Browsing Tag

padampur news

ଡୁଡୁକିଝରିଆ କ୍ରିକେଟ୍‌ କପ୍‌ : ପାଇକମାଲ କ୍ବାଟର ଫାଇନାଲରେ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଳକ ଜାମସେଠ ପଞ୍ଚାୟତ ଡୁଡୁକିଝରିଆଠାରେ ଚାଲିଥିବା ୮ମ ମା' ସମଲେଶ୍ଵରୀ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ଗୁରୁବାର ଖେଳାଯାଇଥିବା ଖେଳରେ ସାମ୍ବାଦିକ ସୌମ୍ୟରଞ୍ଜନ ମାଝୀ ଅତିଥି ଭାବେ ଯୋଗଦେଇ ଖେଳ ଉଦ୍‌ଘାଟନ କରିଥିଲେ । ପ୍ରଥମ
Read More...

ନେହେରୁ ଯୁବ କେନ୍ଦ୍ର ସଂଗଠନ ତରଫରୁ ସ୍ବଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କମାର ପାଣୀ) : ଭାରତ ସରକାରଙ୍କ ଦ୍ଵାରା ଆରମ୍ଭ କରାଯାଇଥିବା ସ୍ୱଚ୍ଛ ଭାରତ ଅଭିଯାନ ଚଳିତ ବର୍ଷ ଅକ୍ଟୋବର ୧ ତାରିଖରୁ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ନେହେରୁ ଯୁବ କେନ୍ଦ୍ର ସଂଗଠନ ତରଫରୁ ସାରା ଦେଶରେ ପାଳନ କରାଯାଉଛି । ସେହିପରି ଆଜି ନେହେରୁ ଯୁବ କେନ୍ଦ୍ର ସଂଗଠନ
Read More...

ରକ୍ଷଣାବେକ୍ଷଣ ଅଭାବରୁ ଭାଙ୍ଗିଲା ମାଟିବନ୍ଧ ଡ୍ୟାମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଜମରତଲା ପଞ୍ଚାୟତଠାରେ ଥିବା କଣ୍ଠେଶ୍ବରପୁର ମାଟିବନ୍ଧ ପ୍ରୋଜେକ୍ଟ ରକ୍ଷଣାବେକ୍ଷଣ ଅଭାବରୁ ଆଡି ଭାଙ୍ଗିଯାଇ ବ୍ୟାପକ ନଷ୍ଟ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ କଣ୍ଠେଶ୍ବରପୁର ମାଟିବନ୍ଧରେ ସରକାରଙ୍କ ନିର୍ଦ୍ଧାରଣ ଅନୁସାରେ ୩୨୦
Read More...

ଧାରୋଲ ଗ୍ରାମରେ କବାଡି ଟୁର୍ଣ୍ଣାମେଣ୍ଟ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ମାଣ୍ଡୋସିଲ ଗ୍ରାମ ପଞ୍ଚାୟତ ଧାରୋଲ ଗ୍ରାମଠାରେ କବାଡି ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ଟୁର୍ଣ୍ଣାମେଣ୍ଟ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଗାଁର ଗୌନ୍ତିଆ ବାସୁଦେବ ବରିହା, ସମ୍ମାନୀତ ଅତିଥି ଭାବେ ଏ ଅଞ୍ଚଳର ସମାଜସେବୀ ତଥା ବିଶିଷ୍ଟ
Read More...

ଆଜାଦୀ କା ଅମୃତ ମହୋତ୍ସବ ଉପଲକ୍ଷେ ନୃସିଂହନାଥରେ ସ୍ୱଚ୍ଛତା କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲର ନୃସିଂହନାଥ ମନ୍ଦିର ପରିସରରେ ଆଜି କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ଭାରତ ସରକାରଙ୍କ ଅଧୀନରେ କାର୍ଯ୍ୟ କରୁଥିବା ନେହେରୁ ଯୁବ କେନ୍ଦ୍ର ବରଗଡର ସ୍ୱେଛାସେବୀମାନେ ପ୍ଲାଷ୍ଟିକ ଓ ଆବର୍ଜନା ସଫା କରିଥିଲେ ।
Read More...

