Browsing Tag

padampur news

ଟେମରୀ ହାଇସ୍କୁଲର ବାର୍ଷିକ ଉତ୍ସବ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଟେମରୀ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶନିବାର ସମାରୋହରେ ପାଳିତ ହୋଇଯାଇଛି । ଏହି ଶୁଭ ଅବସରରେ ମୂଖ୍ୟ ଅତିଥି ଭାବେ ପଦ୍ମପୁର ଉପ ଜିଲ୍ଲାପାଳ ସ୍ନେହା ଅରଗୁଲା ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ପଦ୍ମପୁର
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ପାଠଚକ୍ର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ନୂତନ ସମ୍ମିଳନୀ କକ୍ଷରେ ଶକ୍ତି ଶ୍ରୀ ସଶକ୍ତି କରଣ ପ୍ରକୋଷ୍ଠ ଏବଂ ଆଭ୍ୟନ୍ତରୀଣ ଅଭିଯୋଗ ପ୍ରକୋଷ୍ଠର ମିଳିତ ଆନୁକୂଲ୍ୟରେ ଓ ଅଧ୍ୟକ୍ଷ ପ୍ରଫେସର ଖଗେଶ୍ୱର ଦାଶଙ୍କ ସଭାପତିତ୍ୱରେ "ଜାତୀୟ ପ୍ରଗତି ପାଇଁ ଲିଙ୍ଗଗତ ସମାନତା ଏକ
Read More...

ଭାଜପା ମଣ୍ଡଳ ସଭାପତିଙ୍କ ବିଦ୍ୟାଳୟ ପରିଦର୍ଶନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ଭାଜପାର ମାଣ୍ଡୋସିଲ ମଣ୍ଡଳ ସଭାପତି ଯତୀନ ସାହୁ ଛିନ୍ଦେଇକେଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କରିଥିଲେ । ରନ୍ଧାଘର ଅତ୍ୟନ୍ତ ଦୟନୀୟ ଅଛି । ଉପର ଛାତ ଭାଙ୍ଗି ଗଲାଣି ତଥା ସବୁଆଡେ ମୂଷା ଗାତ ହୋଇଯାଇଛି । ତା ସହିତ ଚାଉଳ ରଖିବାକୁ ପର୍ଯ୍ୟାପ୍ତ
Read More...

ମାଗଣା ସ୍ୱାସ୍ଥ୍ୟ ଶିବିର ପାଇଁ ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସ୍ଥିତ ସୂର୍ଯ୍ୟକୃପା ନିବାସ ପରିସରରେ ମାଗଣା ସ୍ୱାସ୍ଥ୍ୟ ଶିବିର କରାଯିବା ନେଇ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡା. କୃପାସିନ୍ଧୁ ଭୋଇଙ୍କ ସାନ ଭାଇ ଜଗବନ୍ଧୁ ଭୋଇଙ୍କ ସଭାପତିତ୍ୱରେ ଶନିବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।
Read More...

ପାଇକମାଲ ହାଇସ୍କୁଲରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ପ୍ରଧାନ ଶିକ୍ଷକ ଦ୍ଵାଦଶ କୁମାର ପଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ପାଇକମାଲ ବ୍ଲକ ଚେୟାରମେନ ଭାବନା ସିଂ ଏବଂ ଟାଇଲ ଚନ୍ଦ୍ର ଭୋଇ
Read More...

ପଦ୍ମପୁର ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ଉତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ରାଜବୋଡାସମ୍ବର୍ ବିଇଓ ଲୋକନାଥ ଭୋଇ କ୍ରୀଡା ପତାକା ଉତ୍ତୋଳନ କରି କାର୍ଯ୍ୟକ୍ରମ ଉଦଘାଟନ କରିଥିଲେ । ବିଦ୍ୟାଳୟର କ୍ରୀଡା ଶିକ୍ଷକ ଶ୍ରୀମତୀ
Read More...

ସାପଲହର ଗାୟତ୍ରୀ ଉଚ୍ଚ ବିଦ୍ୟାଳୟର ୩୪ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ସାପଲହର ଗାୟତ୍ରୀ ଉଚ୍ଚ ବିଦ୍ୟାଳୟର ୩୪ ତମ ବାର୍ଷିକ ଉତ୍ସବ ଆଜି ଅନୁଷ୍ଠିତ ହୋଇଯାଇଛି । ଏହି ତ୍ରିଦିବସୀୟ ମହା ସମାରୋହର ଶେଷ ଦିନରେ ବାର୍ଷିକ ସଭା ଅନୁଷ୍ଠିତ ହେବା ପୂର୍ବରୁ ଗତ ୧୭ ଓ ୧୮ ତାରିଖରେ ବାର୍ଷିକ କ୍ରୀଡ଼ା
Read More...

ବିଦ୍ୟୁତ ସଂଯୋଗ ଠପ୍‌ : ଚିନ୍ତାରେ ଚାଷୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ବୁକୁରାମୁଣ୍ଡା ଅଞ୍ଚଳରେ ଉଠା ଜଳସେଚନ ବିଭାଗ, ବରଗଡ଼ ପକ୍ଷରୁ ଚାଷୀ ମାନଙ୍କ ଜମିକୁ ଜଳସେଚନ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ବିଦ୍ୟୁତ୍ ଲାଇନ ଟଣା କାମ ବିଗତ ଅକ୍ଟୋବର ମାସରୁ ଆରମ୍ଭ ହୋଇଥିଲା । ଦୀର୍ଘ ମାସ
Read More...

କୁଲିଆରୀ ଠାରେ ନୂତନ ପଞ୍ଚାୟତ ଗଠନ ପାଇଁ ଉପଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକ ଅନ୍ତର୍ଗତ କଟାବାହାଲ ଗ୍ରାମପଞ୍ଚାୟତର କୁଲିଆରୀ, କେନ୍ଦୁମାଲ, ଡଙ୍ଗରମୁଣ୍ଡା, ପରମାନନ୍ଦପୁର ଓ ଜୁବାଖୋଲ ଆଦି ପାଞ୍ଚ ଗୋଟି ଗ୍ରାମକୁ ନେଇ କୁଲିଆରୀ ଗ୍ରାମଠାରେ ଏକ ନୂତନ ପଞ୍ଚାୟତ ଗଠନ କରିବା ପାଇଁ ଆଜି ସମାଜସେବୀ ସୁଶାନ୍ତ
Read More...

ଜିଲ୍ଲା ହସ୍ପିଟାଲକୁ ଏକ ସୁପର ସ୍ପେସାଲିଟି ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ସାଂସଦଙ୍କ ଦାବୀ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ସରକାରୀ ଜିଲ୍ଲା ହସ୍ପିଟାଲକୁ ଏକ ସୁପର ସ୍ପେସାଲିଟି ହସ୍ପିଟାଲରେ ପରିଣତ କରିବାର ଜରୁରୀ ଆବଶ୍ୟକତା ବିଷୟରେ ଅବଗତ କରାଇବା ପାଇଁ ଏବଂ ଅତିରିକ୍ତ ଭାବରେ ବିଦ୍ୟମାନ ଜିଲ୍ଲା ହସ୍ପିଟାଲ ପରିସରରେ ୧୦୦ ଏମ୍‌ବିବିଏସ ସିଟ୍ କ୍ଷମତା ବିଶିଷ୍ଟ ଏକ ମେଡିକାଲ
Read More...