Browsing Tag

padampur news

ବାଳିକା ଉଚ୍ଚ ବିଦ୍ୟାଳୟରେ ଗୁରୁ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ କୋଭିଡ ନିୟମ ପାଳନ କରି ଗୁରୁ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିସରରେ ଉପସ୍ଥାପିତ ସର୍ବପଲ୍ଲୀ ରାଧାକୃଷ୍ଣନ ତଥା ଅନ୍ୟ ବରପୁତ୍ର ମାନଙ୍କର ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ପୂଜନ ପରେ ପ୍ରଧାନ…
Read More...

ଅଞ୍ଚଳ ମହାବିଦ୍ୟାଳୟର ଯୁକ୍ତ ୩ ଶେଷ ବର୍ଷ ପରୀକ୍ଷାରେ ଛାତ୍ରଛାତ୍ରୀମାନଙ୍କ କୃତିତ୍ୱ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥିତ ଅଞ୍ଚଳ ମହାବିଦ୍ୟାଳୟ ସମ୍ବଲପୁର ବିଶ୍ଵବିଦ୍ୟାଳୟ ଦ୍ଵାରା ପରିଚାଳିତର ଯୁକ୍ତ ୩ ଶେଷ ବର୍ଷ ସେମିଷ୍ଟର ପରୀକ୍ଷାର ପ୍ରକାଶିତ ଫଳରେ ଅଞ୍ଚଳ ମହାବିଦ୍ୟାଳୟର ଆଠ ଜଣ ଛାତ୍ରଛାତ୍ରୀ କୃତିତ୍ୱ ସହ ବିଭିନ୍ନ ବିଭାଗରେ ଉତ୍ତୀର୍ଣ୍ଣ ହୋଇ ଶ୍ରେଷ୍ଠ…
Read More...

ରାଜ ବୋଡାସମ୍ବର ହାଇସ୍କୁଲରେ ନୂତନ ପ୍ରଧାନ ଶିକ୍ଷକଙ୍କ ଯୋଗଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜବୋଡସମ୍ୱର ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନ ଶିକ୍ଷକ ଭାବେ ଧର୍ମକୁମାର ଶତପଥୀ (ଓଇଏସ୍‌- ଆଇଆଇ) ଯୋଗଦାନ କରିଛନ୍ତି । ଶ୍ରୀ ଶତପଥୀ ଏହା ପୂର୍ବରୁ ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଲୁଥୁରବନ୍ଧରେ ସିନିୟର୍ ଏସ.ଇ.ଏସ ଭାବେ…
Read More...

ପେଟ୍ରୋଲିଂ ସମୟରେ ଦୁଇ ଚୋରଙ୍କୁ କାବୁ କଲା ପଦ୍ମପୁର ପୋଲିସ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ପୋଲିସ ପକ୍ଷରୁ ପଦ୍ମପୁର ଥାନା ଅଧିକାରୀ ରାଜେନ୍ଦ୍ର ସିଆଲ ଓ ତାଙ୍କ ଟିମ ରାତ୍ରୀକାଳୀନ ପେଟ୍ରୋଲିଂ ସମୟରେ ପଦ୍ମପୁର ବଜାରପଡାର ବଲିଆର ମଲ୍ଲିକ ଓ ରଜାପଡାର ଦୀପକ ପଧାନ ନାମକ ଦୁଇ ଜଣ ଯୁବକ ବୁଲୁଥିବା ଦେଖି ଯୁବକ ମାନଙ୍କୁ ପଚରା ଉଚରା କରିଥିଲେ…
Read More...

ପାରିବାରିକ କଳହ ପାଇଁ ବୃଦ୍ଧଙ୍କୁ ହତ୍ୟା ଅଭିଯୋଗ : ଅଭିଯୁକ୍ତ ଫେରାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାରିବାରିକ କଳହରୁ ବୄଦ୍ଧଙ୍କୁ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି । ଝାରବନ୍ଧ ଥାନା ପୁଟୁକିଡୁଙ୍ଗୁରୀ ଗ୍ରାମରେ ଘଟି ଯାଇଛି ଏଭଳି ଏକ ଅଘଟଣ । ଅଭିଯୋଗ ଅନୁସାରେ ସୁବାସ ସାହୁଙ୍କ ପରିବାର ସହ ସେହି ଗ୍ରାମର ନନ୍ଦକିଶୋର ସାହୁଙ୍କ ପୂର୍ବ ଶତ୍ରୁତା…
Read More...