ପାଇକମାଲ ଦୁର୍ଗାପୂଜା ଏକ ଅନନ୍ୟା ପରମ୍ପରା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ଦୁର୍ଗାପୂଜା ଯାହାକି ନଅ ଦିନଧରି ଚାଲିଥାଏ । ତାହାର ବୈଶିଷ୍ଠ୍ୟ ପରମ୍ପରା ନୃସିଂହନାଥ ସ୍ଥିତ ବିନ୍ଧ୍ୟବାସିନୀ ମନ୍ଦିର ସହିତ ଜଡିତ । ବିନ୍ଧ୍ୟବାସିନୀ ମନ୍ଦିର ଓ ପାଇକମାଲ ଗ୍ରାମର ଗୌନ୍ତିଆଙ୍କ ପୂଜାବିଧି କେଉଁ କାଳରୁ ଚାଲି ଆସୁଅଛି । ତାହା ଏକ
Read More...

ପଦ୍ମପୁର ଟାଉନ କ୍ଲବ ଠାରେ ସ୍ୱର୍ଗତଃ ପର୍ଶୁରାମ ଅଗ୍ରୱାଲଙ୍କୁ ଶ୍ରଦ୍ଧାଞ୍ଜଳି

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଦ୍ମପୁର ସ୍ଥାନୀୟ ଟାଉନ କ୍ଲବ ଠାରେ ପଦ୍ମପୁରର କଳିଙ୍ଗ ଗ୍ରୁପର ପ୍ରତିଷ୍ଠାତା ତଥା ସମାଜସେବୀ ସ୍ୱର୍ଗତଃ ପର୍ଶୁରାମ ଅଗ୍ରୱାଲଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ତାଙ୍କର ସ୍ମୃତିଚାରଣ କରାଯାଇଥିଲା । ଗତ ତା ୫/ ୧୦/୨୦୨୧ ମଙ୍ଗଳବାର ରାତିରେ
Read More...

ବିଜ୍ଞାପିତ ଅଞ୍ଚଳ ପରିଷଦ ପରିସରରେ ନେହେରୁ ଯୁବ କେନ୍ଦ୍ର ପକ୍ଷରୁ ସ୍ୱଚ୍ଛତା ଅଭିଯାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ବିଜ୍ଞାପିତ ଅଞ୍ଚଳ ପରିଷଦ ପଦ୍ମପୁର ପରିସରରେ ନେହେରୁ ଯୁବ କେନ୍ଦ୍ର ପକ୍ଷରୁ ସ୍ୱଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ନେହେରୁ ଯୁବ କେନ୍ଦ୍ର ସଂଗଠନ ରେ ଜଡ଼ିତ ସ୍ଵେଚ୍ଛାସେବୀ ଚୂଡ଼ାମଣି ସାହୁ ଏବଂ ଜଗଦୀଶ
Read More...

ବିଦ୍ୟୁତ ବିଭାଗର ଖାମଖିଆଲି କାମ ଯୋଗୁଁ ଅକାରଣରେ ଚାଲିଗଲା ନିରୀହ ଶିଶୁର ଜୀବନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବିଦ୍ୟୁତ ବିଭାଗର ଅପାରଗତା ତଥା ବିଦ୍ୟୁତ ବିଭାଗର ଭୁଲ କାମ ଯୋଗୁଁ ଅକାରଣରେ ଚାଲିଗଲା ସାତ ବର୍ଷର ଝିଅର ଜୀବନ । ପଦ୍ମପୁର ଉପଖଣ୍ଡ ଗାଇସିଲାଟ ଥାନା ଜନକେଡା ଗ୍ରାମର ଜଣେ ସାତ ବର୍ଷର ଶିଶୁକନ୍ୟା ଖେଳୁଥିବା ସମୟରେ ଘର ସମ୍ମୁଖରେ ଥିବା ଇଲେକ୍ଟ୍ରିପୋଲ
Read More...

ପୁଢୋଖାର ଗାଁରୁ ଜମଲା ଯାଇଥିବା ରାସ୍ତା କେବେ ହେବ ?

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଲକ ଅନ୍ତର୍ଗତ ଡଙ୍ଗାଘାଟ ପଞ୍ଚାୟତ ଅଧିନରେ ଥିବା ପୁଢୋଖାର ଗାଁରୁ ଜମଲା ଯାଇଥିବା ରାସ୍ତା ଅତି ଶୋଚନୀୟ ହୋଇପଡିଛି । ସେଇ ରାସ୍ତା ଦେଇ ୪ ଖଣ୍ଡ ଗାଁ ଲୋକେ ଯିବା ଆସିବା କରୁଛନ୍ତି । ଜମଲା ପାଖରେ ସୋମବାର ଦିନ ବଜାର ବସିଥାଏ ।
Read More...