Browsing Tag

padampur news

ରିଜର୍ଭ ଜଙ୍ଗଲରୁ କଟିଲା ଶହ ଶହ ଗଛ : ରେଞ୍ଜ ଅଫିସରେ ଧାରଣା ଦେଲେ ଗ୍ରାମବାସୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସାରା ରାଜ୍ୟରେ ବର୍ତ୍ତମାନ ମା' ପାଇଁ ଗଛଟିଏ କାର୍ଯ୍ୟକ୍ରମ ସରି ନ ଥିବା ବେଳେ ଝାରବନ୍ଧ ବନ ବିଭାଗ ଅଧିନ କୁର୍ଲୁପାଲି ଭଣ୍ଡାରପୁରୀ ମଧ୍ୟରେ ଥିବା ସଂରକ୍ଷିତ ଜଙ୍ଗଲରୁ କୁର୍ଲୁପାଲି ସରପଞ୍ଚଙ୍କ ସ୍ୱାମୀ ତଥା ପୂର୍ବତନ ସରପଞ୍ଚ ତୁକରାମ ପଟେଲ ବେଆଇନ ଭାବେ
Read More...

ଶାରଦୀୟ ରାମଚଣ୍ଡୀ ମହୋତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଯିବା ବାଟରେ ଥିବା ବିଶାସହେ କୁଳ କୁଳିତା ସମାଜର ଇଷ୍ଟଦେବୀ ରଣେଶ୍ୱର ରାମଚଣ୍ଡୀ ମନ୍ଦିରରେ ମଙ୍ଗଳବାର ଶାରଦୀୟ ରାମଚଣ୍ଡୀ ମହୋତ୍ସବ ମହା ଆଡମ୍ବରରେ ପାଳିତ ହୋଇଯାଇଛି । ପ୍ରଥମେ ମା' ଭଉଣୀଭାଇମାନେ ମିଳିମିଶି
Read More...

ଛିନ୍ଦେଇକେଲା ହାଇସ୍କୁଲ ପୁରାତନ ଛାତ୍ରଛାତ୍ରୀଙ୍କ ବନ୍ଧୁମିଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଛିନ୍ଦେଇକେଲା ହାଇସ୍କୁଲ ୨୦୧୩ ମାଟ୍ରିକ ପୁରାତନ ଛାତ୍ରୀଛାତ୍ରୀଙ୍କ ତିଖାଲି ଡ୍ୟାମ ନିକଟରେ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଛାତ୍ରଛାତ୍ରୀମାନେ ତାଙ୍କ ଛାତ୍ର ଜୀବନ ଅନୁଭୂତି ବଖାଣି ଥିଲେ
Read More...

ଗାୟତ୍ରୀ ଉଚ୍ଚ ବିଦ୍ୟାଳୟ ସାପଲହର ୨୦୦୯ ବ୍ୟାଚର ବନ୍ଧୁ ମିଳନ ଉତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାୟତ୍ରୀ ଉଚ୍ଚ ବିଦ୍ୟାଳୟ ସାପଲହର ୨୦୦୯ ବ୍ୟାଚର ଦୀର୍ଘ ୧୬ ବର୍ଷ ପରେ ଏକ ବନ୍ଧୁମିଳନ ଉତ୍ସବ ପ୍ରସିଦ୍ଧ ଶୈବପୀଠ ଦେବଦର୍ହା ଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପୁରୁଣା ଦିନର ସ୍ମୃତି ତଥା ସେ ସମୟର ପାଠପଢ଼ାକୁ
Read More...

୨୦ରୁ ଜାମସେଠ ସାର୍ବଜନୀନ କାଳୀପୂଜା ଆରମ୍ଭ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଜାମସେଠରେ ହେବାକୁ ଥିବା ସାର୍ବଜନୀନ କାଳୀପୂଜା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ପୂଜା କିପରି ଶାନ୍ତିଶୃଙ୍ଖଳାରେ ଆୟୋଜନ ହେବ ସେନେଇ ଆଲୋଚନା ହୋଇଥିଲା । ଏହା ଅକ୍ଟୋବର ୨୦ରୁ ଆରମ୍ଭ ହୋଇ ୨୨ରେ
Read More...

