Browsing Tag

padampur news

ପାଇକମାଲ ବିନ୍ଧ୍ୟବାସିନୀ ଡିଗ୍ରୀ କଲେଜରେ ସଂକୁଳ ସ୍ତରୀୟ ଯୁବ ରେଡକ୍ରସ ପ୍ରଶିକ୍ଷଣ ଶିବିରର ଦ୍ଵିତୀୟ ଦିବସ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବିନ୍ଧ୍ୟବାସିନୀ ଡିଗ୍ରୀ କଲେଜ ଠାରେ ଅକ୍ଟୋବର ୨୬ ରୁ ୨୮ ତାରିଖ ଯାଏଁ ସଂକୁଳ ସ୍ତରୀୟ ଯୁବ ରେଡକ୍ରସ ପ୍ରଶିକ୍ଷଣ ଶିବିର ପାଳିତ ହୋଇଯାଇଛି । ଦ୍ଵିତୀୟ ଦିବସର ପ୍ରଥମ ଅଧିବେଶନରେ ଅଧ୍ୟକ୍ଷ ରୋହିତ କୁମାର ବାରିକ ଅଧ୍ୟକ୍ଷତା କରିଥିବା ବେଳେ…
Read More...

ଗ୍ରାମବାସୀଙ୍କ ଦ୍ୱାରା ରାସ୍ତା ନିର୍ମାଣ ହେଲା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ଜାମୁଟପାଲି ଗ୍ରାମପଞ୍ଚାୟତ ଅନ୍ତର୍ଗତ ସାଉତଖଣ୍ଡିରୁ ଜାମୁଟପାଲିକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ଅତି ଶୋଚନୀୟ ଅବସ୍ଥାରେ ଥିଲା । ସାଉତଖଣ୍ଡି ଗ୍ରାମର ହାରାହାରି ଦୁଇ ହଜାରରୁ ଅଧିକ ଲୋକ ଏହି ରାସ୍ତା ଉପରେ…
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନାର ଉଦ୍‌ଯାପନୀ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନାର ତିନୋଟି ଶିବିର ଯଥାକ୍ରମେ ବରିକେଲ, ସିଂହନପୁର ଓ ଚାରପାଲି ଗ୍ରାମରେ ଉଦ୍‌ଘାଟିତ ହୋଇଥିଲା । ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ଲଳିତେନ୍ଦୁ ନାୟକଙ୍କ ଅଧ୍ୟକ୍ଷତାରେ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା ।…
Read More...

ସୌନ୍ଦର୍ଯ୍ୟରେ ଭରପୂର ପୂଝାରୀପାଲି ବିଦ୍ୟାଳୟ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବିଦ୍ୟାଳୟ ହେଉଛି ମଣିଷ ତିଆରି କାରଖାନା ଏହାକୁ ସରସ ସୁନ୍ଦର ଗଢି ତୋଳିବାରେ ସରକାରଙ୍କ ବିଦ୍ୟାଳୟ ରୁପାନ୍ତରଣ କାର୍ଯ୍ୟକ୍ରମ ଦେଶର ସଫଳତା ଏକ ଉଦାହରଣ ପାଲଟିଛି । ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ପୁଝାରିପାଲି ସେବାଶ୍ରମ ଦେଖିଲେ ଏହା ଏକ…
Read More...

ବିନ୍ଧ୍ୟବାସିନୀ ଡିଗ୍ରୀ କଲେଜରେ ସଂକୁଳସ୍ତରୀୟ ଯୁବ ରେଡକ୍ରସ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବିନ୍ଧ୍ୟବାସିନୀ ଡିଗ୍ରୀ କଲେଜଠାରେ କ୍ଲଷ୍ଟର ସ୍ତରୀୟ ରେଡ଼କ୍ରସର ତିନି ଦିନିଆ ତାଲିମ ଓ ଶିକ୍ଷା ଶିବିର ଆଜି ଉଦ୍‌ଘାଟିତ ହୋଇଯାଇଛି । ମୁଖ୍ୟ ଅତିଥି ଶ୍ୟାମଲାଲ ପ୍ରଧାନଙ୍କ ଦ୍ୱାରା ରେଡକ୍ରସ ପତାକା ଉତ୍ତୋଳିତ ହେବା ପରେ ଉଦ୍‌ଘାଟନୀ ସମାରୋହ…
Read More...

