Browsing Tag

padampur news

ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କ ମଣ୍ତି ପରିଦର୍ଶନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ପୂର୍ବତନ ବିଧାୟକ ତଥା ବିଜେପି କୃଷକ ମୋର୍ଚ୍ଚାର ରାଜ୍ୟ ସଭାପତି ପ୍ରଦୀପ ପୁରୋହିତ ପଦ୍ମପୁର ଅଞ୍ଚଳର ଝିଟିକି, ଛନ୍ଦେଇକେଲା, ବରତୁଣ୍ତା, ମାଣ୍ଡୋସିଲ, ପାଇକମାଲ, ମାଣ୍ତିଆଢିପା ବିଭିନ୍ନ ମଣ୍ତି ପରିଦର୍ଶନ କରିବା ପରେ ମଣ୍ତିମାନଙ୍କରୁ ତୁରନ୍ତ…
Read More...

ଗନ୍ଧମାର୍ଦ୍ଦନ ପର୍ବତକୁ ଜାତୀୟ ସଂପତ୍ତି ଘୋଷଣା ଦାବୀ : ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗନ୍ଧମାର୍ଦ୍ଦନ ପର୍ବତକୁ ଜାତୀୟ ସଂପତ୍ତି ଘୋଷଣା ସହ ପାହାଡର ଶୀଖରରେ ଗୌତମବୁଦ୍ଧଙ୍କ ପଟ୍ଟଶିଷ୍ୟ ନାଗାର୍ଜୁନଙ୍କ ଦ୍ବାରା ସ୍ଥାପିତ ଧ୍ବଂସ ପ୍ରାପ୍ତ ବୌଦ୍ଧ ବିଶ୍ବ ବିଦ୍ୟାଳୟ ସୁରକ୍ଷା, ରକ୍ଷଣା ବେକ୍ଷଣ ସହ ଗନ୍ଧମାର୍ଦ୍ଦନ ପର୍ବତର ଉପଲବ୍ଧ ୨ ହଜାର…
Read More...

ବିଦାୟୀ ବର୍ଷ ଅବସରରେ କବିତା ପାଠୋତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଶିକ୍ଷକ ଡୋଲାମଣୀ ତ୍ରିପାଠୀଙ୍କ ବାସଭବନରେ ଠାରେ ବିଦାୟୀ ବର୍ଷ ଅବସରରେ ଏକ କବିତା ପାଠୋତ୍ସବ ଶୁକ୍ରବାର କବି ବିଜୟ ପ୍ରଧାନଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି । କବି ଜଗନାଥ ପ୍ରଧାନ, ପ୍ରଦିପ କୁମାର ଦେୱାନ, ମନିସା…
Read More...

ଦୀପାଙ୍କ ପ୍ରୟାସ ପରେ ଆଶୀର୍ବାଦ ଯୋଜନାରେ ସାମିଲ ହେଲେ ମୃତ ଶିକ୍ଷକଙ୍କ ଦୁଇ ଶିଶୁକନ୍ୟା

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ଭଟିଗାଁ ଗ୍ରାମର ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଥିବା ପ୍ରଧାନ ଶିକ୍ଷକ ଭୁବନେଶ୍ଵର ସାହୁଙ୍କ ମୃତ୍ୟୁ ଗତ ଅଗଷ୍ଟ ମାସ ୨୮ ତାରିଖରେ ହୋଇଥିଲା, ତାଙ୍କ ମୃତ୍ୟୁ ପରେ ତାଙ୍କ ପତ୍ନୀ ଏବଂ ଦୁଇ ଶିଶୁକନ୍ୟା ଅସହାୟ…
Read More...

ଛିନ୍ଦେଇକେଲା ସହଦେବ ମେମୋରିଆଲ କ୍ରିକେଟ : ବଲାଙ୍ଗିର ଚାମ୍ପିୟନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ଛିନ୍ଦେଇକେଲାରେ ଚାଲିଥିବା ସହଦେବ ମେମୋରିଆଲ ଛିନ୍ଦେଇକେଲା କ୍ରିକେଟ କପ୍‌ରେ ବଲାଙ୍ଗିର ଚାମ୍ପିୟନ ହୋଇଛି । ବଲାଙ୍ଗିର ଓ କଟାପାଲି ମଧ୍ୟରେ ଅନୁଷ୍ଠିତ ଫାଇନାଲ ମ୍ୟାଚରେ କଟାପାଲି ପ୍ରଥମ ବ୍ୟାଟିଂ କରି ୧୫ ଓଭରରେ ୧୨୯…
Read More...

