Browsing Tag

padampur news

‘ସଚେତନ ହେମା’ ଢୋଲବନ୍ଧ ଆୟୋଜିତ ଦ୍ଵିତୀୟ ରାଜ୍ୟସ୍ତରୀୟ ନାଟ୍ୟ ମହୋତ୍ସବ ଆସନ୍ତା ଡିସେମ୍ବର ୩୦ରୁ ୩୧…

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ସର୍ଗିବାହାଲ ଗ୍ରାମ ପଞ୍ଚାୟତ ଢୋଲବନ୍ଧ ଗ୍ରାମରେ ସଚେତନ ହେମା ଅନୁଷ୍ଠାନ ଦ୍ୱାରା ରାଜ୍ୟସ୍ତରୀୟ ନାଟକ ମହୋତ୍ସବ ଅନୁଷ୍ଠିତ ଆସନ୍ତା ଡିସେମ୍ବର ୩୦ ଓ ୩୧ ଦୁଇଦିନ ଧରି ମହାସମାରୋହରେ ନାଟ୍ୟ କଳାର ଜୟଗାନ କରି ଗ୍ରାମୀଣ ପରିବେଶ…
Read More...

ମିଠାପାଲି ପଞ୍ଚାୟତରେ ଜନା ସ୍ମଲ ଫାଇନାନ୍ସ ବ୍ୟାଙ୍କ ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପାଇକମାଲ ବ୍ଲକ ମିଠାପାଲି ଗ୍ରାମ ପଞ୍ଚାୟତ ରାଜୀବ ଭବନଠାରେ ଜନା ସ୍ମଲ ଫାଇନାନ୍ସ ବ୍ୟାଙ୍କ ଉଦ୍‌ଘାଟିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ମିଠାପାଲି ଗ୍ରାମ ପଞ୍ଚାୟତ ସରପଞ୍ଚ ସହଦେବ ଧରୁଆଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି ।…
Read More...

ଉତ୍କଳୀୟମ୍ ଫାଉଣ୍ଡେସନ୍ ଦ୍ୱାରା ସମ୍ମାନିତ ହେଲେ ସମାଜସେବୀ ରଶ୍ମିତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ଉତ୍କଳୀୟମ୍ ଫାଉଣ୍ଡେସନ୍ ଟ୍ରଷ୍ଟ ଦ୍ୱାରା ରାଜ୍ୟସ୍ତରୀୟ କରୋନା ଯୋଦ୍ଧା ସମ୍ମାନ - ୨୦୨୧ କାର୍ଯ୍ୟକ୍ରମ ଉତ୍କଳ ସାମ୍ବାଦିକ ସଂଘ ଭୁବନେଶ୍ବରଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ବିଭିନ୍ନ ଅଞ୍ଚଳର କରୋନା ଯୋଦ୍ଧା ଯଥା ପୋଲିସ, ଡାକ୍ତର,…
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପୂର୍ବାହ୍ନ ୧୧ ଟାରେ ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ପଦ୍ମପୁର ସଭାଗୃହରେ ଶ୍ରୀ ଶ୍ରୀ ନୃସିଂହନାଥ ଆୟୁର୍ବେଦ ମହାବିଦ୍ୟାଳୟ ଓ ଗବେଷଣା ପ୍ରତିଷ୍ଠାନ, ପାଇକମାଲ ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।…
Read More...

ରାସନ କାର୍ଡ଼ରେ ଦୁର୍ନୀତିର ଅଭିଯୋଗ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ଅନ୍ତର୍ଗତ ଜଗଲପାଟ ଗ୍ରାମ ପଞ୍ଚାୟତରେ ବାରମ୍ବାର ଦୁର୍ନୀତି ବଢ଼ିବାରେ ଲାଗିଛି । କିଛିଦିନ ପୂର୍ବରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ବଡ଼ସାହାଜବାହାଲର କିଛି ଜଣ ଦୁର୍ନୀତିର ପ୍ରତିବାଦରେ କିରାସିନି ଢାଳି ହେଇ…
Read More...

ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ତରଫରୁ ମାଧବ ସିଂ ଠାକୁର ଓ ତାଙ୍କର ସହଯୋଗୀ ରମେଶ ସାହୁଙ୍କ ସହିଦ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଡିସେମ୍ବର ତା.୨୭/୧୨/୨୦୧୦ ରିଖ ଦିନ ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ କର୍ମୀ ମାଧବ ସିଂ ଠାକୁର ଓ ତାଙ୍କର ସହଯୋଗୀ ରମେଶ ସାହୁଙ୍କ ପୋଲିସ ଏନ୍‌କାଉଣ୍ଟରରେ ପ୍ରାଣ ହରାଇଥିବା ଦୁଇ କର୍ମୀଙ୍କୁ ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ସହିଦ ଘୋଷଣା…
Read More...

ରାଜବୋଡାସମ୍ବର ଖେଳପଡିଆରେ ନିଯୁକ୍ତି ମେଳା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଓ ବରଗଡ ଜିଲ୍ଲା ପ୍ରଶାସନ ମିଳିତ ଆନୁକୂଲ୍ୟରେ ଆଜି ପଦ୍ମପୁର ରାଜବୋରାସମ୍ବର ହାଇସ୍କୁଲ ପଡିଆରେ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଯାଇଛି । ଏହି ନିଯୁକ୍ତି ମେଳାକୁ ପଦ୍ମପୁର ରାଜ ବୋଡସେମ୍ବର ବିଡିଓ ଶଙ୍କର୍ଷଣ ବେହେରା…
Read More...

କୋଶଳିଆ ମାଳି ସମାଜର ସାଂଗଠନିକ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ବିଜେପୁର ସର୍କଲର ଗଣ୍ଠିଆପାଲି, ସାହାଜବାହାଲ, କନ୍ଦୁମୁଣ୍ଡା, ବରକାନୀ, ପୁଟୁକା, ସାଇପାଲି, ଖୁଣ୍ଟପାଲି ଗାଁମାନଙ୍କର ଜାତି ଭାଇଭଉଣୀଙ୍କୁ ନେଇ ଷଷ୍ଠ ଜୋନାଲ ବୈଠକ ବରକାନୀ ଗ୍ରାମର ସ୍ୱର୍ଗତ ଗୟଳ ନାଏକ ଦାନ ଦେଇଥିବା ଜମିରେ…
Read More...

ମାନସିଂହ ସାହିତ୍ୟ ସଂସଦର ସ୍ଵନକ୍ଷତ୍ର ଦିବସ ଓ ରାଜ୍ୟସ୍ତରୀୟ କବିତା ଆସର ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ମାନସିଂହ ସାହିତ୍ୟ ସଂସଦ, ନନ୍ଦଳା, ପୁରୀର ସ୍ଵନକ୍ଷତ୍ର ଦିବସ ଓ ରାଜ୍ୟସ୍ତରୀୟ କବିତା ଆସର ୨୬ ଡିସେମ୍ବର ୨୦୨୧ ରବିବାର ଦିନ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ସମ୍ବଲପୁର ବିଶ୍ଵବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଫେସର ଆଦିକନ୍ଦ ସାହୁ, ଜ୍ଞାନଦୀପ…
Read More...

କ୍ରିଷ୍ଣା କପ୍ କ୍ରିକେଟ୍ : ସେମିରେ ବାଟତେରମା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ନିକଟସ୍ଥ ମହୁଲପାଲି ସ୍କୁଲ ପଡ଼ିଆରେ କେ.ସି.ସି. ଦ୍ଵାରା ଆୟୋଜିତ ୨୦ତମ କ୍ରିଷ୍ଣା କପ କ୍ରିକେଟ ଟୁର୍ଣ୍ଣାମେଣ୍ଟର ତୃତୀୟ ଦିନ ପ୍ରଥମ ମ୍ୟାଚରେ ବାଟତେରମା ଦଳ ମହୁଲପାଲି ଭେଟେରାନ ଦଳକୁ ହରାଇ ଏବଂ ଦ୍ୱିତୀୟ ମ୍ୟାଚରେ ଗୌଡପାଲି ଦଳ ଜମଲା ଦଳକୁ…
Read More...