ପୂଜାପାଠ ଆଳରେ ଶ୍ରଦ୍ଧାଳୁଙ୍କୁ ପୂଜକଙ୍କ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ : ଥାନାରେ ଏତଲା, ପୂଜକ ଗିରଫ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଶ୍ରଦ୍ଧାଳୁଙ୍କୁ ପୂଜକଙ୍କ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ । ଥାନାରେ ଏତଲା, ପୂଜକ ଗିରଫ । ଆଧ୍ୟାତ୍ମିକ ଭାବନା ନେଇ ଲୋକେ ପୂଜାର୍ଚ୍ଚନା କରିଥାନ୍ତି । ପୂଜକମାନଙ୍କୁ ଶ୍ରଦ୍ଧାଳୁ ଦେବାଦେବୀଙ୍କ ଅତି ନିକଟ ଲୋକ ଭାବେ ସମ୍ମାନ ଦେଇଥାନ୍ତି । ହେଲେ ଜଣେ ପୂଜକ ଜଣେ…
Read More...

ନୃସିଂହନାଥରେ ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଓଡିଶା ପ୍ରସିଦ୍ଧ ତୀର୍ଥକ୍ଷେତ୍ର ବରଗଡ ଜିଲ୍ଲା ଶ୍ରୀ ଶ୍ରୀ ନୃସିଂହନାଥ ମହାପ୍ରଭୁଙ୍କ ନୁଆଁଖାଇ ଲଗ୍ନ ଧାର୍ଯ୍ୟ ହୋଇଯାଇଛି । ମନ୍ଦିରର କୂଳ ପୁରୋହିତ ସୁନୀଲ କୁମାର ପୁରୋହିତଙ୍କ ଦ୍ୱାରା ଲଗ୍ନ ସ୍ଥିର ହୋଇଥିବା ବେଳେ ଆସନ୍ତା ୧୧/ ୯/ ୨୧ ରିଖ ଶନିବାର ଦିନ…
Read More...

ସାଂସଦ ସୁରେଶ ପୂଜାରୀ ଓ କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ପ୍ରଦୀପ ପୁରୋହିତଙ୍କ ମରୁଡ଼ି ଅଞ୍ଚଳ ଗସ୍ତ : ଶତାଧିକ ବିଜେଡି…

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ସାଂସଦ ସୁରେଶ ପୂଜାରୀ ଓ ବିଜେପି କୃଷକ ମୋର୍ଚ୍ଚାର ରାଜ୍ୟ ସଭାପତି ତଥା ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ପଦ୍ମପୁର ମରୁଡ଼ି ଅଞ୍ଚଳ ଗସ୍ତ ସହ ବିଜେପିର ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି । ଗତକାଲି ସାଂସଦ ଶ୍ରୀ ପୂଜାରୀ ଓ ଶ୍ରୀ…
Read More...

ପଦ୍ମପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଅଟଳ ଥିଙ୍କରିଙ୍କ୍‌ ଲ୍ୟାବ୍‌ ଉଦଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଅଟଳ ଥିଙ୍କରିଙ୍କ୍‌ ଲ୍ୟାବର ଶୁଭ ଉଦଘାଟନ ବରଗଡ ସାଂସଦ ସୁରେଶ ପୂଜାରୀଙ୍କ କରକମଳରେ ହୋଇଯାଇଛି । ଆଜିକାର ଅନୁଷ୍ଠିତ ଏହି ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବରେ ସାଂସଦ ସୁରେଶ ପୂଜାରୀ ଯୋଗଦେଇ ଅଟଲ…
Read More...

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନ ଶିକ୍ଷୟିତ୍ରୀଙ୍କ ଯୋଗଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନ ଶିକ୍ଷୟିତ୍ରୀ ଭାବରେ କାଳୀଚରଣ ଦୁବେ ଯୋଗଦାନ କରିଛନ୍ତି । ଶ୍ରୀ ଦୁବେ ଏହା ପୂର୍ବରୁ ନୂଆପଡା ଜିଲ୍ଲା ଜନଶକ୍ତି ଉଚ୍ଚ ବିଦ୍ୟାଳୟ, ଖଏରାରେ ସିନିୟର ଏସ୍.ଇ.ଏସ୍. ପ୍ରଧାନ ଶିକ୍ଷକ ଭାବରେ…
Read More...