ଭାଲୁଡୁଙ୍ଗୁରିରେ ବୃକ୍ଷ ରୋପଣ ମହୋତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜ ବୋଡାସମ୍ବର ବ୍ଲକ ଅନ୍ତର୍ଗତ ଦହିତା ଗ୍ରାମ ପଞ୍ଚାୟତ ଭାଲୁଡୁଙ୍ଗୁରୀ ଗ୍ରାମରେ ଏକ ବୃକ୍ଷ ରୋପଣ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲେକ୍ଷ ଆୟୋଜିତ ଏକ ପଥପ୍ରାନ୍ତ ସଭାରେ ବନ ସୁରକ୍ଷା ସମିତି ଭାଲୁଡୁଙ୍ଗୁରିର ସଭାପତି ଚୈତନ୍ୟ ବରିହା ସଭାପତିତ୍ୱ…
Read More...

ପାଇକମାଲ ବସ୍ତି ମଝିରେ ଯାଇଥିବା ବିଜୁ ଏକ୍ସପ୍ରେସ ୱେର ବିଭିନ୍ନ ସମସ୍ୟାକୁ ନେଇ ବିଡିଓଙ୍କୁ ଦାବୀପତ୍ର ପ୍ରଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲର ଜନସାଧାରଣ, ନାଗରିକ କମିଟି, ବଣିକ ସଂଘର କର୍ମକର୍ତ୍ତା, ସାମ୍ବାଦିକ ସଂଘ, ଲାୟନ୍ସ କ୍ଲବ ସଭ୍ୟ ତଥା ମାରୱାଡି ଯୁବାମଞ୍ଚ କର୍ମକର୍ତ୍ତା ଓ ଅନ୍ୟାନ୍ୟ ଅନୁଷ୍ଠାନମାନଙ୍କର କର୍ମକର୍ତ୍ତାମାନେ ପାଇକମାଲ ମୁଖ୍ୟ ଛକଠାରେ ଏକତ୍ରିତ ହୋଇ ବ୍ଲକ୍ …
Read More...

ମନରେଗା ଯୋଜନାରେ ବିନା କାମରେ ୮ ଲକ୍ଷ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗ : ଦୋଷୀ ପ୍ରତି କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ବରତୁଣ୍ଡା ପଞ୍ଚାୟତରେ ହୋଇଥିବା ମନରେଗା ଯୋଜନାରେ କାମର ଦୁର୍ନୀତି ହୋଇଥିବା ନେଇ ବରତୁଣ୍ଡା ପଞ୍ଚାୟତର ଅଧିବାସୀ ଓ ଶ୍ରମିକ ମାନେ ଅଭିଯୋଗ କରିଛନ୍ତି । ଅଭିଯୋଗ ଅନୁଯାୟୀ ମନରେଗା ଯୋଜନାରେ ଜାଳିଆତି କରି…
Read More...

କୋଶଳିଆ ମାଳି ସମାଜର ସାଂଗଠନିକ ବୈଠକ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଉଦୀୟମାନ ଯୁବକ ସଂଘ କମ୍ୟୁନିଟି ସେଣ୍ଟରର ବିଜେପୁର ବ୍ଲକ୍ ଅନ୍ତର୍ଗତ ବିଜେପୁର ଜୋନ୍ ସ୍ତରୀୟ ସାଂଗଠନିକ ବୈଠକ ମୁକ୍ତା ପଟେଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ବିଲେଇପାଲି, ସମଲାଇପଦର, ବିଜେପୁର, ଗୁଡ଼ିମୁଣ୍ଡା, ଚାରପାଲି,…
Read More...

ଟେମରୀ ପଞ୍ଚାୟତ ସ୍ତରୀୟ ଲକ୍ଷେଘର ଗଣ୍ତା ସମାଜର କର୍ମକର୍ତ୍ତା ଚୟନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ଟେମରୀ ଗ୍ରାମ ପଞ୍ଚାୟତ ସ୍ତରୀୟ ଲକ୍ଷେ ଗଣ୍ତା ସମାଜ କର୍ମକର୍ତ୍ତାଙ୍କ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ସ୍ତରୀୟ ଲକ୍ଷେଘର ଗଣ୍ତା ସମାଜ ସଂପାଦକ ଦେବାର ଛତର ତତ୍ତ୍ବାବଧାନରେ ଟେମରୀ ପଞ୍ଚାୟତ ସ୍ତରୀୟ…
Read More...