Browsing Tag

padampur news

ବନଦୁର୍ଗା ମନ୍ଦିରରେ ନବରାତ୍ରୀ ଦିନରେ ଭକ୍ତ ମାନଙ୍କୁ ଦର୍ଶନ ଦେଲେ ମାଁ ସିଦ୍ଧିଦାତ୍ରୀ ରୂପରେ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବଡ଼ବନ୍ଧ ପାଖ ବନଦୁର୍ଗା ମନ୍ଦିର ଠାରେ ଆଜି ମଙ୍ଗଳବାର ସକାଳ ୮ଟା ସମୟରେ ମୁଖ୍ୟ ପଣ୍ଡିତ ରଘୁନାଥ ତ୍ରିପାଠୀ, ମନ୍ଦିର ପୂଜକ ପ୍ରଶାନ୍ତ ପଣ୍ଡା, ପଣ୍ଡିତ ଗିରିଶ ଚନ୍ଦ୍ର ହୋତା, ପଣ୍ଡିତ ଅଶୋକ କୁମାର ପଣ୍ଡା, ପଣ୍ଡିତ ଦେବେନ୍ଦ୍ର ତ୍ରିପାଠୀ,
Read More...

ମାଣ୍ଡୋସିଲ ସାର୍ବଜନୀନ ଦୁର୍ଗାପୂଜାରେ ରାବଣ ଦରବାର ଉଦଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମାଣ୍ଡୋସିଲ ୭୪ତମ ମାଣ୍ଡୋସିଲ ସାର୍ବଜନୀନ ଦୁର୍ଗାପୂଜାରେ ରାବଣ ଦରବାର ଉଦଘାଟିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁ ଓ ସମ୍ମାନିତ ଅତିଥି ଭାବରେ ପୂଜା କମିଟି ସଭାପତି ମହେନ୍ଦ୍ର
Read More...

ଆଞ୍ଚଳିକ ରାଜପୁତ କ୍ଷତ୍ରୀୟ ସମାଜ ତରଫରୁ ନୂଆଁଖାଇ ଭେଟଘାଟ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସିଦ୍ଧିବିନାୟକ କଲ୍ୟାଣ ମଣ୍ଡପ ଠାରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଞ୍ଚଳିକ ରାଜପୁତ କ୍ଷତ୍ରୀୟ ସମାଜର ସଭାପତି ବିପିନ ବିହାରୀ ଠାକୁରଙ୍କ ଅଧ୍ୟକ୍ଷତାରେ ଉକ୍ତ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
Read More...

ବନଦୁର୍ଗା ମନ୍ଦିରରେ ମହାଗୋୖରୀ ଦେବୀଙ୍କ ପୂଜାର୍ଚ୍ଚନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବଡ଼ବନ୍ଧ ପାଖ ବନଦୁର୍ଗା ମନ୍ଦିର ଠାରେ ଆଜି ସୋମବାର ସକାଳ ୮ ଘଣ୍ଟା ସମୟରେ ମୁଖ୍ୟ ପଣ୍ଡିତ ରଘୁନାଥ ତ୍ରିପାଠୀ, ମନ୍ଦିର ପୂଜକ ପ୍ରଶାନ୍ତ ପଣ୍ଡା, ପଣ୍ଡିତ ଗିରିଶ ଚନ୍ଦ୍ର ହୋତା, ପଣ୍ଡିତ ଅଶୋକ କୁମାର ପଣ୍ଡା, ପଣ୍ଡିତ ଦେବେନ୍ଦ୍ର ତ୍ରିପାଠୀ,
Read More...

୭୪ତମ ବର୍ଷରେ ପଦାର୍ପଣ କରିଛି ମାଣ୍ଡୋସିଲ ସାର୍ବଜନୀନ ଦୁର୍ଗାପୂଜା

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ତଥା ଜିଲ୍ଲାର ସୀମାନ୍ତ ଗାଁ ମାଣ୍ଡୋସିଲ । କାହିଁ ଆବାହନ କାଳରୁ ଏହି ଗାଁରେ ଦୁର୍ଗାପୂଜା ହୋଇଆସୁଅଛି । ଗ୍ରାମବାସୀ ତଥା ଅଞ୍ଚଳବାସୀଙ୍କ ସହଯୋଗରେ ଏ ବର୍ଷକୁ ଧରି ୭୪ ବର୍ଷରେ ପଦାର୍ପଣ କରିଛି । ଚଳିତ
Read More...