କୁବେର ସମାଜ ପଶ୍ଚିମାଞ୍ଚଳ ଓଡିଶା ଓ ଛତିଶଗଡ଼ର ଅଷ୍ଟାଦଶ ମହାସଭା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ୍ ମାଣ୍ତୋସିଲ ସାଇ ତରଫରୁ ଅଂଳାଯୁବା ମହାମାୟା ଶୁଶିଳା ଦେବୀ ନରସିଂ ଛାତ୍ରୀନିବାସ ପରିସରରେ କୁବେର ସମାଜ ପଶ୍ଚିମାଞ୍ଚଳ ଓଡିଶା ଓ ଛତିଶଗଡ଼ର ଅଷ୍ଟାଦଶ ମହାସଭା ଆଜି ଅନୁଷ୍ଠିତ ହୋଇଯାଇଛି । ମହାସଭା ସଭାପତି ରମହରି ସାହୁଙ୍କ ସଭାପତିତ୍ୱରେ…
Read More...

ପଦ୍ମପୁର ଟାଉନ କ୍ଲବ ଓ ମହାନଦୀ ନେତ୍ର ଚିକିତ୍ସାଳୟର ମିଳିତ ଆନୁକୂଲ୍ୟରେ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଟାଉନ କ୍ଲବ ଓ ମହାନଦୀ ନେତ୍ର ଚିକିତ୍ସାଳୟର ମିଳିତ ଆନୁକୂଲ୍ୟରେ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି । ଦୁଇଟି ପର୍ଯ୍ୟାୟରେ ହୋଇଥିବା ଏହି ଶିବିରରେ ମୋଟ ୪୦୬ ଜଣଙ୍କର ମାଗଣା ଚକ୍ଷୁ ପରୀକ୍ଷା ହୋଇଥିବା ବେଳେ ସେମାନଙ୍କ…
Read More...

ରାଜ୍ୟସ୍ତରୀୟ ନାଟକ ମହୋତ୍ସବ ସ୍ଥଗିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସଚେତନ ହେମା ଢୋଲବନ୍ଧ ଦ୍ୱାରା ଆସନ୍ତା ୩୦ ତାରିଖରୁ ହେବାକୁ ଥିବା ରାଜ୍ୟ ସ୍ତରୀୟ ନାଟକ ମହୋତ୍ସବ ଲଘୁଚାପ ଜନିତ ବର୍ଷା କାରଣରୁ ସ୍ଥଗିତ ରଖାଯାଇଛି । ଖୁବ ଶୀଘ୍ର ପାଗ ଭଲ ରହିଲେ କାର୍ଯ୍ୟକ୍ରମ ଜାରି ରହିବ ବୋଲି ଅନୁଷ୍ଠାନ ତରଫରୁ ପ୍ରକାଶ ।
Read More...

ପଦ୍ମପୁର ଭୁଲିଆ ଧର୍ମଶାଳାଠାରେ ଦିବ୍ୟାଙ୍ଗ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜବୋରାସମ୍ବର ଦିବ୍ୟାଙ୍ଗ ବିକାଶ ମଞ୍ଚ ପକ୍ଷରୁ ପଦ୍ମପୁର ଭୁଲିଆ ଧର୍ମଶାଳାଠାରେ ଆନ୍ତ୍ରଜାତିକ ଦିବ୍ୟାଙ୍ଗ ଦିବସ ପାଳିତ ହୋଇଯାଇଛି । ଡିସେମ୍ବର ୩ରେ ବିଶ୍ବ ଦିବ୍ୟାଙ୍ଗ ଦିବସ ପାଳନ କରୁଥିବା ବେଳେ କିଛି ଅସୁବିଧାର କାରଣ ଯୋଗୁଁ ଗତକାଲି ପାଳନ…
Read More...

କ୍ରିଷ୍ଣା କପ୍ : ଉପରବାହାଲ-ବାଟତେରମା ଫାଇନାଲରେ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ନିକଟସ୍ଥ ମହୁଲପାଲି ସ୍କୁଲ ପଡ଼ିଆରେ କେ.ସି.ସି. ଦ୍ଵାରା ଆୟୋଜିତ ୨୦ତମ କ୍ରିଷ୍ଣା କପ୍‌ କ୍ରିକେଟ ଟୁର୍ଣ୍ଣାମେଣ୍ଟର ପଞ୍ଚମ ଦିନ ପ୍ରଥମ ସେମି ଫାଇନାଲ ମ୍ୟାଚରେ ଉପରବାହାଲ ଦଳ ଖଲାବାହାଲ ଦଳକୁ ହରାଇ ଏବଂ ଦ୍ବିତୀୟ ସେମି ଫାଇନାଲ ମ୍ୟାଚରେ…
Read More...