ପଦ୍ମପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ନେଇ ସାଂସଦଙ୍କ ସାମ୍ବାଦିକ ସମ୍ମିଳନୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଏକ ଚିର ମରୁଡି ପ୍ରପୀଡ଼ିତ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ତେବେ ବରଗଡ଼ ପରି ଏକ ବିକଶିତ ଜିଲ୍ଲାରେ ଥାଇ ମଧ୍ୟ ଏହି ଅଞ୍ଚଳ ତାହାର ଭୌଗୋଳିକ ସ୍ଥିତି ଯୋଗୁଁ ଅର୍ଦ୍ଧ ବିକଶିତ ହୋଇଥିବା ବେଳେ, ଅଞ୍ଚଳବାସୀ ଦୀର୍ଘ ଦିନ ଧରି ଶିକ୍ଷା
Read More...

ଧର୍ମପରାୟଣ ମହିଳାଙ୍କ ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମାଣ୍ଡୋସିଲ ପଞ୍ଚାୟତର ଅବସରପ୍ରାପ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଲିତ ମୋହନ ଦଣ୍ଡସେନାଙ୍କ ଧର୍ମପତ୍ନୀ ତଥା ବରିଷ୍ଠ ଚାଷୀ ସ୍ୱର୍ଗତ ଭଗବାନ ଦଣ୍ଡସେନାଙ୍କ ପୁତ୍ରବଧୂ ବାଳମତୀ ଦଣ୍ଡସେନା (୬୫)ଙ୍କ ପରଲୋକ ହୋଇଯାଇଛି ।
Read More...

ରାବଣ ପୋଡି ସହ ଜଗଦଲପୁର ଦୁର୍ଗାପୂଜା ସମାପ୍ତି

ପଦ୍ମପୁର, (ନିରୋଜ କୁମାର ପାଣୀ) : ଦୀର୍ଘ ବର୍ଷ ଧରି ଚାଲୁଥିବା ପଦ୍ମପୁର ଉପଖଣ୍ଡ ଜଗଦଲପୁର ଦୁର୍ଗା ପୂଜା ମହା ଆଡମ୍ବର ସହିତ ସମାପନ ହୋଇଯାଇଛି । ୬ ଦିନ ଧରି ଚାଲିଥିବା ଦୁର୍ଗା ପୂଜାରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ଚନ୍ଦମାରି, ଜ୍ଞାନ ଭାରତୀ ଗୁରୁକୁଳର ଛାତ୍ରଛାତ୍ରୀ ମାନଙ୍କ
Read More...

ଟିକ୍ରାପଡା ଗାନ୍ଧି ପାଠାଗାରରେ ଗାନ୍ଧି ଜୟନ୍ତୀ ପାଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଟିକ୍ରାପଡା ଗାନ୍ଧି ପାଠାଗାରରେ ଜାତିର ପିତା ମହାତ୍ମା ଗାନ୍ଧିଙ୍କ ଜୟନ୍ତୀ ପାଳନ କରାଯାଇଥିଲା । ପ୍ରାତଃ ରାମଧୂନ ସହ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ରେ ଗାନ୍ଧି ପାଠାଗାର ସଭାପତି ପ୍ରକାଶ ନେପାକ, ସମ୍ପାଦକ ପ୍ରଦୀପ ସାହୁଙ୍କ ସହ ପାଠାଗାରର
Read More...

‘ରାଜକୁମାର ସାହୁଙ୍କର ରାମାୟଣ ଗୀତିନାଟ୍ୟ ଭାଗ ୧’ ପୁସ୍ତକ ନାଟ୍ୟ ଜଗତକୁ ବିରଳ ଉପହାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଲୁ ନାଟ୍ୟ ଆଶ୍ରମଠାରେ ନାଟ୍ୟକାର ରାଜକୁମାର ସାହୁଙ୍କ ଦ୍ୱାରା ରଚିତ 'ରାଜକୁମାର ସାହୁଙ୍କ ରାମାୟଣ ଗୀତିନାଟ୍ୟ ଭାଗ ୧' ପୁସ୍ତକଟି ଉନ୍ମୋଚିତ ହୋଇଯାଇଛି । ଉକ୍ତ ସଭାରେ ପ୍ରଫେସର କେଶରଞ୍ଜନ ପଧାନ ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ
Read More...