍ୟକ୍ଷତାରେ ପୂର୍ବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଆସନ୍ତା ଡିସେମ୍ବର ମାସରେ ଏହି ଭବ୍ୟ ଉତ୍ସବ ଆୟୋଜନ କରିବା ପାଇଁ ସ୍ଥିରୀକୃତ ହୋଇଛି । ବୈଠକରେ…
Read More...

ଅବସରପ୍ରାପ୍ତ ଶିକ୍ଷକ ନିତ୍ୟାନନ୍ଦ ପାଣିଗ୍ରାହୀଙ୍କ ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ଅଞ୍ଚଳର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକତା କରି ସୁନାମ ଅର୍ଜନ କରିଥିବା ଅବସରପ୍ରାପ୍ତ ପ୍ରାଥମିକ ଶିକ୍ଷକ ନିତ୍ୟାନନ୍ଦ ପାଣିଗ୍ରାହୀଙ୍କ ଗତକାଲି ରାତି ପ୍ରାୟ ୧୦ ଟା ୩୫ ମି ସମୟରେ (୭୪) ବର୍ଷ ବୟସରେ ପାଇକମାଲଠାରେ ପରଲୋକ ହୋଇଯାଇଛି ।…
Read More...

ଶ୍ରୀ ଶ୍ରୀ ନୃସିଂହନାଥ ମହାପ୍ରଭୁଙ୍କ ଜନ୍ମୋତ୍ସବ ଓ ବୈଶାଖ ମେଳା ପାଇଁ ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ଶ୍ରୀ ନୃସିଂହନାଥ ମହାପ୍ରଭୁଙ୍କ ଜନ୍ମୋତ୍ସବ ଓ ବୈଶାଖ ମେଳା ଆସନ୍ତା ମେ' ମାସ ୧୨ରୁ ୧୬ ତାରିଖ ପର୍ଯ୍ୟନ୍ତ ପାଞ୍ଚଦିନ ହେବାକୁ ଥିବା ଜନ୍ମୋତ୍ସବ ଓ ବୈଶାଖ ମେଳା ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଆଜି ଶ୍ରୀ…
Read More...

ପିପିଲିପାଲିରେ କବି ଖଗେଶ୍ୱର ଜୟନ୍ତୀର ପ୍ରସ୍ତୁତି ପର୍ବ : ଅଧ୍ୟାପକ ପ୍ରକାଶ ସେଠ ପାଇବେ ଖଗେଶ୍ୱର ସମ୍ମାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ପିପିଲିପାଲିରେ ସାହିତ୍ୟପ୍ରାଣ କବି ଖଗେଶ୍ୱର ଶେଠଙ୍କ ୧୧୬ତମ ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଯାଇଛି । ବିଜେପୁର ଖଗେଶ୍ୱର ସାହିତ୍ୟ କଳା ପରିଷଦ ଓ ପିପିଲିପାଲି ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଆୟୋଜିତ…
Read More...

ଡଭା କଲେଜରେ ଜଳସେବା ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଡଭା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରୋଭର, ରେଞ୍ଜର ବିଭାଗ ଆନୁକୂଲ୍ୟରେ ତଥା ଓଡିଶା ଶାଖା ଭାରତ ସ୍କାଉଟ ଓ ଗାଇଡ ସହାୟତାରେ କଲେଜ ସମ୍ମୁଖରେ ଏକ ଜଳସେବା ଶିବିର ଉଦ୍‌ଘାଟିତ ହୋଇଯାଇଛି । ଉକ୍ତ ଶିବିରକୁ ଅଧ୍ୟକ୍ଷ…
Read More...

ବିଜେପି ପାଇକମାଲ ପକ୍ଷରୁ ସ୍ୱଛ ଭାରତ ଅଭିଯାନ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ନିର୍ବାଚନ ମଣ୍ଡଳୀ ପାଇକମାଲ ଭାଜପା ତରଫରୁ ସାମାଜିକ ନ୍ୟାୟ ପକ୍ଷ ପାଳନ ଅବସରରେ ଆଜି ସ୍ୱଚ୍ଛ ଭାରତ ବରଗଡ ଜିଲ୍ଲା ସଂଯୋଜକ ସତ୍ୟ ନାରାୟଣ ବେହେରାଙ୍କ ନେତୃତ୍ବରେ ପାଇକମାଲ ସ୍ଥିତ ସାଇରାମ ମନ୍ଦିର ପ୍ରାଙ୍ଗଣରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ…
Read More...

ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପ୍ରଥମ ଶ୍ରେଣୀର ଅଭିଭାବକ ବୈଠକ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ପ୍ରଥମ ଶ୍ରେଣୀର ଅଭିଭାବକ ମାନଙ୍କ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସ୍ଥାନୀୟ ସଭାପତି ଦ୍ବାଦଶ କୁମାର ପଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦୀପ ପ୍ରଜ୍ଜଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରି…
Read More...

ବିଜେପୁର ପ୍ରାଥମିକ ଶିକ୍ଷକ ସଂଘର ବାର୍ଷିକ ସମ୍ମିଳନୀ : ୧୮ ଜଣ ଶିକ୍ଷକ ସମ୍ବର୍ଦ୍ଧିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ବିଜେପୁର ଶିକ୍ଷକ ଭବନରେ ପ୍ରାଥମିକ ଶିକ୍ଷକ ସଂଘର ବାର୍ଷିକ ସମ୍ମିଳନୀ ଆଜି ଅନୁଷ୍ଠିତ ହୋଇଯାଇଛି । କର୍ମମୟ ଜୀବନରୁ ଅବସର ନେଇଥିବା ପ୍ରେମରାଜ ପଧାନ, ଫଗୁ ଲୁହା, ଅଭିରାମ ବାରିକ, ଗଙ୍ଗାଧର ପଧାନ, ସ୍ବାଧୀନ କୁମାର ସାହୁ, ପ୍ରତିମା ଗୁରୁ,…
Read More...