ବରଗଡ ସାଂସଦ ପ୍ରଦୀପ ପୁରୋହିତଙ୍କ ମାନବିକତାର ଉଦାହରଣ : ଦୁର୍ଘଟଣାରେ ଆହତଙ୍କୁ ନିଜେ ହସ୍ପିଟାଲକୁ ପହଞ୍ଚାଇଲେ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ସାଂସଦ ପ୍ରଦୀପ ପୁରୋହିତଙ୍କର ମାନବିକତା ଓ ସେବାଭାବର ଦୃଢ ପ୍ରମାଣ ଦେଖିବାକୁ ମିଳିଛି । ଆଗଲପୁରରେ ଆୟୋଜିତ ସେବାପକ୍ଷ କାର୍ଯ୍ୟକ୍ରମକୁ ଯିବା ରାସ୍ତାରେ, ବିଜେପୁର ବ୍ଲକର ଗୁଡିମୁଣ୍ଡା ଠାରେ ଏକ ଭୟାବହ ଦୁର୍ଘଟଣା ଘଟିବା ପରେ ସାଂସଦ ନିଜର ଗାଡ଼ି
Read More...

ଲଗାଣ ବର୍ଷାରେ ଘର ଭାଙ୍ଗିଲା : ସହାୟତା ପାଇଁଁ ଦାବି

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକରେ ଲଗାଣ ବର୍ଷା ଲାଗି ରହିଥିଲା । ପ୍ରବଳ ବର୍ଷା ଯୋଗୁଁ କାଂସଡା ଗାଁର ରୁଦନା ମାଝୀଙ୍କ ରୋଷେଇ ଘର ଭାଙ୍ଗି ଯାଇଥିବାର ଅଭିଯୋଗ ହୋଇଛି । ଏନେଇ ପ୍ରଶାସନ ତରଫ ସରକାରୀ ସହାୟତା ଯୋଗାଇଦେବାକୁ ଦାବି ହୋଇଛି ।
Read More...

ଜର୍ଜଗଡ଼ରେ ୩୨ତମ ଦୁର୍ଗାପୂଜା କଳସ ଯାତ୍ରା

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ପାଇକମାଲ ବ୍ଲକ ନୃସିଂହନାଥ ରାସ୍ତାରେ ଥିବ। ଜର୍ଜଗଡ଼ରେ ୩୨ତମ ଦୁର୍ଗାପୂଜା ପାଇଁ ରବିବାର କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଗ୍ରାମର ମହିଳାପୁରୁଷ, ପୁଅଝିଅ ଜାତି, ଧର୍ମ ନିର୍ବିଶେଷରେ ସମସ୍ତେ ଏକତ୍ରିତ ହୋଇ ନିକଟସ୍ଥ
Read More...

ପଦ୍ମପୁର ବନଦୁର୍ଗା ମନ୍ଦିରରେ କାଳରାତ୍ରୀ ଦେବୀଙ୍କ ବିଶେଷ ପୂଜା ଓ ଆରାଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବଡ଼ବନ୍ଧ ପାଖ ବନଦୁର୍ଗା ମନ୍ଦିର ଠାରେ ଆଜି ରବିବାର ସକାଳ ୮ଟା ସମୟରେ ମୁଖ୍ୟ ପଣ୍ଡିତ ରଘୁନାଥ ତ୍ରିପାଠୀ, ମନ୍ଦିର ପୂଜକ ପ୍ରଶାନ୍ତ ପଣ୍ଡା, ପଣ୍ଡିତ ଗିରିଶ ଚନ୍ଦ୍ର ହୋତା, ପଣ୍ଡିତ ଅଶୋକ କୁମାର ପଣ୍ଡା, ପଣ୍ଡିତ ଦେବେନ୍ଦ୍ର ତ୍ରିପାଠୀ, ପଣ୍ଡିତ
Read More...

ପାଇକମାଲ ବ୍ଲକସ୍ତରୀୟ କୁଳିତା ସମାଜର ନୂଆଁଖାଇ ଭେଟଘାଟ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ସ୍ତରୀୟ କୁଳିତା ସମାଜର ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ବୁକୁରାମୁଣ୍ଡା ଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଏକ କଳସ ଶୋଭାଯାତ୍ରାରେ ପୋଖରୀରୁ ପବିତ୍ର ପାଣି ଆଣି କୁଳିତା ଜାତିର ଇଷ୍ଟଦେବୀ ରଣେଶ୍ୱରୀ
Read More...